Browsing Category

ରାଜ୍ୟ

ଗୃହରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସୂଚନା : କହିଲେ- ‘ଓଡ଼ିଶାରେ ଖୋଲିବ ଆଉ ୧୨ କେନ୍ଦ୍ରୀୟ ବିଦ୍ୟାଳୟ’

ଭୁବନେଶ୍ୱର: ଆଗାମୀ ଦିନରେ ବିଭିନ୍ନ ଜିଲାରେ ପ୍ରାୟ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଓଡ଼ିଶା ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ଜିଲାରେ…

ବଢିଲା ସାମ୍ବାଦିକଙ୍କ ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନା, ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ସାମ୍ବାଦିକଙ୍କ ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନା ଗୋଟିଏ ବର୍ଷ ବୃଦ୍ଧି କରାଯାଇଛି। ଗୋଟିଏ ବର୍ଷ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଗଷ୍ଟ ୩୧ ତାରିଖରେ ସରୁଥିଲା ସ୍ୱାସ୍ଥ୍ୟବୀମା ଅବଧି।…

ବିଜେଡିରୁ ବହିଷ୍କୃତ ସସ୍ମିତା ମାଝୀ ଗିରଫ, ଚାକିରି ନାଁରେ ଠକେଇ ଅଭିଯୋଗ

ମାଲକାନଗିରି: ଚାକିରି ନାଁରେ ଠକେଇ ଅଭିଯୋଗରେ ମାଥିଲି-୩ ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମାଝୀଙ୍କୁ ଗିରଫ କରାଯାଇଛି । ସେ ପାଣ୍ଡିଆନଙ୍କ ଶଳା ପରିଚୟ ଦେଇ ଲୋକଙ୍କୁ ଠକୁ ଥିଲେ । ମାଥିଲି ପୋଲିସ ତାଙ୍କୁ ଗିରଫ କରିଥିବା…

ଖୁବ୍ ଶୀଘ୍ର ଶେଷ ହେବ ଶ୍ରୀଗୁଣ୍ଡିଚା ମନ୍ଦିର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ, ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଓଡ଼ିଶା ଭାସ୍କର: ଖୁବ୍ ଶୀଘ୍ର ଖୋଲବ ଶ୍ରୀ ଗୁଣ୍ଡିଚା ମନ୍ଦିର । କୋଭିଡ୍ ସମୟରେ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ବନ୍ଦ ଥିଲା । ଏହାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଶେଷ କରିବା ପାଇଁ ଚାଲିଛି ଅନୁଧ୍ୟାନ । ଜିଲ୍ଲାପାଳଙ୍କ…

ଭିଜିଲାନ୍ସ ଜାଲରେ ବାଲେଶ୍ୱର ଡିଇଓ ଅଫିସ୍ କିରାଣି

ବାଲେଶ୍ୱର: ରାଜ୍ୟରେ ଦୁର୍ନୀତିକୁ କାବୁ କାରିବା ପାଇଁ ଭିଜିଲାନ୍ସ ଟିମ ସକ୍ରିୟ ହୋଇଛି। ତେବେ ବର୍ତ୍ତମାନ ବାଲେଶ୍ୱର ଡିଇଓ ଅଫିସ୍ କିରାଣିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। କିରାଣି ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସର…

ଆଜି ବିଜୁ ଛାତ୍ରଜନତା ଦଳର କର୍ମକର୍ତ୍ତା ସମ୍ମିଳନୀ, ଗୁରୁମନ୍ତ୍ର ଦେବେ ନବୀନ

ଭୁବନେଶ୍ୱର: ଆଜି ବିଜୁ ଛାତ୍ରଜନତା ଦଳର କର୍ମକର୍ତ୍ତା ସମ୍ମିଳନୀ। ଛାତ୍ରସଂଗଠନର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ବିଧାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛାତ୍ର ସଂସଦ ନିର୍ବାଚନ ନେଇ ହୋଇପାରେ…

ପ୍ରବଳ ବର୍ଷା ପାଇଁ ରେଡ୍‌ ୱାର୍ଣ୍ଣିଂ ! ଏହି ଜିଲ୍ଲାରେ ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ କରିବାକୁ ନିଷ୍ପତ୍ତି

କୋରାପୁଟ: ଆଜି କୋରାପୁଟ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର । ଅତି ପ୍ରବଳ ବର୍ଷା ପାଇଁ କୋରାପୁଟକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଆଜି…

MBBS ପାଠ୍ୟକ୍ରମ ପାଇଁ ଯୋଗ୍ୟ ବିବେଚିତ ବଣ୍ଡା ଜନଜାତି ଛାତ୍ର ମଙ୍ଗଳା ମୁଦୁଲିଙ୍କୁ ଲାପଟପ୍ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏମବିବିଏସ୍ ପାଠ୍ୟକ୍ରମ ପାଇଁ ଯୋଗ୍ୟ ବିବେଚିତ ବଣ୍ଡା ଜନଜାତି ଛାତ୍ର ମଙ୍ଗଳା ମୁଦୁଲିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ମଙ୍ଗଳାଙ୍କୁ…

କାଲି କୋରାପୁଟ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର; ବର୍ଷା ପାଇଁ ରେଡ୍‌ ୱାର୍ଣ୍ଣିଂ ଥିବାରୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ

କୋରାପୁଟ:  (ଓଡ଼ିଶା ଭାସ୍କର) ଆସନ୍ତାକାଲି କୋରାପୁଟ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର । ବର୍ଷା ପାଇଁ ପାଣିପାଗ ବିଭାଗ ରେଡ୍‌ ୱାର୍ଣ୍ଣିଂ ଦେଇ ଥିବାରୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ ।…

ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ…