CHARIDHAM
Browsing Category

ରାଜ୍ୟ

ରାଜ୍ୟ କ୍ୟାବିନେଟ୍; ଦିନ ୧୧ଟାରେ ବସିବ ଚଳିତ ସରକାରର ଶେଷ କ୍ୟାବିନେଟ୍

ଭୁବନେଶ୍ୱର : ( ଓଡ଼ିଶା ଭାସ୍କର ) ଆଜି ଦିନ ୧୧ଟାରେ ବସିବ ରାଜ୍ୟ କ୍ୟାବିନେଟ୍ । ଚଳିତ ସରକାରର ବସିବ ଶେଷ କ୍ୟାବିନେଟ୍। ଏକାଧିକ ପ୍ରସ୍ତାବ ଉପରେ ବାଜିପାରେ ମୋହର । ଶେଷ କ୍ୟାବିନେଟ ଥିବାରୁ ରାଜ୍ୟବାସୀଙ୍କ ରହିବ…

ବ୍ରହ୍ମପୁର: ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ, ଘଟଣାସ୍ଥଳରେ ପୋଲିସର ଛାନ୍‌ଭିନ୍‌

ବ୍ରହ୍ମପୁର: ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଆକ୍ରମଣ ସହ ଘରେ ଥିବା ଯୁବକଙ୍କ ବାଇକ୍‌ ଜାଳିଦେଲେ ଦୁର୍ବୃତ୍ତ । ଗୋଳନ୍ଥରା ଥାନା ରାଳବ ଗାଁରେ ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ…

ପୂର୍ଣ୍ଣ ସହାୟତାପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ, ଅଣଶିକ୍ଷକଙ୍କ MACP-PH.D ପାଇଁ ସରଳ ହେଲା ନିୟମାବଳୀ

ଓଡ଼ିଶା ଭାସ୍କର: ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନଙ୍କ ନିମନ୍ତେ ବିଭିନ୍ନ ସେବା ସୁବିଧା ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ପୂର୍ଣ୍ଣ ସହାୟତା…

ବରଗଡ଼ ସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରାଯିବ: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବରଗଡ଼ ସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରାଯିବ । ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଆଗାମୀ ଦିନରେ ଉକ୍ତ ଜମିରେ ଇଡକୋ ନୂତନ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ…

ଦୁଃଖ ପରେ ଦୁଃଖ ଆଣିଲା ମାର୍ଚ୍ଚ ୧୪-୧୫: ୨୪ ଘଣ୍ଟାରେ ମେଡିକାଲରେ ଭର୍ତ୍ତି ହେଲେ ୩ ରାଜନେତା ଓ ଜଣେ ଅଭିନେତା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମାର୍ଚ୍ଚ ମାସ ୧୪-୧୫ ତାରିଖ ଅନେକଙ୍କ ମନରେ ନିରାଶା ଭରି ଦେଇଛି । ମାତ୍ର ୨୪ ଘଣ୍ଟା ମଧ୍ୟରେ ଦେଶ ଓ ରାଜ୍ୟର ୪ ଜଣ ବିଶିଷ୍ଟ ବ୍ୟକ୍ତିବିଶେଷ ଜୀବନରେ ଦୁଃଖ ଭରି ଦେଇଛି । ଏହି ସ୍ୱଳ୍ପ ସମୟ…

ବନ୍ୟପ୍ରାଣୀଙ୍କ ସହ ସେଲ୍ଫି ମନା, ଚିଠି ଲେଖି ଏଭଳି ନିର୍ଦ୍ଦେଶ ଦେଲେ ପିସିସିଏଫ

ଓଡ଼ିଶା ଭାସ୍କର: ବନ୍ୟପ୍ରାଣୀଙ୍କ ସହ ସେଲ୍ଫି ନେବା ପାଇଁ ପ୍ରାୟ ଅନେକ ଜଣ ଆଗ୍ରହୀ ଥା'ନ୍ତି। ସେମାନେ ଯେକୌଣସି ସମୟରେ ଯେଉଁଠିକୁ ବି ବୁଲିବାକୁ ଯାଇଥା'ନ୍ତି, ଆଗ ସେମାନେ ବନ୍ୟପ୍ରାଣୀଙ୍କ ସହ ସେଲ୍ଫି ନିଅନ୍ତି।…

ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରାଯାଉଛି ଏୟାରଲିଫ୍ଟ, ଦୁର୍ଘଟଣା ଯୋଗୁଁ ଅଛନ୍ତି ଗୁରୁତର

ଓଡ଼ିଶା ଭାସ୍କର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ କରାଯାଉଛି। ସମ୍ବଲପୁର ମେଡିକାଲରୁ ବର୍ତ୍ତମାନ ତାଙ୍କୁ ଭୁବନେଶ୍ୱରକୁ ଏୟାର ଲିଫ୍ଟ କରାଯାଉଥିବା ଦେଖିବାକୁ…

ଘରୋଇ ଉପଭୋକ୍ତାଙ୍କୁ ୨ ଶହ ୟୁନିଟ ବିଜୁଳି ଦେୟ ଛାଡ, ରାଜ୍ୟ କଂଗ୍ରେସର ନିର୍ବାଚନୀ ଇସ୍ତାହାର

ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି । ଏଥିରେ ସେ ୯ ଗ୍ୟାରେଣ୍ଟିର ଘୋଷଣା କରିଛି । ତେବେ ସେହି ଗ୍ୟାରେଣ୍ଟିଗୁଡିକ ହେଲା କୃଷି ଋଣ ଛାଡ, ଧାନ କୁଇଣ୍ଟାଲ ୩ ହଜାର, ଚାଷୀଙ୍କ ୨ ହଜାର…

BIG BREAKING…ନିର୍ବାଚନ ଆୟୋଗଙ୍କ ମୁଖ୍ୟ ଲୋକସମ୍ପର୍କ ଅଧିକାରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ପରଲୋକ

ଭୁବନେଶ୍ୱର : (ଓଡ଼ିଶା ଭାସ୍କର) ସୂଚନା ଓ ଲୋକସଂପର୍କ ବିଭାଗର ଉପନିର୍ଦ୍ଦେଶକ ତଥା ନିର୍ବାଚନ ଆୟୋଗଙ୍କ ମୁଖ୍ୟ ଲୋକସମ୍ପର୍କ ଅଧିକାରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ପରଲୋକ । ଆଜି ସକାଳ ସମୟରେ ପାର୍କରେ ବ୍ୟାୟାମ କରୁଥିବା…

ରାଜଧାନୀରେ ଗର୍ଜିଲେ ରାଜ୍ୟ ବିଭିନ୍ନ ସ୍ଥାନରୁ ଆସିଥିବା ସମିତି ସଭ୍ୟ; ସରପଞ୍ଚଙ୍କ ଭଳି ଦରମା-ଅଧିକାର ଦାବି

ଭୁବନେଶ୍ୱର : ( ଓଡ଼ିଶା ଭାସ୍କର ) ରାଜଧାନୀରେ ଗର୍ଜିଲେ ରାଜ୍ୟ ତମାମରୁ ଆସିଥିବା ସମିତି ସଭ୍ୟ । ସରପଞ୍ଚଙ୍କ ଭଳି ସମାନ ଦରମା ଓ ଅଧିକାର ଦାବିରେ ଆନ୍ଦୋଳନ । ସରପଞ୍ଚଙ୍କୁ ୧୦ ହଜାର, ଆମକୁ କାହିଁକି ୭୫୦୦ ବୋଲି…