Browsing Category

ରାଜ୍ୟ

ଶୈକ୍ଷିକ ସହାୟକ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଗଣଶିକ୍ଷାମନ୍ତ୍ରୀ , ଜାଣନ୍ତୁ ଛାତ୍ରଛାତ୍ରୀଙ୍କୁ କିପରି ମିଳିବ ଏହାର ଫାଇଦା

ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଭାସୀ ମାଧ୍ୟମରେ ବିନା ଦେୟରେ ଶୈକ୍ଷିକ ସହାୟକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏ ସଂପର୍କରେ ମନ୍ତ୍ରୀ କହିଛନ୍ତି ଏହି କାର୍ଯ୍ୟକ୍ରମ ଉପାନ୍ତ…

ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନର ବିକାଶ ପାଇଁ ମୌସୁମୀ ବୈଠକ; ନୂତନ କ୍ଷୀର ପ୍ୟାକେଟ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନର ବିକାଶ ନିମନ୍ତେ ପ୍ରଥମ ଥର ପାଇଁ  ଓଡ଼ିଶାରେ ଆୟୋଜିତ ହୋଇଛି ମୌସୁମୀ ବୈଠକ । କେନ୍ଦ୍ର ମତ୍ସ୍ୟଚାଷ, ପ୍ରାଣୀସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ ଅଧୀନରେ ଥିବା…

୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୪ ଜଣଙ୍କୁ ଗିରଫ କଲା ପୋଲିସ

ବରଗଡ଼: ଗଞ୍ଜେଇ ଚୋରା ଚାଲାଣବେଳେ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ଟୋଲଗେଟ୍ ବାଇପାସ୍ ଦେଇ ଗଞ୍ଜେଇ ଚୋରାଚାଲାଣ ହେଉଥିବା ପୋଲିସ ସୂତ୍ରରୁ ପ୍ରକାଶ । ପ୍ରାୟ ୬ କ୍ୱିଣ୍ଟାଲ ଗଞ୍ଜେଇ ସହ ୪ ଜଣଙ୍କୁ ଗିରଫ କରିବାରେ ସଫଳ…

ଲୁହା କଡ଼େଇରେ ମହାପ୍ରସାଦ ରୋଷେଇ ଘଟଣା: ସାତ ଦିନ ଭିତରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଶ୍ରୀମନ୍ଦିର ଲୁହା କଡ଼େଇରେ ରୋଷେଇ ହେବା ପ୍ରସଙ୍ଗକୁ ଆଧାର କରି କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି । ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡ଼ୁ…

ପୁରୀ ବେଳାଭୂମିରେ ମିଳିବନି ମଦ, ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ସରକାର

ପୁରୀ: ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର। ଏଣିକି ପୁରୀ ବେଳାଭୂମିରେ ମିଳିବନି ମଦ। ବେଳାଭୂମିରେ ମଦ ପାଇଁ ଲାଇସେନ୍ସ ମିଳିବନି। ଧର୍ମାନୁଷ୍ଠାନର ୫ କିମି ଭିତରେ ଖୋଲିବନି ମଦ ଦୋକାନ। ଅନେକ ସମୟରେ ଏହି…

ବଢୁଛି ଜଳସ୍ତର; ହୀରାକୁଦ ଡ୍ୟାମର ଖୋଲାଗଲା ୧୬ଟି ଗେଟ୍‌

ସମ୍ବଲପୁର: ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ସମୁଦାୟ ୧୬ଟି ଗେଟ ଦେଇ ନିଷ୍କାସନ କରୁଛି ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରର ଇନଫ୍ଲୋ ବଢିବା ମଧ୍ୟରେ ଆଜି ପର୍ଯ୍ୟାୟ କ୍ରମେ ୧୬ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ବନ୍ଧ…

ମା’ ମାଣିକେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ଓଡ଼ିଶା ଭାସ୍କର: ଆଜି କଳାହାଣ୍ଡି ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପାଖରେ ନବାନ୍ନ ଲାଗି ହୋଇଛି । ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ମା’ ମାଣିକେଶ୍ୱରୀଙ୍କ ପାଖରେ ନବାନ୍ନ ଲାଗି ହୋଇଥାଏ ।…

ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ଅବପାତର ରୂପ ନେଇପାରେ । ଏହାକୁ ଦୃଷ୍ଟିରେ…

କୁକୁଡ଼ା ଚାଷ ଉପରେ କଟକଣା, ପୁରୀ ପ୍ରଶାସନର ବଡ଼ ନିଷ୍ପତ୍ତି

ପୁରୀ: ରାଜ୍ୟରେ ବାର୍ଡ ଫ୍ଲ୍ୟୁ ଦିନକୁ ଦିନ ବଢିବାରେ ଲାଗିଛି। ଖାସକରି ପୁରୀ ଜିଲ୍ଲାରେ ଏହା ସଂକ୍ରମିତ ହୋଇଛି। ତେବେ ଏହାକୁ ଦୃଷ୍ଟିରେ ରଖି କୁକୁଡ଼ା ଚାଷ ଉପରେ କଟକଣା ଲଗାଯାଇଛି। ଏହି କଟକଣା ପୁରୀ ପ୍ରଶାସନ ପକ୍ଷରୁ…

ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ନେଇ ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ ସି ) ଦ୍ଵାରା ପରିଚାଳିତ ଓଡିଶା ସିଭିଲ ସର୍ଭିସ(ଓସିଏସ୍) ପ୍ରିଲିମ୍‌ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୨୭ ତାରିଖରେ ହେବ ଓଏଏସ୍‌…