Browsing Category
ରାଜ୍ୟ
ଆଜି ୪ ଘଣ୍ଟା ଶ୍ରୀମନ୍ଦିର ଦର୍ଶନ ବନ୍ଦ
ଭୁବନେଶ୍ୱର: ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁ, ବଡଠାକୁର ଏବଂ ମାଆ ସୁଭଦ୍ରାଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଏହି ନୀତିକୁ କରାଯାଇଥାଏ । ଏଥି ଲାଗି ପ୍ରାୟ ୪ ଘଣ୍ଟା ଭକ୍ତ…
ଓଡ଼ିଶାରେ ମୋଦୀ : ଆଜି ବ୍ରହ୍ମପୁର ଓ ନବରଙ୍ଗପୁରରେ କରିବେ ପ୍ରଚାର, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଭୁବନେଶ୍ୱର : ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୨୦୨୪ ନିର୍ବାଚନ ପାଇଁ ପ୍ରଚାର BJP ନେତାମାନେ ଘନଘନ ଓଡ଼ିଶା ଗସ୍ତ ଆରମ୍ଭ କରିଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତ ଶେଷ…
ତାତିରୁ ମିଳିବ ଆଶ୍ବସ୍ତି : କାଳବୈଶାଖୀ ଯୋଗୁଁ ପାଣିପାଗରେ ପରିବର୍ତ୍ତନ, ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ତାତିରୁ ମିଳିପାରେ ଆଶ୍ବସ୍ତି। ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଳବୈଶାଖୀ ବର୍ଷା ଫଳରେ ଦିନରେ ଖରା ଯେଉଁ ତାଉ…
(Video) ଭୟଙ୍କର ଦୁର୍ଘଟଣା! ଚଳନ୍ତା ଟ୍ରେନ ଆଗକୁ ମାଡି ଆସିଲା ଟ୍ରକ ଆଉ ଡ୍ରାଇଭର… ୫ ମିନିଟରେ ଏମିତି କିଛି ଘଟିଗଲା
ଓଡ଼ିଶା ଭାସ୍କର: ଦିନକୁ ଦିନ ଟ୍ରେନ ଦୁର୍ଘଟଣା ମାମଲା ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ଟ୍ରେନ ଦୁର୍ଘଟଣା ମାମଲା ଦେଖିବାକୁ ମିଳିଛି । ବର୍ତ୍ତମାନ ଏଭଳି ଏକ ଛାତି ଥରାଇ ଦେଲା ଭଳି ଘଟଣା ସାମ୍ନାକୁ ଆସିଛି…
Big Breaking; ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ: ସ୍ୱତନ୍ତ୍ର ବିମାନରେ ଓଡ଼ିଶା ଆସିଲେ ମୋଦୀ
ଭୁବନେଶ୍ୱର: ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରର ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ଆଜି ରାଜଭବନରେ ରାତ୍ରୀ…
୨୧ ସଙ୍କଳ୍ପ ଘୋଷଣା କଲା ରାଜ୍ୟ ବିଜେପି: ଜାଣନ୍ତୁ କ’ଣ ଦେଲା ପ୍ରତିଶୃତି
ଭୁବନେଶ୍ୱର: ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି । ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍ରେ ବିଜେପିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି ।…
Breaking News; ପୁରୀରେ କଂଗ୍ରେସ ପ୍ରାର୍ଥୀଙ୍କୁ ଆକ୍ରମଣ: ଉମାବଲ୍ଲଭ ରଥଙ୍କୁ ଦୁର୍ବୃତ୍ତଙ୍କ ମାଡ଼ ମାରିବା ଅଭିଯୋଗ
ପୁରୀ: ସାରା ଓଡ଼ିଶାରେ ନିର୍ବାଚନ ମାହୋଲ ସରଗରମ ରହିଛି । ତେବେ ପୁରୀ ରାଜନୀତି ଏବେ ଚର୍ଚ୍ଚାରେ ରହିଥିବା ବେଳେ ଏଠାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ପ୍ରଚାରରେ ବୁଲିବା ବେଳେ କଂଗ୍ରେସ ପ୍ରାର୍ଥୀଙ୍କୁ ଆକ୍ରମଣ…
ତାତିରେ ହନ୍ତସନ୍ତ ଲୋକେ : ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର
ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୂର୍ବ ଭଳି ଜାରି ରହିଛି। ଉପକୂଳ ଜିଲ୍ଲାଗୁଡ଼ିକରେ ଯଦିଓ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି, ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ ହେଉଛନ୍ତି। ଆଜି ଦିନ ୨ଟା ୩୦ରେ…
୫ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର: ଲୋକସଭା ନିର୍ବାଚନକୁ ନେଇ ବିଭିନ୍ନ ରାଜନୈତିକ ମାହୋଲ ସରଗରମ ରହିଛି । ଏଥିମଧ୍ୟରେ ବିଧାନସଭା ନିର୍ବାଚନ ପାଇଁ ୬ଟି ଆସନରେ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ୬ଟି ଆସନ ମଧ୍ୟରୁ ୫ଟି ଆସନରେ ପ୍ରାର୍ଥୀ…
ଆସନ୍ତା ୮ରେ ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ୧୨ରେ ଆସିବେ ଗୃହମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର: ଆସନ୍ତା ମେ’ ୮ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏହି ଦିନ ରାଜନାଥ ସିଂ ରାୟଗଡ଼ା ଗସ୍ତ କରିବେ । ସେହିପରି ୧୨ ତାରିଖରେ ପୁଣି ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ ।…