CHARIDHAM
Browsing Category

ରାଜ୍ୟ

ମହାନଦୀ କୂଳରେ ଖେଳୁଥିବା ସମୟରେ ଅଘଟଣ, ୮ ବର୍ଷର ବାଳକକୁ ଟାଣିନେଲା କୁମ୍ଭୀର

ଅନୁଗୁଳ:  ଜଣେ ୮ ବର୍ଷର ନାବାଳକକୁ ଗୋଟିଏ କୁମ୍ଭୀର ମହାନଦୀକୁ ଟାଣି ନେଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ସ୍ଥାନୀୟ ଲୋକେ ମହାନଦୀରୁ ବାଳକର ମୃତଦେହ ଉଦ୍ଧାର କରିଥିବା ସୂଚନା ମିଳିଛି । ମୃତକ…

ବଦଳିବ ଲକ୍ଷ୍ମୀ ବସର ନାମ, ପରିବହନ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ଆଜି ଲକ୍ଷ୍ମୀ ବସର ନାମ ପରିବର୍ତ୍ତନ ନେଇ ପରିବହନ ବିଭାଗର ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି । ଏହି ବସର ନାମକୁ ବଦଳାଇ ମୁଖ୍ୟମନ୍ତ୍ରୀ ବସ ସେବା କରାଯିବ । ଏହାକୁ ଶିଘ୍ର କାର୍ଯ୍ୟକାରୀ କରାଯିବ…

Video; ସରକାରଙ୍କୁ ଓପନ୍ ଚ୍ୟାଲେଞ୍ଜ କଲେ ବାଲି ମାଫିଆ, ଚଢାଉ ବେଳେ ମାଇନିଂ ଅଫିସରଙ୍କୁ ଘେରିଗଲେ…

କପ୍ତିପଦା: (ଓଡ଼ିଶା ଭାସ୍କର) ବେଆଇନ ଭାବେ କରୁଥିଲେ ବାଲି ଚୋରା ଚାଲାଣ, ମାଡି ବସିଲା ମାଇନିଂ ବିଭାଗ । ଆଉ କରିଲା ମୋଟା ଅଙ୍କର ଫାଇନ । ଫାଇନ ହେବା ପରେ ତାତିଲେ ମାଫିଆ, ବିଭାଗ ଗାଡି ଏବଂ ଅଧିକାରୀ ରଖିଲେ ଅଟକ ।…

ଏଣିକି ରାଜ୍ୟର ସବୁ ଧାନମଣ୍ଡିରେ ଲାଗିବ ସିସିଟିଭି; ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର)  ଏଣିକି ଧାନମଣ୍ଡିରେ ଲାଗିବ ସିସିଟିଭି । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ବୟାନ । "ରାଜ୍ୟର ସବୁ ଧାନମଣ୍ଡିରେ ଲାଗିବ ସିସିଟିଭି । ଧାନମଣ୍ଡିରୁ ମିଲକୁ ଯାଉଥିବା…

ରାଜଘାଟରେ ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ସ୍ଥିତ ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ତାଙ୍କ ସହ ଦୁଇ ଉପ…

ବାଇକକୁ ଧକ୍କା ଦେଲା ବରଯାତ୍ରୀ ବସ୍‌, ଜଣେ ମୃତ

କୋଣାର୍କ: କୋଣାର୍କ ଭଗବତୀ କଲେଜ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ବରଯାତ୍ରୀ ବସ୍ । ଘଟଣାସ୍ଥଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଏବଂ ଅନ୍ୟଜଣେ ଆହତ ହୋଇଥିବା ଜଣାପଡ଼ିଛି ।…

ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ୩୧୫ ସ୍ୱତନ୍ତ୍ର ଟ୍ରେନ୍‌, ତୀର୍ଥଯାତ୍ରୀଙ୍କୁ ଉତ୍ତମ ସୁବିଧା ଯୋଗାଇବା ନେଇ ରେଳ ମନ୍ତ୍ରଣାଳୟର ନିଷ୍ପତ୍ତି

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏହି ସମୟରେ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥାଏ । ତେଣୁ ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ରଥଯାତ୍ରା ସମୟରେ ରେଳ…

(Video) ରାଜ୍ୟବାସୀଙ୍କୁ ବଡ଼ ଝଟକା! ବନ୍ଦ ହୋଇପାରେ ‘ମୋ ଘର’ ଯୋଜନା, ସଙ୍କେତ ଦେଲେ ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟବାସୀଙ୍କ ପାଇଁ ଆସିଛି ଏକ ବଡ଼ ଖବର । ‘ମୋ ଘର’ ଯୋଜନା ବନ୍ଦ ହୋଇପାରେ । ଏହି ଯୋଜନାକୁ ନେଇ ସାମ୍ନାକୁ ଆସିଛି ଏକ ବଡ଼ ଅପଡେଟ୍ । ଆମ ଗାଁ ଆମ ବିକାଶ ଓ ମୋ ଘର ଯୋଜନା ବନ୍ଦ ହୋଇପାରେ ।…

ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଜନ୍ମଦିନ ଉପଲକ୍ଷେ ରକ୍ତଦାନ ଶିବିର ଆୟୋଜିତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଜନ୍ମଦିନ ଉପଲକ୍ଷେ ପଟିଆ ସ୍ଥିତ ଡଲଫିନ ଗାର୍ଡେନ ଠାରେ, ଆୟୋଜିତ ଏକ ରକ୍ତଦାନ ଶିବିରରେ ୬୦ ୟୁନିଟ ରକ୍ତ ସଂଗ୍ରହ…

ରଥ ଯାତ୍ରା ପାଇଁ ୩୧୫ ଟି ସ୍ଵତନ୍ତ୍ର ଟ୍ରେନ ଓ ୧୫ ହଜାର ଲୋକଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀଠାରେ ଲୋକ ସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଓ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କ ସହ ସାକ୍ଷାତ କରିବା ସହ ଓଡ଼ିଶାର ସାମଗ୍ରିକ ବିକାଶ ଦିଗରେ ଆଲୋଚନା…