Browsing Category

ରାଜନୀତି

ସିନେ ଜଗତରୁ ରାଜନୀତି, ସବୁଠି ଜଲୱା… ନିର୍ବାଚନରେ ବିଜୟ ହାସଲ କଲେ ଏହି ସେଲିବ୍ରିଟି

ଓଡ଼ିଶା ଭାସ୍କର: ୨୦୨୪ ନିର୍ବାଚନର ଫଳାଫଳ ଘୋଷଣା ହୋଇସାରିଛି । ଲୋକସଭା ଆସନରେ ବିଜେପିକୁ ବହୁମତ ମିଳିଛି । ତେଣୁ ପୁଣିଥରେ ଦେଶରେ ବିଜେପି ସରକାର ଗଠନ ହେବାକୁ ପ୍ରସ୍ତୁତ ହେଉଛି । ତେବେ ଏହି ନିର୍ବାଚନରେ ବିଭିନ୍ନ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଝୁରିଲେ ଜନତା, ଏପରି ଢଙ୍ଗରେ ଜଣାଇଲେ କୃତଜ୍ଞତା

ଓଡ଼ିଶା ଭାସ୍କର: ମଙ୍ଗଳବାର ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଏକ୍ସରେ ଲେଖିଛନ୍ତି ଯେ, ‘ଦଳମତ ନିର୍ବିଶେଷରେ ସମସ୍ତ…

ମାୟାବତିଙ୍କ ଜିଦ୍ ଦଳକୁ ବୁଡ଼ାଇଲା, ଲୋକସଭା ନିର୍ବାଚନରେ କ’ଣ ଥିଲା ସବୁଠାରୁ ବଡ଼ ଭୁଲ ?

ଲକ୍ଷ୍ନୌ: ଚଳିତ ଲୋକସଭା ନିର୍ବାଚନର ଫଳାଫଳ ଘୋଷଣା ହୋଇସାରିଛି । ଏନେଇ ଜନସାଧାରଣ ଏବଂ ବିଭିନ୍ନ ରାଜନୈତିକ ମାହୋଲରେ ଗୋଟିଏ ପଟେ ଉତ୍ସାହ ତ ଅନ୍ୟପଟେ ନିରାଶା ଦେଖିବାକୁ ମିଳିଛି । ଏଥିମଧ୍ୟରେ ବହୁଜନ ସମାଜବାଦୀ…

ଇସ୍ତଫା ଦେବେ ନବୀନ ପଟ୍ଟନାୟକ: ମୁଖ୍ୟମନ୍ତ୍ରୀ ପଦରୁ ବିଦାୟ ନେବେ ଓଡ଼ିଶାର ମହା ଜନନାୟକ

ଭୁବନେଶ୍ୱର: ୨୪ ବର୍ଷର ଶାସନଭାରରୁ ଆଜି ମୁକ୍ତ ହେବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଦରେ ୨୪ ବର୍ଷ ରହିବା ପରେ ଆଜି ଇସ୍ତଫା ଦେବେ ବିଜେଡି ସୁପ୍ରିମୋ । ପୂର୍ବାହ୍ନ ୧୧.୩୫ରେ…

(Video) ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପ୍ରତିକ୍ରିୟା: ଭାବବିହ୍ୱଳ ପୋଷ୍ଟରେ କହିଲେ ହୃଦୟର ଯନ୍ତ୍ରଣା

ଓଡ଼ିଶା ଭାସ୍କର: ୨୪ ବର୍ଷ ଶାସନ କ୍ଷମତାରେ ରହିଥିଲେ ମଧ୍ୟ ଏଥର ବଦଳିଛି ଓଡ଼ିଶାର ରାଜନୀତି । ଏଥର ଲୋକେ ବିଜେଡି ନୁହେଁ, ବିଜେପି ଉପରେ ଭରସା କରିଛନ୍ତି । ଦେଶର ୧ ନମ୍ବର ମୁଖ୍ୟମନ୍ତ୍ରୀ ବୋଲାଉଥିବା ନବୀନ ପଟ୍ଟନାୟକଙ୍କ…

