Browsing Category

ରାଜ୍ୟ

ଆସନ୍ତା କାଲିଠାରୁ ସିଲ୍‌ ହେବ ବ୍ରହ୍ମପୁର ସହର, କଣ ଖୋଲିବ ଓ ବନ୍ଦ ରହିବ ଜାଣନ୍ତୁ

ବ୍ରହ୍ମପୁର, ୧୩/୭(ଓଡ଼ିଶା ଭାସ୍କର): କରୋନା ସଂକ୍ରମଣ ରୋକିବାକୁ ଆସନ୍ତା କାଲିଠାରୁ ବ୍ରହ୍ମପୁର ସହରକୁ ସିଲ୍‌ କରାଯିବ।  ବିଭିନ୍ନ ପର୍ଯ୍ୟାୟରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ଦିଆଯିବ। ସକାଳ…

ଡାକ୍ତରଙ୍କୁ ମିଳିବ ଭୋଜନ ଭତ୍ତା

ଭୁବନେଶ୍ୱର, ୧୩ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସ୍ଥିତି ନେଇ ବର୍ତ୍ତମାନ ଡାକ୍ତରମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ତେଣୁ କୋଭିଡ଼ କେୟାର ସେଣ୍ଟରରେ କାର୍ଯ୍ୟରତ ଡାକ୍ତରଙ୍କୁ ଭୋଜନ ଭତ୍ତା ମିଳିବ ।…

ବିଜେଡ଼ିରେ ମହିଳା ନେତ୍ରୀଙ୍କୁ ଜିଲ୍ଲା ଦାୟିତ, ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କିଏ

ଭୁବନେଶ୍ୱର, ୧୩ା୭(ଓଡ଼ିଶା ଭାସ୍କର): ବିଜେଡ଼ି ରାଜ୍ୟ ମହିଳା କମିଟିରେ ବରିଷ୍ଠ ନେତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଛି । ୧୮ ନେତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ସାଙ୍ଗଠନିକ ଦାୟିତ୍ୱ ଦେଇଛନ୍ତି ବିଜେଡ଼ି ସଭାପତି ତଥା…

ରାଜ୍ୟରେ ଆଉ ୫୦୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୩ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୯୨୫୫କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୫୦୫ କରୋନା ଆକ୍ରାନ୍ତଙ୍କ…

ଖୋର୍ଦ୍ଧାରେ ଦୁଇ ହସ୍ପିଟାଲ ପାଇଁ ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର, ୧୩ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଆଜି ଖୋର୍ଦ୍ଧାରେ ଦୁଇ କୋଭିଡ଼ ହସ୍ପିଟାଲ ପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଖୋର୍ଦ୍ଧାର ଜାମୁଝରି ଓ…

ସର୍ତ୍ତମୂଳକ ସହ ଘରେ ରହିପାରିବେ କରୋନା ରୋଗୀ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୩ା୭(ଓଡ଼ିଶା ଭାସ୍କର): କରୋନା ସ୍ଥିତି ଓ ରଣ କୌଶଳ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେ କହିଛନ୍ତି କୋଭିଡ଼ ବିରୋଧରେ ୪ମାସ ହେଲା ସଂଗ୍ରାମ ଜାରି ରହିଛି ।…

ଭୁବନେଶ୍ୱରରୁ ଆଜି ପୁଣି ୧୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୩ା୭(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରୁ ଆଜି ୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୪ପଜିଟିଭଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ୨୯ଜଣ…

ଆୟୁଷ ନିର୍ଦ୍ଦେଶକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୧୩ା୭(ଓଡ଼ିଶା ଭାସ୍କର): ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡ଼ଙ୍ଗୀଙ୍କୁ ଜାମିନ ମିଳିଛି । ୧୦ହଜାର ଟଙ୍କା ଓ ଦୁଇ ମୁଚାଲିକାଙ୍କ ପ୍ରତି ବଦଳରେ ତାଙ୍କୁ ଜାମିନ ମିଳିଛି । ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା…

ଭିସୁଟ୍ ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବନ୍ଦ

ସମ୍ବଲପୁର,୧୩ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ ଏବେ କରୋନା କହର ଲାଗିରହିଛି । ଏହାର ବିଶେଷ ପ୍ରଭାବ ଶିକ୍ଷାବ୍ୟବସ୍ଥା ଓ ଅର୍ଥନୀତି ଉପରେ ପଡୁଛି । ଏହାରି ମଧ୍ୟରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଆଉ ୭ ଦିନ ପାଇଁ ବନ୍ଦ…

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର, ୧୩ା୭(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏକ ଚିଠି ଲେଖିଛନ୍ତି । ସେ ଚିଠିରେ ଆଗାମୀ ଦୁଇମାସ ଯାଏ ନିଯୁକ୍ତି ବନ୍ଦ ନିଷ୍ପତ୍ତିର ପୁନର୍ବିଚାର…