Browsing Category

ରାଜ୍ୟ

ବିଧାନସଭା ଘେରାଉ କରିବ ରାଜ୍ୟ ଘରୋଇ ବସ୍ ମାଲିକ ସଙ୍ଘ

ଭୁବନେଶ୍ୱର; ବିଧାନସଭା ଘେରିବ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଆସନ୍ତା ୨୨ ତାରିଖରୁ ଘେରାଉ କରିବା ନେଇ ସୂଚନା ଦେଇଛି ରାଜ୍ୟ ଘରୋଇ ବସ ମାଲିକ ସଂଘ । ସରକାରଙ୍କ “ଲକ୍ଷ୍ମୀ” ଓ "ମୋ ବସ" ଯୋଜନାକୁ ବିରୋଧ କରି ବିଧାନସଭା…

ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଡିଜିପି ସୁନୀଲ ବଂଶଲ ବିଧାନସଭା ବାହରା ଓ ଭିତରର ସୁରକ୍ଷା ବ୍ୟବସ୍ଥାକୁ…

ଭୁବନେଶ୍ୱରରେ ସହରାଞ୍ଚଳ ଆବାସ ଯୋଜନାରେ ଗରିବଙ୍କ ପାଇଁ ନିର୍ମିତ ବାସଗୃହକୁ ଆଜି ଉଦ୍‍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ସହରାଞ୍ଚଳ ଆବାସ ଯୋଜନା ଅନ୍ତର୍ଭୁକ୍ତ ସୁଲଭ ବାସଗୃହ ପ୍ରକଳ୍ପରେ ଗରିବଙ୍କ ପାଇଁ ନିର୍ମାଣ କରାଯାଇଥିବା ବାସଗୃହକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ । ଏହି ପ୍ରକଳ୍ପ…

Big Breaking: ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ!

ଭୁବନେଶ୍ୱର: ସାଲୁଗା ପ୍ରଧାନ ହେବେ ଉପବାଚସ୍ପତି ପ୍ରାର୍ଥୀ । ଜି.ଉଦୟଗିରିର ବିଧାୟକ ହେଉଛନ୍ତି ସାଲୁଗା ପ୍ରଧାନ । ଆସନ୍ତାକାଲି ହେବ ଉପବାଚସ୍ପତି ନିର୍ବାଚନ। ୨୦୦୦ରୁ ୨୦୦୪ ଓ୨୦୧୯ରୁ ସେ ସେଠାରେ ବିଧାୟକ ଅଛନ୍ତି।…

ବାରିପଦାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ସ୍ୱାଗତ କଲେ ରାଜ୍ୟପାଳ

ଭୁବନେଶ୍ୱର: ବାରିପଦାରେ ଆସି ପହଞ୍ଚି ଯାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ମୁର୍ମୁ ଏବେ କିଛି ସମୟ ତଳେ ଆସି ବାରିପଦାରେ ପହଞ୍ଚିଛନ୍ତି । ବାୟୁସେନାର…

ଆଉ ୨ ଦିନ ଜାରି ରହିବ ବର୍ଷା ଓ ମେଘୁଆ ପାଗ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ଆଗାମୀ ୨ଦିନ ଧରି ରାଜ୍ୟରେ ବର୍ଷା ଜାରି ରହିବ । ଆଜି ଏବଂ ୨୧ ରାତିଖରେ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ମଧ୍ୟ ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏହି କାର୍ଯ୍ୟକ୍ରମରେ ଦେବେ ଯୋଗ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦୁନିଆ ଗସ୍ତରେ ଓଡ଼ିଶା  ଆସୁଛନ୍ତି । ରାଷ୍ଟ୍ରପତି ହେବା ପରେ ମହାମହିମ ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ଥର ପାଇଁ ମୟୂରଭଞ୍ଜ ଗସ୍ତ କରିଛନ୍ତି । ସେ ରାଇରଙ୍ଗପୁରରେ ୩ଟି ନୂଆ…

ଡାକ୍ତର ଜେ.ପି ଦାସଙ୍କ ପରଲୋକ, ୯୦ ବର୍ଷରେ ତ୍ୟାଗ କଲେ ଶେଷ ନିଶ୍ୱାସ

ଭୁବନେଶ୍ୱର: ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଜେ.ପି ଦାସଙ୍କ ପରଲୋକ ଖବର ସାମ୍ନାକୁ ଆସିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିବା…

ଆସନ୍ତା ୨୧ ତାରିଖଠାରୁ ଓଡିଶା ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ୨୧ ତାରିଖଠାରୁ ଷୋଡ଼ଶ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୩୦ ତାରିଖ ଯାଏଁ ଏହି ଅଧିବେଶନ ଚାଲିବାକୁ ଥିବାବେଳେ ମୋଟ ୩୦ଟି କାର୍ୟ୍ୟ ଦିବସ ରହିଛି। ତେବେ ଏହାକୁ ନେଇ ସମସ୍ତ…

ପୁଣି ଆଉ ଏକ ଛୁଆ ହାତୀର ମୃତ୍ୟୁ; କାରଣ ଅସ୍ପଷ୍ଟ

ତେଲକୋଇ: ପୁଣି ଆଉ ଏକ ଛୁଆ ହାତୀର ମୃତ୍ୟୁ । କେନ୍ଦୁଝର ବନଖଣ୍ଡ ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଆକୁଳ ନୀଳାପଶି ସାହିରେ ଏକ ଛୁଆ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ହାତୀର ବୟସ ପାଖାପାଖି ୪…