Browsing Category
ରାଜ୍ୟ
ବାହୁଡ଼ିଲେ ମହାପ୍ରଭୁ, ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଲା ୩ରଥ
ପୁରୀ, ୧ା୭(ଓଡ଼ିଶା ଭାସ୍କର): ନଅ ଦିନର ରଥଯାତ୍ରା ସାରି ବାହୁଡ଼ିଛନ୍ତି ମହାପ୍ରଭୁ । ପୁରୀ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ୩ରଥ ପହଞ୍ଚିଛି । ସଂହଦ୍ୱାର ନିକଟରେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି ।…
ବୀରମିତ୍ରପୁର ପୂର୍ବତନ ଆଇଆଇସି ଗିରଫ
ସୁନ୍ଦରଗଡ଼, ୧ା୭(ଓଡ଼ିଶା ଭାସ୍କର): ସୁନ୍ଦରଗଡ଼ ସ୍ଥିତ ବୀରମିତ୍ରପୁରରେ ଏକ ନାବାଳିକାଙ୍କୁ ଦୁଷ୍କର୍ମ ଓ ବେଆଇନ ଗର୍ଭପାତ କରାଯାଇଥିବା ଘଟଣା ଘଟିଥିଲା । ଏହି ମାମଲାରେ ବୀରମିତ୍ରପୁର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର…
ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୫୩୫୩କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୬୪ଙ୍କ ମଧ୍ୟରୁ…
ଆସିଲା ବିଜେଡ଼ିର ପଦାଧିକାରୀ ତାଲିକା
ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ବିଜୁ ଜନତା ଦଳର ସାଂଗଠନିକ ସ୍ତରରେ ଅଦଳ ବଦଳ ହୋଇଛି । ୮ଜଣଙ୍କୁ ବରିଷ୍ଠ ଉପସଭାପତି ଓ ୯ଜଣଙ୍କୁ ଉପସଭାପତି ଦାୟିତ୍ୱ ଦିଆଯାଇଛି । ସଞ୍ଜୟ ଦାସବର୍ମା ହୋଇଛନ୍ତି ଦଳୀୟ ମୁଖ୍ୟାଳୟର…
କୋଭିଡ଼ ନିୟମ ଉଲ୍ଲଙ୍ଘନ ନେଇ ୩ଟି ଶୋ ରୁମକୁ ଜୋରିମାନା
ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ତେଣୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କଟକଣା ଜାରି କରାଯାଇଛି । କଟକଣା ଓ କୋଭିଡ଼ ନିୟମ ଉଲ୍ଲଙ୍ଘନ କରିଥବବାରୁ ୩ଟ ଶୋ…
ଭୁବନେଶ୍ୱରରୁ ଆଜି ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ
ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨ଜଣ ରାଜଧାନୀ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୧୨ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪ ଓ…
କଟକରୁ ଆଉ ୬ପଜିଟିଭ ଚିହ୍ନଟ
କଟକ, ୧ା୭(ଓଡ଼ିଶା ଭାସ୍କର): କଟକରୁ ଆଜି ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ୬ ଆକ୍ରାନ୍ତ କ୍ୟାନସର ହସ୍ପିଟାଲର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ…
ରାଜ୍ୟରେ ବାତିଲ ହେଲା +୨ ପରୀକ୍ଷା
ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): କରୋନା ସଂକ୍ରମଣ ରାଜ୍ୟରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇର ଅବଶିଷ୍ଟ ପରୀକ୍ଷାଗୁଡ଼ିକ ବାତିଲ କରାଯାଇଛି । ଆଉ ଛାତ୍ରଛାତ୍ରୀଙ୍କୁ ଦେବାକୁ…
ବୀରମିତ୍ରପୁର ପୂର୍ବତନ ଆଇଆଇସି ବହିଷ୍କୃତ
ସୁନ୍ଦରଗଡ଼, ୧ା୭(ଓଡ଼ିଶା ଭାସ୍କର): ସୁନ୍ଦରଗଡ଼ ସ୍ଥିତ ବୀରମିତ୍ରପୁରରେ ଏକ ନାବାଳିକାଙ୍କୁ ଦୁଷ୍କର୍ମ ଓ ବେଆଇନ ଗର୍ଭପାତ କରାଯାଇଥିବା ଘଟଣା ଘଟିଥିଲା । ଏହି ମାମଲାରେ ବୀରମିତ୍ରପୁର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର…
ରାଜ୍ୟରେ ୧୯ଜିଲ୍ଲାରୁ ଆଉ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସବୁଦିନ ପରି ଆଜି ମଧ୍ୟ ରାଜ୍ୟରେ ୧୯ଜିଲ୍ଲାରୁ ଆଉ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…