Browsing Category

ରାଜ୍ୟ

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ

ଭୁବନେଶ୍ଵର: (ଓଡ଼ିଶା ଭାସ୍କର) କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ । ଭବାନୀପାଟଣାରେ ଆୟୋଜିତ ସମାବେଶରେ ହାତ ଧରିଲେ ବଳଭଦ୍ର । କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତିଙ୍କ ଉପସ୍ଥିତିରେ…

ଆଇଆଇସି ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର: ବୁଧବାର କମିଶନରେଟ୍ ପୋଲିସରେ ବଡ଼ ଧରଣର ଅଦଳବଦଳ କରାଯାଇଛି । ଏକାଥରକେ ୪୭ ଥାନା ଅଧିକାରୀଙ୍କ ବଦଳୀ କରାଯାଇଛି । ସୁଧାଂଶୁ ଜେନାଙ୍କୁ କ୍ୟାପିଟାଲ ଥାନାର ଦାୟିତ୍ୱ ମିଳିଥିବା ବେଳେ ପ୍ରଦୀପ ଜେନାଙ୍କୁ…

ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌ ଲୋକାର୍ପିତ; “ଓଡ଼ିଆ ଜାତି ପାଇଁ ବର୍ତ୍ତମାନ ସମୟ ହେଉଛି ଏକ ଗୌରବମୟ ସମୟ”

ପୁରୀ: ସତ୍ୟବାଦୀ ଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡିଆ ଭାଷାର ବରପୁତ୍ର ମାନଙ୍କୁ ପ୍ରଣାମ ଜଣାଇଲେ ମୁଖ୍ୟମନ୍ତ୍ରୀ। "ଓଡ଼ିଆ ଜାତି ପାଇଁ ବର୍ତ୍ତମାନ…

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତାକୁ ନେଇ ସ୍ପଷ୍ଟିକରଣ ରଖିଲା ଓସେପା

ଭୁବନେଶ୍ୱର: ଭୁବନେଶ୍ୱର: କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତାକୁ ନେଇ ଅଭିଯୋଗକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତାକୁ ନେଇ ଓସେପାର ସ୍ପଷ୍ଟିକରଣ ସାମ୍ନାକୁ ଆସିଛି ।…

Big Breaking: ଘାଟିରେ ଓଲଟିଲା ‘ଧଉଳି ଗଣନାଟ୍ୟ’ ଟ୍ରକ, ୫ ମୃତ, ୧୨ ଗୁରୁତର

ବାରିପଦା: ଘାଟିରେ ଏକ ଯାତ୍ରା ପାର୍ଟି ଟ୍ରକ ଓଲଟି ପଡି ୫ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ବର୍ତ୍ତମାନ ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୧୨ରୁ ଅଧିକ ଗୁରୁତର ଅଛନ୍ତି । ସମସ୍ତ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି…

ଭଦ୍ରକ: ନିଶାନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟିପିଟି ହତ୍ୟା!

ଭଦ୍ରକ: ନିଶାନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ । ଧାମନଗର ଥାନାରେ ଅଭିଯୋଗ କଲେ ଯୁବକଙ୍କ ପରିବାର ଲୋକେ । ମୃତକଙ୍କ ଘର ଯାଜପୁର ହୋଇଥିବା ସୂଚନା । ମୃତକ ଜାନୁଆରୀ ୪ ତାରିଖରେ ନିଶାନିବାରଣ…

ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ୨୦୨୪: ପୋର୍ଟ ବ୍ଲେୟରରେ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ସତ୍ୟ ସୂତାର

ପୋର୍ଟ ବ୍ଲେୟର: ସ୍ଵାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ୍ ଦେଶପ୍ରେମୀ, ତେଜସ୍ୱୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଦେଶ ବିଦେଶରେ ଆଜି ପାଳିତ ହୋଇଛି। ସେହି ମହାନ ଜନନାୟକଙ୍କୁ ଓଡ଼ିଶା ମାଟିର ପୁଅ…

ଓଡ଼ିଶାରେ ହେବ ବିଶ୍ବର ପ୍ରଥମ ଗ୍ରୀନ ଆମୋନିଆ ପ୍ଲାଣ୍ଟ

ଭୁବନେଶ୍ୱର: ଗୋପାଳପୁରରେ ବିଶ୍ୱର ପ୍ରଥମ ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। CMOର ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ମେକ୍ ଇନ୍ ଓଡ଼ିଶା…

ଆଜି ଲୋକାର୍ପିତ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ ସୌଧ

ଭୁବନେଶ୍ୱର: ଆଜି ସତ୍ୟବାଦୀ ଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ ସୌଧ ଲୋକାର୍ପିତ ହେବ । ଏଥିପାଇଁ ସଜେଇ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟ । ତେବେ ସତ୍ୟବାଦୀ ପଞ୍ଚସଖା କ୍ରୀଡ଼ାଙ୍ଗନ ପରିସରରେ ଆଭାସୀ ମାଧ୍ୟମରେ…

ଟ୍ୱିନ ସିଟି କଟକ ଓ ଭୁବନେଶ୍ୱରରେ ଝିପିଝିପି ବର୍ଷା, କାଲି ଯାଏଁ କୋହଲା ପାଗ

ଭୁବନେଶ୍ୱର: ଆଜି ଟ୍ୱିନ ସିଟି କଟକ ଓ ଭୁବନେଶ୍ୱରରେ ହାଲୁକା ବର୍ଷା ହେଉଛି । ଏହା ବ୍ୟତୀତ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି । ଏହି କୋହଲା ପାଗ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବୋଲି…