fbpx
Browsing Category

ସାଧାରଣ ନିର୍ବାଚନ 2024

ମିରଟରେ ୧ ଡର୍ଜନ EVM ମେସିନ୍ ଖରାପ: ନିର୍ବାଚନରେ ବିଜେପିରୁ ଲଢୁଛନ୍ତି ରାମାୟଣର ‘ରାମ’

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି । ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ମତଦାନରେ ଗାଜିଆବାଦ, ମିରଟ ଏବଂ ମଥୁରା ସମେତ ୮ଟି ଆସନ ପାଇଁ ଭେଟ ଗ୍ରହଣ ଜାରି ରହିଛି ।…

ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୪ଟି ଲୋକସଭାରୁ ୭୫ ପ୍ରାର୍ଥୀ, ୨୮ଟି ବିଧାନସଭା ଆସନରେ ୪୮୩ ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ହୋଇଯାଇଛି । ଏହି ପ୍ରକ୍ରିୟାରେ ରାଜ୍ୟର ୪ଟି ଲୋକସଭା ଆସନ ପାଇଁ କ୍ଷମୋଟ ୩୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।…

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ: ମେ’ ୩ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ

ଭୁବନେଶ୍ୱର: ବର୍ତ୍ତମାନ ସାରା ଦେଶରେ ବହୁଛି ନିର୍ବାଚନ ତାତି । ଓଡ଼ିଶା ମଧ୍ୟ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉତିବା ବେଳେ ନିର୍ବାଚନ କମିଶନ୍ ତରଫରୁ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ…

‘ଆପଣଙ୍କ ଭୋଟ, ଆପଣଙ୍କ ସ୍ୱର, ରେକର୍ଡ ସଂଖ୍ୟାରେ ଭୋଟ ଦିଅନ୍ତୁ’, ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଲୋକଙ୍କୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂକୁ ନେଇ କହିଛନ୍ତି ଯେ, ଲୋକେ ରେକର୍ଡ ସଂଖ୍ୟାରେ ମତଦାନ କରନ୍ତୁ । ଏଥିରେ ଆମର ଗଣତନ୍ତ୍ର ମଜବୁତ ହେବ । ପ୍ରଧାନମନ୍ତ୍ରୀ…

Big Breaking; ଆଜି ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୧୨୦୨ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ: ଆଜି ଦେଶରେ ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟ ମତଦାନରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟଗ୍ରହଣ କରାଯିବ । ଦେଶର ମୋଟ ୮୮ଟି ଲୋକସଭା…

ଏହି ଆସନରୁ ନିର୍ବାଚନ ଲଢିବେ ରାହୁଲ ଗାନ୍ଧୀ? ମେ’ ୧ରେ ନାମାଙ୍କନ ଦାଖଲ କରିପାରନ୍ତି

ନୂଆଦିଲ୍ଲୀ: ୨୦୨୪ ନିର୍ବାଚନ ଆରମ୍ଭ ହୋଇସାରିଛି । ପ୍ରତ୍ୟେକ ରାଜ୍ୟ ଏବଂ ନିର୍ବାଚନ ମଣ୍ଡଳୀରେ ଏବେ କମ୍ପୁଛି ରାଜନୀତି ମଇଦାନ । ତେବେ ଏହା ଭିତରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେଉଁଠୁ ଲଢିବେ, ସେ ନେଇ ଚର୍ଚ୍ଚା…

କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା: ମୋଟ ୧୪ଟି ଲୋକସଭା ଓ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ: ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ…

Confuse କରୁଛି ଅନୁଭବଙ୍କ ଫେସବୁକ ପୋଷ୍ଟ: ବିଜେପିରେ ଥାଇ ଖୋଜୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନଙ୍କ ଆଶୀର୍ବାଦ!

ଭୁବନେଶ୍ୱର: ଓଡ଼ିଶା ରାଜନୀତିକୁ ନେଇ କମ୍ପୁଛି ଭୁବନେଶ୍ୱରରୁ ଦିଲ୍ଲୀ । ବିଶେଷ କରି ବିଜେଡିର ଅନେକ ଚିହ୍ନା ଚେହେରା ବିଜେପିରେ ସାମିଲ ହେବା ପରେ ଓଡ଼ିଶାରେ ରାଜନୀତି ସୂତା ଅଡ଼ୁଆ ହେବା ଭଳି ଲାଗୁଛି । ଏହା ମଧ୍ୟରେ ଏହି…

(Video) ଧୋକା ଦେଲା ବିଜେଡି… ସାଥ୍ ଦେବ ତ ବିଜେପି? ରାଜନୀତିରେ ଏକା ରହିଗଲେ ଅରିନ୍ଦମ!

ଓଡ଼ିଶା ଭାସ୍କର: ୨୦୨୪ ନିର୍ବାଚନରେ ଭରି ରହିଛି ଟ୍ୱିଷ୍ଟ ପରେ ଟ୍ୱିଷ୍ଟ । କିନ୍ତୁ ସବୁଠୁ ବଡ଼ ଟ୍ୱିଷ୍ଟ ଦେଇଛି ଓଡ଼ିଶା ପଲିଟିକ୍ସ । ରାଜ୍ୟରେ ବିଜେଡି-ବିଜେପି ଲଢେଇକୁ ନେଇ ରାଜନୀତି ମାହୋଲ ସରଗରମ । ପୁରରୁ ପଲ୍ଲୀ…

ଓଡ଼ିଶାରେ ବିଜେଡିକୁ କଡ଼ା ଟକ୍କର ଦେବା ଲକ୍ଷ୍ୟରେ ବିଜେପି: ପ୍ରାର୍ଥୀ ଘୋଷଣା ଭିତରେ ସାମ୍ନାକୁ ଆସିଲା ୧୦ଟି ବଡ଼ ସଙ୍କେତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ରୁ ଦେଶରେ ୭ ପର୍ଯ୍ୟାୟ ବିଶିଷ୍ଟ ଲୋକସଭା ନିର୍ବାଚନର ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ମେ ୧୩ରୁ ଓଡ଼ିଶାରେ ୪ ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ତେବେ ଏଥର ଓଡ଼ିଶାରେ ଶାସକ…