ଆମେଥିରେ ସ୍ମୃତି ଇରାନୀଙ୍କ ହାରିବାକୁ ନେଇ ଆସିଲା ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ଦ୍ୱାରା ପ୍ରଂଶସନୀୟ ପ୍ରଦର୍ଶନ କରିବା ପରେ ମଙ୍ଗଳବାର ଦିନ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରେସ କନଫରେନ୍ସରେ ଦଳର କାର୍ଯ୍ୟକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି,…

(Video) ମଉଳିଗଲା ଶେଷ ଆଶା: ଲୋକସଭା ଆସନ ପୋଛିନେଲା ବିଜେପି, ବିଜେଡିର ଖାଲି ହାତ

ଓଡ଼ିଶା ଭାସ୍କର: ଓଡ଼ିଶା ରାଜନୀତି ଏବେ ସମ୍ପୂର୍ଣ୍ଣ ଓଲଟ-ପାଲଟ ହୋଇଯାଇଛି । ୨୫ ବର୍ଷ ଧରି ଓଡ଼ିଶାର ଶାସନଭାର ସମ୍ଭାଳିଥିବା ବିଜେଡି ଏଥର ଖାଲିହାତରେ ରହିଛି । ୨୧ଟି ଲୋକସଭା ଆସନରେ ବିଜେପି ନିଜର ଆଧିପତ୍ୟ ବିସ୍ତାର…

କେନ୍ଦ୍ରାପଡ଼ା ଲୋକସଭା ଆସନରେ ଜିତିଲା ବିଜେପି; ୬୧ହଜାରୁ ଉର୍ଦ୍ଧ୍ବ ଭୋଟରେ ବିଜୟୀ ହେଲେ ବୈଜୟନ୍ତ

ଭୁବନେଶ୍ବର: (ଓଡ଼ିଶା ଭାସ୍କର) କେନ୍ଦ୍ରାପଡ଼ା ଲୋକସଭା ଆସନରେ ବିଜେପି ବିଜୟୀ । ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ବିଜୟୀ ହେଲେ । ୬,୧୫, ୭୦୫ ହଜାର ଭୋଟରେ ବିଜୟୀ ହେଲେ ବୈଜୟନ୍ତ । ବିଜେଡିର ଅଂଶୁମାନ ମହାନ୍ତିଙ୍କୁ…

ଦିଲ୍ଲୀରେ ଆପ୍ ହାରିଲା ୭ଟି ଆସନ, ତଥାପି କେଜରିୱାଲଙ୍କୁ ଲଡୁ ଖୁଆଇଲେ ସୌରଭ ଭରଦ୍ୱାଜ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ: ନିର୍ବାଚନ ଫଳାଫଳ ନେଇ ଗୋଟିଏ ପଟେ ବିଜେପିକୁ ଝଟକା ଲାଗିଥିବା ବେଳେ ଇଣ୍ଡିଆ ମେଣ୍ଟ ବହୁତ ଖୁସି ଅଛନ୍ତି । ସେମାନେ ପରସ୍ପରକୁ ଅଭିନନ୍ଦନ ଦେଉଛନ୍ତି । କିନ୍ତୁ ରାଜଧାନୀ ଦିଲ୍ଲୀରୁ ଏପରି ଏକ ରୋଚକ ମାମଲା…

ନିଜ ମାଆଙ୍କୁ ମନେପକାଇ ଭାବବିହ୍ୱଳ ହେଲେ ପିଏମ ମୋଦୀ, କହିଲେ ଦେଶର ମାଆ-ଭଉଣୀମାନେ..

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ଫଳାଫଳ ପ୍ରକାଶ ପାଇବା ପରେ ଏନଡିଏ ମେଣ୍ଟକୁ ବହୁମତ ମିଳିଛି । ଇଣ୍ଡିଆ ମେଣ୍ଟକୁ ମଧ୍ୟ ଭଲ ବହୁମତ ମିଳିଥିବା ଦେଖିବାକୁ ମିଳିଛି । ଏହି ନିର୍ବାଚନରେ ବିଜେପି ସବୁଠାରୁ ଆଗୁଆ ।…