Browsing Category
ରାଜ୍ୟ
୩ ଦିନ ସ୍କୁଲ ଛୁଟି: ଅଗଷ୍ଟ ୨୪ରୁ ଲଗାତର ତିନି ଦିନ ପାଇଁ ବନ୍ଦ ରହିବ ସମସ୍ତ ସ୍କୁଲ!
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଅଗଷ୍ଟ ମାସ ସରିବାକୁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି ଥିବା ବେଳେ ଏହା ମଧ୍ୟରେ ଆସିଛି ଏକ ଖୁସି ଖବର । ଛାତ୍ରଛାତ୍ରୀଙ୍କୁ ମିଳିବାକୁ ଯାଉଛି ଲଗାତର ୩ ଦିନିଆ ଛୁଟି । ଅଗଷ୍ଟ ୨୪ରୁ ଏହି…
କେବେଠାରୁ ଆରମ୍ଭ ହେବ ସୁଭଦ୍ରା ଯୋଜନା? ଜାଣି ରଖନ୍ତୁ କେଉଁଠି କିପରି କରିବେ ଆବେଦନ
ଓଡ଼ିଶା ଭାସ୍କର: ନୂଆ ସରକାରଙ୍କ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ସୁଭଦ୍ରା ଯୋଜନା ଲାଗୁ କରିବା ପାଇଁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଏହି ଯୋଜନା ନେଇ ଆଜି ଏସଓପି ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।…
ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ: ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ସୂଚନା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ମୋଟ ୭୯୬ ଜଣ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୪୧ ଜଣ ପାସ୍ କରିଛନ୍ତି ।…
ଔଷଧର ପାର୍ଶ୍ଵପ୍ରତିକ୍ରିୟା; ୨୦ ଶିଶୁ ଅସୁସ୍ଥ, କାରଣ ଖୋଜୁଛନ୍ତି ଡାକ୍ତର
ଢ଼େଙ୍କାନାଳ: ଢ଼େଙ୍କାନାଳରେ ଔଷଧର ପାର୍ଶ୍ଵପ୍ରତିକ୍ରିୟା ଯୋଗୁଁ ୨୦ ଜଣ ଶିଶୁ ଅସୁସ୍ଥ ଥିବା ଖବର ସାମ୍ନାକୁ ଆସିଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗରେ ୨୦ ଜଣ ଶିଶୁ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ସମସ୍ତ…
ସୁଭଦ୍ରା ଯୋଜନାରେ ମିଳିବ ୧୦ ହଜାର ଟଙ୍କା… କିଏ ପାଇବେ ସୁବିଧା? କେଉଁମାନଙ୍କୁ ବାଦ୍ ଦେବେ ସରକାର?
ଓଡ଼ିଶା ଭାସ୍କର: ଓଡ଼ିଶା ସରକାରଙ୍କ ତରଫରୁ ରାଜ୍ୟର ପ୍ରତି ମହିଳାମାନଙ୍କୁ ଏକ ବଡ଼ ଖୁସି ଖବର ଦିଆଯାଇଛି । ବିଧାନସଭାରେ ଆଜି ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାର ଯୁବତୀ ତଥା ମହିଳାମାନଙ୍କ…
ଧରଣୀଧର ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଖୁବଶୀଘ୍ର ନିଯୁକ୍ତି ପାଇବେ କୁଳସଚିବ,…
ଭୁବନେଶ୍ୱର(ଓଡ଼ିଶା ଭାସ୍କର): କେନ୍ଦୁଝର ଜିଲ୍ଲା ଧରଣୀଧର ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଲୋକସଭା ଭବନ ଠାରେ ମୁଖ୍ୟମନ୍ତ୍ରୀ…
Big Breaking… ସୁଭଦ୍ରା ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ: ମୁଖ୍ୟମନ୍ତ୍ରୀ ଜାରି କଲେ ଏସଓପି
ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ସୁଭଦ୍ରା ଯୋଜନାକୁ ମିଳିଛି କ୍ୟାବିନେଟ ମଞ୍ଜୁରୀ । ଏହି ଯୋଜନା ସମ୍ପର୍କରେ ଏସଓପି ଜାରି କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିର୍ବାଚନ ସମୟରେ ବିଜେପି ଘୋଷଣା…
ଗୃହରେ ଅବକାରୀ ମନ୍ତ୍ରୀଙ୍କ ବୟାନ, କହିଲେ- ‘ଓଡ଼ିଶାରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ’
ଭୁବନେଶ୍ୱର : ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ କହିଲେ ଅବକାରୀ ମନ୍ତ୍ରୀ । ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା । ଓଡିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ । ସ୍କୁଲ,…
ଗିରଫ ହେଲେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର; ଆୟ ବହିର୍ଭୂତ ସଂପତ୍ତି ସହ ଘରେ ପାଳିଥିଲେ ମୟୂର
ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଗିରଫ ହେଲେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ରେଞ୍ଜରଙ୍କ ଭୁବନେଶ୍ବରରେ ଗୋଟିଏ, ହାଇଦ୍ରାବାଦରେ ୨ଟି…
‘ଆଗାମୀ ଦିନରେ ଦକ୍ଷତା ବିକାଶ ଓଡ଼ିଶାର ରୂପ ରେଖକୁ ବଦଳାଇବ’: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ
ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗକୁ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ ନିଜର ମତବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, ପ୍ରଥମ ଥର ପାଇଁ ଓଡ଼ିଶାର ଉଚ୍ଚଶିକ୍ଷା ବିଭାଗକୁ ଦକ୍ଷତା ବିକାଶ ସହ…