fbpx
Browsing Category

ରାଜନୀତି

ମୁଖ୍ୟମନ୍ତ୍ରୀ ଶପଥ ସମାରୋହକୁ ନବୀନଙ୍କୁ ନିମନ୍ତ୍ରଣ, ଯୋଗ ଦେବେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଏବଂ ବହୁ ରାଜ୍ୟର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସର୍ବସମ୍ମତିରେ ମୋହନ ଚରଣ ମାଝୀ ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ । ଆଜିଠାରୁ ଚାଲିବ ବିଜେପି ସରକାର । ଜନତା ମଇଦାନ ଠାରେ ଅନୁଷ୍ଠିତ ହେବାକୁ ଥିବା ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ…

ରାଜ୍ୟର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ହେଲେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ସେ କିଏ ?

ଭୁବନେଶ୍ୱର: ଓଡ଼ିଶାରେ ଦୀର୍ଘ ୨୪ ବର୍ଷ ପରେ ନୂତନ ସରକାର ଗଠନ ହୋଇଛି । ମୋହନ ମାଝି ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଏଥିସହ ରାଜ୍ୟର ଦୁଇ ଜଣ ଉପ ମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି । ନୂତନ ଉପ…

(Video) ଜଣେ ନବୀନ-ଜଣେ ମୋହନ, ଓଡ଼ିଶାବାସୀଙ୍କ ଦୁଇଟି ରତ୍ନ: ଜଣେ ହୃଦୟରେ ରହିଥିଲେ, ଆଉ ଜଣେ ଏବେ ହୃଦୟରେ ରହିବେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦୀର୍ଘ ୨୪ ବର୍ଷ ଧରି ଓଡ଼ିଶାରେ ଅପରାଜେୟ ରହିଥିଲେ । ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି କ୍ଷମତାରେ ରହିବା ପରେ ସେ ଯେତେବେଳେ କ୍ଷମତାଚ୍ୟୁତ ହେଲେ…

(Video) ଯଦି ପ୍ରିୟଙ୍କା ଲୋକସଭା ନିର୍ବାଚନ ଲଢ଼ିଥାନ୍ତେ, ତେବେ ମୋଦୀ ବାରାଣସୀ ଆସନରୁ ୨-୩ ଲକ୍ଷ ଭୋଟରେ ପରାଜୟ ବରଣ କରିଥାନ୍ତେ: ରାହୁଲ…

ନୂଆଦିଲ୍ଲୀ: ନିକଟରେ ଘୋଷିତ ହୋଇଥିବା ଲୋକସଭା ନିର୍ବାଚନରେ ବିଜେପି ୨୪୦ଟି ଆସନରେ ଜିତିଥିବା ବେଳେ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ସେହିପରି ଗତଥର ଅପେକ୍ଷା ଏଥର…

ବିଧାୟକ ଦଳ ନେତା ନିର୍ବାଚନ ପରେ ରାଜଭବନରେ ବିଜେପିର ସ୍ୱତନ୍ତ୍ର ଟିମ୍, ରାଜ୍ୟପାଳଙ୍କ ନିକଟରେ ସରକାର ଗଠନ ଦାବି ଉପସ୍ଥାପନ କଲେ ନୂତନ…

ଭୁବନେଶ୍ୱର: ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ନାଁ ଘୋଷଣା କରିଥିଲେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ । ଏହା ପରେ ବିଜେପିର ସ୍ୱତନ୍ତ୍ର ଟିମ୍ ରାଜ ଭବନରେ ପହଞ୍ଚିଛନ୍ତି । କେନ୍ଦ୍ରମନ୍ତ୍ରୀ ରାଜନାଥଙ୍କ…

ମୋହନ ଚରଣ ମାଝିଙ୍କୁ ମୁଖ୍ୟମନ୍ତ୍ରୀ ଭାବେ କାହିଁକି ଚୟନ କଲା ବିଜେପି: ଏହା ପଛରେ ରହିଛି ୬ଟି ବଡ଼ କାରଣ!

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଜୁନ ୧୨ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ଗ୍ରହଣ କରିବେ । ମୋହନଙ୍କ ନାମ ଘୋଷଣା ପରେ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ହେଉଥିବା ଚର୍ଚ୍ଚାର ଅନ୍ତ ଘଟିଛି । ରାଜ୍ୟର…

ଉତ୍ତର ପ୍ରଦେଶ କ୍ୟାବିନେଟରେ ୪୧ଟି ପ୍ରସ୍ତାବ ଉପରେ ଲାଗିଲା ମୋହର, ପାରିତ ହେଲା ଟ୍ରାନ୍ସଫର ପଲିସି, IIT କାନପୁରରେ ହେବ ମେଡିକାଲ ରିସର୍ଚ୍ଚ…

ଲକ୍ଷ୍ନୌ: କେନ୍ଦ୍ରରେ କ୍ରମାଗତ ୩ୟ ଥର ପାଇଁ ମୋଦୀ ସରକାର କ୍ଷମତାକୁ ଆସିଛି । ଏହା ପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆକ୍ସନ ମୋଡକୁ ଆସିଛନ୍ତି । ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ମୋହନ ମାଝି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ: ୨ ଜଣ ଉପମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଶେଷରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛନ୍ତି ବିଜେପିର ଦୁଇ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ । ମୋହନ ଚରଣ ମାଝି ହେବେ…

୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କଲା ରାଜ୍ୟ କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ଏକାକୀ ସରକାର ଗଠନ କରିବାକୁ ଯାଉଛି । ଆସନ୍ତା ୧୨ ତାରିଖରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ । ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ…

କିଛି ସମୟ ମଧ୍ୟରେ ଘୋଷଣା ହେବ ମୁଖ୍ୟମନ୍ତ୍ରୀ ନାମ, ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳ ବୈଠକ

ଭୁବନେଶ୍ୱର: ଦେଶରେ ସାଧାରଣ ନିର୍ବାଚନର ଫଳାଫଳ ପ୍ରକାଶ ପାଇବା ସତ୍ତ୍ୱେ ଏପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ପାଇଁ ନାମ ଘୋଷଣା ହୋଇ ନାହିଁ । ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଶୁଣିବା ଲାଗି ସାରା ରାଜ୍ୟବାସୀଙ୍କ ମଧ୍ୟରେ…