Browsing Category

ରାଜ୍ୟ

ବସ ଓ ବାଇକ୍ ମୁହାଁମୁହିଁ, ୨ ମୃତ

କଟକ: କଟକ ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲିରେ ଦେଖିବାକୁ ମିଳିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ ଓ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲେ । ଫଳରେ ଘଟଣାସ୍ଥଳରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବାବେଳେ ବସ…

ବିବାହ ଭୋଜି ଖାଇ ଫେରିବା ବେଳେ ଦୁର୍ଘଟଣା, ଚାଲିଗଲେ ୪ ସାଙ୍ଗ

ଆଠଗଡ଼: ରାଜ୍ୟରେ ପ୍ରତିଦିନ ଦୁର୍ଘଟଣା ଘଟୁଥିବା ବେଳେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୪ ଜଣ ସାଙ୍ଗ ପ୍ରାଣ ହରାଇଛନ୍ତି । ବିଳମ୍ବିତ ରାତିରେ ବିବାହ ଭୋଜି ଖାଇ ଫେରୁଥିବା ବେଳେ ଏହି…

କରଞ୍ଜିଆ: ଟ୍ରକ୍‌କୁ ପଛରୁ ପିଟିଲା ବରଯାତ୍ରୀ ବସ୍‌, ୧୦ରୁ ଅଧିକ ଆହତ, ୨ ଗୁରୁତର

କରଞ୍ଜିଆ: ଟ୍ରକ୍‌କୁ ପଛରୁ ପିଟିଲା ବରଯାତ୍ରୀ ବସ୍‌, ୧୦ରୁ ଅଧିକ ଆହତ । ୧୦ ଆହତ ବ୍ୟକ୍ତିଙ୍କ ମଧ୍ୟରୁ ୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ହୋଇଥିବା ବ୍ୟକ୍ତି କରଞ୍ଜିଆ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ୨୨୦ନଂ…

ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଉଦ୍‌ଘାଟନ ଓ ଶିଳାନ୍ୟାସ

ସମ୍ବଲପୁର: ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଗସ୍ତରେ ଆସୁଛନ୍ତି । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ପୁରା ସମ୍ବଲପୁର । ସହରରର ରାସ୍ତାଘାଟରେ ବଡ଼ବଡ଼ ବ୍ୟାନର ସହ ବିଜେପି ପତାକା ଏବଂ ମୋଦୀଙ୍କ ହୋର୍ଡ଼ିଂ…

ଆଜିଠୁ ଆରମ୍ଭ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଭାଷାର ପ୍ରଚାର, ସଂରକ୍ଷଣ ଓ ପ୍ରସାର ପାଇଁ ଆଜିଠୁ ଆରମ୍ଭ ହେଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ରାଜଧାନୀର ଜନତା ମଇଦାନରେ ହୋଇଛି…

ଜଷ୍ଟିସ ଚକ୍ରଧାରୀ ଶରନ ସିଂ ହେଲେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ଓଡ଼ିଶା ଭାସ୍କର: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଚକ୍ରଧାରୀ ଶରନ ସିଂହ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ତାଙ୍କ ନିଯୁକ୍ତି ନେଇ ଆଜି କେନ୍ଦ୍ର ସରକାରଙ୍କ ତରଫରୁ ବିଧିବଦ୍ଧ…

ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶା ଭାସ୍କର: ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲିଠୁ ଅନୁଷ୍ଠିତ ହେବାକୁ ଯାଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ଫେବୃଆରୀ ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱର ଜନତା…

ଆସନ୍ତା ଦୁଇଦିନ ପୁଣି ରାଜ୍ୟରେ ଘନ କୁହୁଡ଼ି, ଏହି ସବୁ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଓଡ଼ିଶା ଭାସ୍କର: ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ତେବେ ଆସନ୍ତାକାଲି ପାଇଁ ରାଜ୍ୟର ୧୦ଟି ଜିଲ୍ଲାକୁ ଘନ…

Breaking:ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ଦାବୀରେ ହାଇକୋର୍ଟରେ ମାମଲା

ଭୁୁବନେଶ୍ୱର: ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ଦାବୀରେ ମାମଲା । ଏ ବିଷୟରେ ସୂଚନା ଦେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ । ମାମଲାରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି । ଓଡ଼ିଶାରେ…

ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ପୂର୍ବରୁ ଆଜି ସନ୍ଧ୍ୟାରେ ଅକ୍ଷର ଭୂମି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଭାସ୍କର: ଅନୁଷ୍ଠିତ ହେବାକୁ ଯାଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ଆସନ୍ତାକାଲିଠୁ ବା ଫେବୃଆରୀ ୩ରୁ ୫ ତାରିଖ ଯାଏଁ ଏହି ସମ୍ମିଳନୀ ଚାଲିବ। ଏହି ସମ୍ମିଳନୀରେ ମୋଟ ୧୭ଟି ସେସନ୍ ରହିଥିବା ଜଣାପଡିଛି।…