Browsing Category
ରାଜ୍ୟ
ମୟୂରଭଞ୍ଜରେ ବିରଳ ଶିଶୁ କନ୍ୟା ଜନ୍ମ; ମୁଣ୍ଡ ନାହିଁ କି ଗୋଡ଼ ନାହିଁ
ଠାକୁରମୁଣ୍ଡା; ମୟୂରଭଞ୍ଜରେ ଏକ ବିରଳ ଶିଶୁ କନ୍ୟା ଜନ୍ମ ନେଇଛି, ଯାହାକୁ ନେଇ ସାଧାରଣରେ ଅନେକ ଚର୍ଚ୍ଚା ଦେଖିବାକୁ ମିଳିଛି। ଜନ୍ମିତ ଏହି ଶିଶୁ କନ୍ୟାର ମୁଣ୍ଡ କିମ୍ବା ହାତ ନଥିବା ଜଣାପଡିଛି । ଶନିବାର ଦିନ…
କାଲିଠୁ ରାଜ୍ୟରେ ପୁଣି ବର୍ଷା, ଜାଣନ୍ତୁ କେଉଁ ଜିଲ୍ଲାକୁ ଅଧିକ ବର୍ଷା ହେବା ସମ୍ଭାବନା ରହିଛି
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ଅର୍ଥାତ କାଲିଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ…
ପଟିଆକୁ ସ୍ଥାନାନ୍ତର ହେବ କ୍ୟାପିଟାଲ ହସ୍ପିଟାଲ୍, ୪ଗୁଣା ବୃଦ୍ଧି ପାଇବ ଶଯ୍ୟା ସଂଖ୍ୟା
ଭୁବନେଶ୍ୱର; ବଢ଼ୁଥିବା ଲୋକସଂଖ୍ୟା ଓ ସଂପ୍ରସାରିତ ଭିତ୍ତିଭୂମିକୁ ଦୃଷ୍ଟିରେ ରଖି ସରକାର କ୍ୟାପିଟାଲ ହସ୍ପିଟାଲ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଯୋଜନା କରୁଥିବା ଜଣାପଡିଛି । ଚନ୍ଦ୍ରଶେଖରପୁର-ପଟିଆ ଅଞ୍ଚଳରେ…
ବିଜେଡିରେ ନୂଆ ନେତାଙ୍କୁ ନିଯୁକ୍ତି: ପରାମର୍ଶଦାତା, ଉପସଭାପତି, ସାଧାରଣ ସମ୍ପାଦକ ଓ ସମ୍ପାଦକ ଭାବେ ମିଳିଲା ଦାୟିତ୍ୱ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ବର୍ଷ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ଏନେଇ ରାଜନୈତିକ ଦଳମାନଙ୍କ ପକ୍ଷରୁ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଗତ ସେପ୍ଟେମ୍ବର ମାସରେ ଭାରତୀୟ…
ଓଡିଶାବାସୀଙ୍କ ନିମନ୍ତେ ୩୪୯ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର; ଆଜି ଓଡିଶାବାସୀଙ୍କ ନିମନ୍ତେ ୩୪୯ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତ୍ଵରିତ ସ୍ୱାସ୍ଥ୍ୟ ସେବା ଦିଗରେ ଏହି ଉଲ୍ଲେଖନୀୟ ପଦକ୍ଷେପକୁ ନେଇ ସବୁଠି ରାଜ୍ୟ…
ରାଜ୍ୟ ଅର୍ଥ ବିଭାଗ ଜାରି କଲା ନିର୍ଦ୍ଦେଶନାମା: ସରକାରୀ କର୍ମଚାରୀଙ୍କୁ ଜୁଲାଇରୁ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ: ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ୯ ପ୍ରତିଶତ ମହଙ୍ଗା ଭତ୍ତା (ଡିଏ) ଲାଗୁ କରାଯାଇଛି । ଗତ ୬ ତାରିଖରେ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା ଲାଗୁ କରିଥିଲା । ସରକାରୀ…
ପୁଣି ପୁରୀ ସମୁଦ୍ରରେ ଅଘଟଣ; ଗାଧୋଇବା ବେଳେ ଭାସି ଯାଉଥିବା ୪ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫ ଗାର୍ଡ ସଦସ୍ୟ
ଓଡିଶା ଭାସ୍କର; ପୁଣି ପୁରୀ ସମୁଦ୍ରରେ ଆଉ ଏକ ଅଘଟଣ ଦେଖିବାକୁ ମିଳିଛି । ଆଜି ୪ ଜଣ ପର୍ଯ୍ୟଟକ ସମୁଦ୍ରରେ ଗାଧୋଇଲା ବେଳେ ଭାସିଯାଇଥିଲେ । ମାତ୍ର ଉଚିତ ସମୟରେ ସେଠାରେ ଉପସ୍ଥିତ ଥିବା ଲାଇଫ ଗାର୍ଡମାନେ ସେହି ୪ ଜଣ…
ବଲାଙ୍ଗିରରେ ହେବ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ପାଇଁ ୨୯୬.୫୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।…
ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ପ୍ରଥମ ଥର ଦିଆଯିବ ‘ଯୁବ ପୁରସ୍କାର’ ଓ ‘ଶିଶୁ ପ୍ରତିଭା ପୁରସ୍କାର’: ବିଜ୍ଞପ୍ତି ଜାରି କଲା ରାଜ୍ୟ…
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଯୁବ ଶିଳ୍ପୀମାନଙ୍କ ପାଇଁ ଆସିଛି ଏକ ଖୁସି ଖବର । ପ୍ରଥମ ଥର ପାଇଁ ଓଡ଼ିଶାର ଯୁବ ଶିଳ୍ପୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ‘ଯୁବ ପୁରସ୍କାର’ ପ୍ରଦାନ କରାଯିବ । ୧୩ ଗୋଟି…
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ରୋପ୍ ୱେ’ ସେବା
ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ସଂଯୋଗ କରୁଥିବା ନବନିର୍ମିତ ରୋପ୍ ୱେ’ ଆଜିଠାରୁ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ସେବାରେ ଲାଗିଛି । ଗତ ଶୁକ୍ରବାର ଅପରାହ୍ନରେ ରାଜ୍ୟ ଜଙ୍ଗଲ,…