Browsing Category

ରାଜ୍ୟ

ଆଜିଠୁ BJDର ପରିବାର ସମ୍ପର୍କ ଅଭିଯାନ: ଜାନୁଆରି ୨୩ରୁ ମାର୍ଚ୍ଚ ୫ ଯାଏ ଚାଲିବ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଜିଠୁ BJDର ପରିବାର ସମ୍ପର୍କ ଅଭିଯାନ ଆରମ୍ଭ ହୋଇଛି । ଜାନୁଆରୀ ୨୩ରୁ ଆରମ୍ଭ ହୋଇ ଏହି ପରିବାର ସମ୍ପର୍କ ଅଭିଯାନ ମାର୍ଚ୍ଚ ୫ ବିଜୁ ଜୟନ୍ତୀ ଯାଏ ଚାଲିବ । ଏହି ପରିବାର ସମ୍ପର୍କ ଅଭିଯାନରେ ଘରେ ଘରେ…

Big Breaking: ପୋଲିସ-ମାଓବାଦୀ ଗୁଳି ବିନିମୟ

ବୌଦ୍ଧ: ପୁଣି ପୋଲିସ ଏବଂ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଘଟିଛି । ବୌଦ୍ଧ-କନ୍ଧମାଳ ସୀମାନ୍ତ ନଳୀକୁମ୍ପା ଜଙ୍ଗଲରେ ଏହି ଗୁଳି ବିନିମୟ ଘଟିଛି । ପୋଲିସର ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଏପରି ଘଟିଥିବା କୁହାଯାଉଛି ।…

ବାଣୀବିହାର ଓଭରବ୍ରିଜ ଉପରେ ଦୁର୍ଘଟଣା: ଏକାଧିକ ଆହତ

ଭୁବନେଶ୍ୱର: ବାଣୀବିହାର ଓଭରବ୍ରିଜ ଉପରେ ଦୁର୍ଘଟଣା ଘଟିବା ଖବର ସାମ୍ନାକୁ ଆସିଛି । ଓଏସଆରଟିସି ବସକୁ ଏକ ଘରୋଇ ବସ ଧକ୍କା ଦେଇଛି । ତେବେ ଏହି ଦୁର୍ଘଟଣାରେ ଏକାଧିକ ଆହତ ହୋଇଛନ୍ତି । ଦୁଇଟି ବସର ଡ୍ରାଇଭର ସହ ଏକାଧିକ…

ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ

ଓଡିଶା ଭାସ୍କର: ଆଜି ଭାରତମାତାର ଦୁଇ ଦୁଇ ଜଣ ବୀର ସୁପୁତ୍ରଙ୍କର ଜନ୍ମତିଥି। ଜଣେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ଆଉ ଜଣେ ବୀର ସୁରେନ୍ଦ୍ର ସାଏ। ସ୍ଵାଧିନତା ସଂଗ୍ରାମରେ ଉଭୟଙ୍କର ଅବଦାନ ଅତୁଳନୀୟ। ବ୍ରିଟିଶ ଶାସନ…

Breaking News: ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡାଙ୍କ ଦେହାନ୍ତ

କଟକ: ଓଡିଶାର ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡାଙ୍କ ଦେହାନ୍ତ। ୭୬ ବର୍ଷ ବୟସରେ କଟକ ସିଡିଏ ସ୍ଥିତ ବାସ ଭବନରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି।

୧୭ ଜିଲ୍ଲାପାଳଙ୍କ ସହ ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁୁବନେଶ୍ୱର: ଆଇଏଏସ୍ ସ୍ତରରେ ବଡ ଅଦଳବଦଳ କଲେ ରାଜ୍ୟ ସରକାର । ଶ୍ରୀକାନ୍ତ ପୃଷ୍ଟି ହେଲେ ଉତ୍ତରାଞ୍ଚଳ ଆରଡିସି । ତେମଜେଙ୍ଗ ୱାପଙ୍ଗ ଆଓ ହେଲେ ପବ୍ଲିକ ଏଣ୍ଟରପ୍ରାଇଜେସ୍ ସଚିବ । ଏହାସହ ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ…

ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ: ପିଡିଏସ ବ୍ୟବସ୍ଥାରେ ହେବ ପରିବର୍ତ୍ତନ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି । ୧୫ଟି ପସ୍ତାବ…

ଗାଁ ମୁଣ୍ଡ ଚାଷ ଜମିରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର; ମୃତ୍ୟୁର କାରଣ ଅସ୍ପଷ୍ଟ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା କୁଦପାଲିଗାଁରେ ଅଘଟଣ। ଦମ୍ପତ୍ତିଙ୍କ ସନ୍ଦେହ ଜନକ ମୃତ୍ୟୁ। ମୃତକ ହେଉଛନ୍ତି ସ୍ୱାମୀ କ୍ଷୀରୋଦ ବରିହା ଓ ତାରିଣୀ ବରିହା। ସୋମବାର ଗାଁ ମୁଣ୍ଡରେ ଥିବା ଏକ ନିମ୍ବ ଗଛରେ…

ଓଲଟିଲା ଗୋରୁ ବୋଝେଇ ଟ୍ରକ: ଚାଲିଗଲା ୧୩ ଗୋରୁଙ୍କ ଜୀବନ

ସୋନପୁର: ଏକ ଗୋରୁ ବୋଝେଇ ଟ୍ରକ ଓଲଟି ପଡିଥିବା କଥା ସାମ୍ନାକୁ ଆସିଛି । ଏହି ଦୁର୍ଘଟଣା ସୋନପୁର ଜିଲ୍ଲା ବୁର୍ଡା-ଅର୍ଜୁନପୁର ରାସ୍ତାରେ ଘଟିଛି । ଦୁର୍ଘଟଣା ଯୋଗୁଁ ୧୩ଟି ଗୋରୁଙ୍କର ପ୍ରାଣହାନୀ ଘଟିଛି । କିନ୍ତୁ ଏହା…

ବାହାନଗା ଟ୍ରେନ୍ ଟ୍ରାଜେଡି; ତତ୍କାଳୀନ ୨ ରେଳ କର୍ମଚାରୀ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଗତ ବର୍ଷ ଜୁନ ମାସ ୨ ତାରିଖ ସନ୍ଧ୍ୟାରେ ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଯାଇଥିବା ମର୍ମନ୍ତୁଦ ଦୁର୍ଘଟଣା ଆଜି ପର୍ଯ୍ୟନ୍ତ ମନରୁ ଲିଭି ନାହିଁ । ଏହି ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କର…