Browsing Category
ରାଜନୀତି
(Video) ଢେଙ୍କାନାଳ: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ
ଢେଙ୍କାନାଳ: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ । ମୃତକ ଢେଙ୍କାନାଳ ହିନ୍ଦୋଳ ବିଧାନସଭା କ୍ଷେତ୍ର ନୁଆବଗ ପଞ୍ଚାୟତ ବାହାଲୁଣ୍ଡା ଗାଁ ୧୩୬ ନମ୍ବର ବୁଥରେ ବିଜେପି ଏଜେଣ୍ଟ ଭାବରେ କାର୍ଯ୍ୟରତ ଥିଲେ । ସକାଳ ୯.୩୦…
ଭୋଟ୍ ଦେବା ପରେ ମା’ ସୋନିଆ ଗାନ୍ଧୀଙ୍କ ସହ ସେଲଫି ସେୟାର କଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିଲ୍ଲୀରେ ଭୋଟ୍ ଦେବା ପରେ ତାଙ୍କ ମା' ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସହ ଏକ ସେଲ୍ଫି ସେୟାର କରିଛନ୍ତି । ସେ ଲେଖିଛନ୍ତି, ମୁଁ ଓ ମୋ ମା' ଭୋଟ୍…
ମତଦାନ ବେଳେ ଧାରଣାରେ ବସିଲେ ମେହବୁବା ମୁଫ୍ତି; ପୋଲିଂ ଏଜେଣ୍ଟଙ୍କୁ ଅଟକ ରଖାଯାଇଥିବା ଅଭିଯୋଗ
ନୂଆଦିଲ୍ଲୀ: ମତଦାନ ବେଳେ ଧାରଣାରେ ବସିଲେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ଅଧ୍ୟକ୍ଷା ମେହବୁବା ମୁଫତି । ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ ଦିନ ବିକ୍ଷୋଭରେ ବସିଛନ୍ତି ମେହବୁବା । ସେ…
ବୁଥ୍କୁ ଭୋଟ୍ ଦେବାକୁ ଆସିଥିବା ବୃଦ୍ଧାଙ୍କ ମୃତ୍ୟୁ
ନୟାଗଡ଼: (ଓଡ଼ିଶା ଭାସ୍କର) ବୁଥ୍କୁ ଭୋଟ୍ ଦେବାକୁ ଆସିଥିବା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ଭାପୁର ବ୍ଲକ ବାଘୁଆପଲ୍ଲୀ ବଳଦିଆନୂଆଗାଁ ବୁଥ୍କୁ ଭୋଟ ଦେବାକୁ ଆସିଥିଲେ ବୃଦ୍ଧା । ଭୋଟ୍ ଦେବା ବେଳେ ବୃଦ୍ଧା ଜଣଙ୍କ…
ମତଦାତା ଏବଂ ବୁଥ ସ୍ତରୀୟ ଅଧୀକାରୀଙ୍କୁ ପୋଲଂ ବୁଥକୁ ମୋବାଇଲ ମନା; ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର: ଆଜି ସକାଳୁ ସବୁ ପୋଲିଂ ବୁଥରେ ଭୋଟର ମାନଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି । ଓଡିଶାରେ ତୃତୀୟ ପର୍ଯ୍ୟୟ ମତଦାନର ମହାପର୍ବ ଚାଲିଛି । ମତଦାତାଙ୍କ ଭିତରେ ଭୋଟ ଦେବାକୁ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି ।…
ଭୋଟ୍ ଦେଲେ BJD ସୁପ୍ରିମୋ ନବୀନ ପଟ୍ଟନାୟକ, ପ୍ରତିକ୍ରିୟାରେ କହିଲେ ଏପରି (Video)
ଭୁବନେଶ୍ୱର : ଆଜି ସାରା ଦେଶରେ ଆରମ୍ଭ ହୋଇଛି ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ । ଏହାସହ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଜାରି ରହିଛି ଭୋଟିଂ । ଏହାରି ଭିତରେ ଭୋଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ…
ରଦ୍ଦ ହୋଇପାରେ ପ୍ରଜ୍ୱଲ ରେଭନ୍ନାଙ୍କ ପାସପୋର୍ଟ; କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବୈଦେଶିକ ମନ୍ତ୍ରଣାଳୟ
ବାଙ୍ଗାଲୁର: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପ୍ରଜ୍ୱାଲ ରେଭନ୍ନାଙ୍କ କୂଟନୈତିକ ପାସପୋର୍ଟ ରଦ୍ଦ କରିବାକୁ ଦାବି କରିଛନ୍ତି। ମଙ୍ଗଳବାର ବୈଦେଶିକ…
ଆଜି ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ; ୫୮ଟି ସଂସଦୀୟ କ୍ଷେତ୍ର ପାଇଁ ଭୋଟିଂ ଆରମ୍ଭ
ନୂଆଦିଲ୍ଲୀ: ଆଜି ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ । ୫୮ଟି ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ । ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ମତଦାନ । ଦିଲ୍ଲୀର ସମସ୍ତ ୭ ସଂସଦୀୟ କ୍ଷେତ୍ର ପାଇଁ ଭୋଟିଂ । ହରିୟାଣାର…
ଆଜି ରାଜ୍ୟରେ ୩ୟ ପର୍ଯ୍ୟାୟ ମତଦାନ; ୬ ସଂସଦୀୟ କ୍ଷେତ୍ର ଓ ୪୨ ବିଧାନସଭା କ୍ଷେତ୍ରରେ ଭୋଟିଂ
ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । କଡ଼ା ସୁରକ୍ଷା ବ୍ୟବସ୍ଥା । ରାଜ୍ୟରେ ୬ ଲୋକସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨…
ଦେଶର ଷଷ୍ଠ ପର୍ଯ୍ୟାୟ ତଥା ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତାକାଲି ହେବ ଭୋଟ୍, ୯୪ ଲକ୍ଷରୁ ଊଦ୍ଧ୍ୱର୍ ଭୋଟର କରିବେ ମତଦାନ
ନୂଆଦିଲ୍ଲୀ: ଦେଶର ଷଷ୍ଠ ପର୍ଯ୍ୟାୟ ସାଧାରଣ ନିର୍ବାଚନରେ ଆସନ୍ତାକାଲି ଓଡ଼ିଶା ସମେତ ବିହାର, ହରିୟାଣା, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ଦିଲ୍ଲୀ ଏବଂ ଜାମ୍ମୁ କାଶ୍ମୀରରେ ୫୮ଟି ଲୋକସଭା ଆସନ ପାଇଁ ମତଗ୍ରହଣ…