Browsing Category
ରାଜ୍ୟ
ଦେଶରେ ୫ମ ଏବଂ ରାଜ୍ୟରେ ୨ୟ ପର୍ଯ୍ୟାୟ ଚାଲିଛି ମତଦାନ : ଭୋଟ୍ ଦେଲେ ଅନିଲ ଅମ୍ବାନୀ
ଭୁବନେଶ୍ୱର: ଦେଶରେ ପଞ୍ଚମ ତଥା ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ କିଛି ସମୟ ପୂର୍ବରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ରାଜ୍ୟର ୫ଟି ସଂସଦୀୟ ଆସନ ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ଏହା…
ମତଦାନ ବେଳେ ଇଭିଏମରେ ତ୍ରୁଟି, ଲୋକେ କହିଲେ ଭୋଟ ଦେବୁନି
ଭୁବନେଶ୍ୱର: ଦେଶରେ ଲୋକସଭା ନିର୍ବାଚନର ୫ମ ପର୍ଯ୍ୟାୟ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ଜାରି ରହିଛି । ଆଜି ଓଡ଼ିଶାର ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି ।…
ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମହାପ୍ରଭୁଙ୍କୁ ଦର୍ଶନ କରି ଆରମ୍ଭ କରିବେ ରୋଡ୍ ସୋ
ପୁରୀ: ରବିବାର ସଂଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ପହଞ୍ଚିଛନ୍ତି । ଭୁବନେଶ୍ୱରରେ ରାତି ରହଣୀ ପରେ ଆଜି ପୁରୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା…
Big Breaking: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ୱର: ସାଧାରଣ ନିର୍ବାଚନ ମଧ୍ୟରେ ଓଡ଼ିଶାକୁ କେନ୍ଦ୍ର ମନ୍ତ୍ରୀମାନଙ୍କର ଆଗମନ ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ ବର୍ତ୍ତମାନ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚିଛନ୍ତି । ବାୟୁସେନାର…
କାଲି ଅପରାହ୍ନ ୪ଟାରେ ନବୀନଙ୍କ ରୋଡ୍ ଶୋ’, ଜାରି ହେଲା ଟ୍ରାଫିକ୍ କଟକଣା
ଭୁବନେଶ୍ୱର: କାଲି ଭୁବନେଶ୍ୱରରେ ରହିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ୍ ଶୋ’ । ଏଥିପାଇଁ କାଲି ସହରର କିଛି ସ୍ଥାନରେ ଟ୍ରାଫିକ୍ କଟକଣା ରହିବ ବୋଲି ଘୋଷଣା କରିଛି କମିଶନରେଟ୍ ପୋଲିସ୍ । କାଲି ନବୀନଙ୍କ ରୋଡ୍…
ସୋମବାର ଏହି ସବୁ ସହରରେ ବନ୍ଦ ରହିବ ବ୍ୟାଙ୍କ: ବ୍ରାଞ୍ଚ ଯିବା ପୂର୍ବରୁ ଦେଖି ନିଅନ୍ତୁ ଲିଷ୍ଟ
ଓଡ଼ିଶା ଭାସ୍କର: ଆସନ୍ତାକାଲି ମେ’ ୨୦ ତାରିଖରେ ସପ୍ତାହର ପ୍ରଥମ ବ୍ୟବସାୟିକ ଦିବସରେ ଅନେକ ସ୍ଥାନରେ ବ୍ୟାଙ୍କ ବନ୍ଦ ରହିବ । ଦେଶର ପ୍ରାୟ ୪୯ଟି ସହରରେ ବ୍ୟାଙ୍କ ସେବା ବନ୍ଦ ରହିବ ବୋଲି ଜାଣିବାକୁ ମିଳିଛି । ଓଡ଼ିଶା…
ଟ୍ୱିନ୍ ସିଟିରେ ଦେଖିବାକୁ ମିଳିବ ବିରଳ ଦୃଶ୍ୟ! ମେ ୨୧ ଓ ୨୨ରେ ଦେଖାଯିବନି କାହାର ଛାଇ, ଜ୍ୟୋତିର୍ବିଜ୍ଞାନୀଙ୍କ ରିପୋର୍ଟ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସାଧାରଣ ଭାବେ ଆମେମାନେ ଯେତେବେଳେ ବାହାରକୁ ଯାଇଥାଉ, ସେତେବେଳେ ଆମର ଛାଇ ଆମକୁ ଦେଖାଯାଇଥାଏ । ତେବେ ଏପରି କେବେ ହୋଇଛି କି ଯେତେବେଳେ ଆପଣଙ୍କ ଛାଇ ଆପଣଙ୍କ ସହ ନଥିବ? ଆପଣମାନେ ଯଦି…
ଫେସବୁକ ପ୍ରେମରେ ପ୍ରତାରଣା : ଠକାମୀର ଶିକାର ହୋଇ ୧୦ ଲକ୍ଷ ହରାଇଲେ ଯୁବକ
ଭୁବନେଶ୍ୱର : ଚନ୍ଦକା ଅଞ୍ଚଳର ଜଣେ ଯୁବକ ବିଦେଶିନୀଙ୍କ ପ୍ରେମରେ ପଡି ୧୦ ଲକ୍ଷ ଟଙ୍କା ହରାଇଛନ୍ତି । ଏହି ଠକାମୀରେ ଫସି ଥିବା ଯୁବକ ସାଇବର ଥାନା ଦ୍ୱାରସ୍ଥ ହୋଇଛନ୍ତି । ଟଙ୍କା କଟିଯାଇଥିବା ଆକାଉଣ୍ଟକୁ ପୋଲିସ ଫ୍ରିଜ…
ପୁଣି ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ
ଭୁବନେଶ୍ୱର: ରାଜ୍ୟରେ ନିର୍ବାଚନକୁ ନେଇ ଚଳଚଞ୍ଚଳ ରାଜନୈତିକ ମାହୋଲ । ପ୍ରଚାରରେ କମ୍ପୁଛି ପଲ୍ଲିରୁ ସହର । ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ତରଫରୁ ଜାରି ରହିଛି କସରତ । ନିର୍ବାଚନୀ ମାହୋଲକୁ…
ବିଜେପିରେ ମିଶିଲେ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ
ଭୁବନେଶ୍ୱର: ବିଜେପିରେ ମିଶିଲେ ନିମାପଡ଼ା ବିଧାୟକ ସମୀର ରଞ୍ଚନ ଦାଶ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି । ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ଆସି ବିଜେପିରେ ସାମିଲ ହେଲେ…