Browsing Category
ରାଜ୍ୟ
ଜୁଲାଇ-ଅଗଷ୍ଟ ମାସରେ ପୁରୀ-ଅଯୋଧ୍ୟା ଟ୍ରେନ୍ ଶୁଭାରମ୍ଭ; ଘୋଷଣା କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
ପୁରୀ: (ଓଡ଼ିଶା ଭାସ୍କର) ରେଳ ମନ୍ତ୍ରୀଙ୍କ ଘୋଷଣା ପୁରୀରୁ ଅଯୋଧ୍ୟା ଚାଲିବ ସ୍ବତନ୍ତ୍ର ଟ୍ରେନ୍ । ଜୁଲାଇ-ଅଗଷ୍ଟ ମାସରେ ପୁରୀ-ଅଯୋଧ୍ୟା ଟ୍ରେନ୍ ର ହେବ ଶୁଭାରମ୍ଭ । ଏନେଇ ପୁରୀ ମିଟିଂରେ ଘୋଷଣା କଲେ ରେଳ ମନ୍ତ୍ରୀ…
ବଡ଼ ଦୁଃଖ ଖବର: ଅଭିନେତା ଅନୁଭବଙ୍କ ବାପାଙ୍କ ପରଲୋକ, ଦୁଃଖରେ ଭାଙ୍ଗି ପଡ଼ିଲେ ଅଭିନେତା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସିଛି ଏକ ବଡ଼ ଦୁଃଖ ଖବର । କେନ୍ଦ୍ରାପଡ଼ା ସାଂସଦ ତଥା ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା ।…
କିଏ ଏହି ଅଶ୍ୱିନୀ ବୈଷ୍ଣବ? କେଉଁଠୁ ଓ କେମିତି ସେ ରାଜନୀତିକୁ ଆସିଲେ? ବିଜେପିରୁ ପ୍ରାର୍ଥୀ ହେଲେ ବି କାହିଁକି ସମର୍ଥନ ଜଣାଉଛି ବିଜେଡି?
ଓଡ଼ିଶା ଭାସ୍କର: ଚଳିତ ୨୦୨୪ ରାଜ୍ୟସଭା ନିର୍ବାଚନ ପାଇଁ ପୁଣି ଥରେ ଓଡ଼ିଶାରୁ ପ୍ରାର୍ଥୀ ହୋଇଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ୨୦୧୯ ରେ ହଠାତ ରାଜ୍ୟସଭା ଯାଇ ସମସ୍ତଙ୍କୁ ଚକିତ କରିଥିବା ଅଶ୍ୱିନୀ ଏଥର ପୁଣିଥରେ…
‘ଆମ ବସଷ୍ଟାଣ୍ଡ ଯୋଜନା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: 'ଆମ ବସଷ୍ଟାଣ୍ଡ ଯୋଜନା'ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଯୋଜନାକୁ ନେଇ ଆଜି ରାଜ୍ୟର ୧୩ ଜିଲ୍ଲାରେ ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭିସି ଜରିଆରେ…
BIG BREAKING: ଲ୍ୟାଣ୍ଡମାଇନ ବିସ୍ପୋରଣରେ ଯବାନ ଆହତ
ଓଡ଼ିଶା ଭାସ୍କର: ଲ୍ୟାଣ୍ଡମାଇନ ବିସ୍ପୋରଣରେ ଯବାନ ଆହତ। ବୌଦ୍ଧରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି। ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ପୋରଣ ହୋଇଛି। କଣ୍ଟାମାଳ ଥାନା ନାଲିକୁମ୍ପା…
ଆଜିଠୁ ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା: ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଭାସ୍କର: ଗୁରୁବାର ଅର୍ଥାତ ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା। ଚଳିତ ବର୍ଷ ୩୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଉଛନ୍ତି। ଏଥିମଧ୍ୟରୁ ରାଜ୍ୟରେ ପ୍ରାୟ ୬୦ ହଜାର ଛାତ୍ରଛାତ୍ରୀ…
ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡିର ଚଢ଼ାଉ
ଓଡ଼ିଶା ଭାସ୍କର: ବିଧାୟକଙ୍କ ଘରେ ଇଡି। ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଚଢ଼ାଉ ହୋଇଥିବା ନେଇ ସୂଚନା ମିଳିଛି। ଇଡି ପକ୍ଷରୁ ଭଦ୍ରକ ସହର ୪ ସ୍ଥାନରେ ଚଢ଼ାଉ ଜାରି…
ଆଜି ଓଡ଼ିଶା ଆସିବେନି କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ: ଗସ୍ତ ବାତିଲ ନେଇ ସୂଚନା
ଓଡ଼ିଶା ଭାସ୍କର: ଆଗକୁ ୨୦୨୪ ସାଧାରଣ ନିର୍ବାଚନ ରହିଥିବା ବେଳେ ରାଜ୍ୟ ରାଜନୀତି ଏବେ ପୁରା ସରଗରମ। ଗୋଟିଏ ପଟେ ଶାସକ ବିଜେଡି ପୁଣିଥରେ କ୍ଷମତାକୁ ଆସିବା ନେଇ ଦମ୍ଭୋକ୍ତି ରଖୁଥିବା ବେଳେ ଅନ୍ୟପଟେ ସରକାର ଗଢିବା ଆଶା…
BMC ଜାରିକଲା ଚେତାବନୀ: ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ପ୍ରଦର୍ଶନ କଲେ ଅଧାରୁ ଯାତ୍ରା ବନ୍ଦ, ଅଧିକ ପାର୍କିଂ ଫି’ ନେଲେ କାର୍ଯ୍ୟାନୁଷ୍ଠାନ…
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ ଖଣ୍ଡଗିରି ମେଳା । ୯ ଦିନ ଧରି ଚାଲିବାକୁ ଥିବା ଏହି ମେଳାକୁ ନେଇ ଏବେଠାରୁ ରାଜଧାନୀ ଚଳଚଞ୍ଚଳ ହୋଇଉଠିଥିବା ବେଳେ ଏହାର ସୁରକ୍ଷା ଓ ସୁପରିଚାଳନା ନେଇ…
ଆଜି ଓଡ଼ିଶା ଆସୁଛନ୍ତି ଦେଶର ମୁଖ୍ୟ ନିର୍ବାଚନ କମିଶନର, ସାଧାରଣ ନିର୍ବାଚନ ପ୍ରସ୍ତୁତିକୁ ନେଇ କରିବେ ସମୀକ୍ଷା
ଓଡ଼ିଶା ଭାସ୍କର: ଆଗକୁ ସାଧାରଣ ନିର୍ବାଚନ ରହିଥିବା ବେଳେ ଏହାକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଉ ଏହି ପ୍ରସ୍ତୁତିକୁ ସମୀକ୍ଷା କରିବା ପାଇଁ ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର…