Browsing Category

ରାଜନୀତି

ବିଜେପିର ଷ୍ଟାର ପ୍ରଚାରକ ତାଲିକାରୁ ହଟିଲେ ଏକନାଥ ଶିନ୍ଦେ ଓ ଅଜିତ ପାୱାର

ନୂଆଦିଲ୍ଲୀ: ଆସନ୍ତା ୧୯ ତାରିଖଠାରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ଏଥିସହିତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ହେବ । ଜୁନ ମାସ ୪ ତାରିଖରେ ନିର୍ବାଚନର ଫଳାଫଳ ଘୋଷଣା ହେବ ।…

ନିର୍ବାଚନୀ ରାଲିରେ ସାମିଲ ହେଲେ ଶିକ୍ଷୟତ୍ରୀ, ନିଲମ୍ବନ କଲେ ଜିଲ୍ଲା ନିର୍ବାଚନ ଅଧିକାରୀ

ବୌଦ୍ଧ: ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ବୃଦ୍ଧି ପାଇବାରେ ଲାଗିଛି । ଗୋଟିଏ ପଟେ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର କାର୍ଯ୍ୟ ଜାରି ରହିଥିବା ବେଳେ ଅନ୍ୟପଟେ…

ପୂର୍ବତନ ସାଂସଦ ଅଶଫାକ କରିମ ଦଳ ଛାଡ଼ିଲେ: ଲୋକସଭା ନିର୍ବାଚନ ପୂର୍ବରୁ ଆରଜେଡିକୁ ବଡ଼ ଝଟକା

ନୂଆଦିଲ୍ଲୀ: ଆସନ୍ତା ୧୯ ତାରିଖଠାରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ଏଥିସହିତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ହେବ । ଜୁନ ମାସ ୪ ତାରିଖରେ ନିର୍ବାଚନର ଫଳାଫଳ ଘୋଷଣା ହେବ ।…

ଆଜି ଆସିପାରେ ବିଜେପି ୨ୟ ପର୍ଯ୍ୟାୟ ତାଲିକା, ୨୫ ଜଣିଆ ବିଧାନସଭା ପ୍ରାର୍ଥୀଙ୍କ ନାଁ ହୋଇପାରେ ଘୋଷଣା

ଭୁବନେଶ୍ୱର: ଆଜି ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ । ଆସନ୍ତା ୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ଟି ଆସନରେ ଘୋଷଣା ହୋଇପାରେ ପ୍ରାର୍ଥୀଙ୍କ ନାଁ । ତେବେ ୨୫ ଜଣିିଆ ବିଧାନସଭା…

ପ୍ରଧାନମନ୍ତ୍ରୀ ପଦବୀ ପାଇଁ କିଏ କୋଲକାତାର ପ୍ରଥମ ପସନ୍ଦ? ସର୍ଭେରୁ ଖୁଲାସା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ପ୍ରସ୍ତୁତି ମଧ୍ୟରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ମଧ୍ୟରେ ଜିତିବା ନେଇ ଦାବି କରୁଛନ୍ତି । ଏଥର ପଶ୍ଚିମ ବଙ୍ଗରେ ଭାରତୀୟ ଜନତା ପାର୍ଟୀ ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର…

ବାବୁସାନ-ଅମ୍ଳାନଙ୍କୁ ମିଳିପାରେ ବଡ଼ ‘ଦାୟିତ୍ୱ’: ନବୀନ ନିବାସରେ ସିନେ ଷ୍ଟାରଙ୍କ ଲମ୍ବା ଲାଇନ୍

ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ଏବେ ଦେଖାଦେଇଛି ଆଉ ଏକ ଟ୍ୱିଷ୍ଟ । ଚିହ୍ନା ଚେହେରାଙ୍କୁ ହରାଇ ଏବେ ଓଡ଼ିଶା ପଲିଟିକ୍ସରେ ବଳ ଗୋଟାଉଛି ବିଜୁ ଜନତା ଦଳ । ଗାଦି ହାତେଇବା ପାଇଁ ନବୀନ ନିବାସରେ ଚାଲିଛି ଚକ୍ରବ୍ୟୁହର…

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଲାଗୁ ହେବାନେଇ ପ୍ରସ୍ତୁତି: ଆପ୍ ନେତ୍ରୀ ଆତିଶୀ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ନେତା ତଥା ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ଆତିଶୀ ଦାବି କରିଛନ୍ତି ଯେ ଆଗାମୀ ଦିନରେ କେନ୍ଦ୍ର ସରକାର ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଲାଗୁ କରିପାରନ୍ତି । ବିଶ୍ବସ୍ତ ସୂତ୍ରରୁ ଆମେ…

ପୂର୍ବତନ ବିଧାୟକ କୈଳାସ କୁଲେଶିକା ବିଜେଡି ଛାଡ଼ିଲେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୧୯ ତାରିଖଠାରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ଏଥିସହିତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ହେବ । ମେ ୧୩ରୁ ଓଡ଼ିଶାରେ ମତଦାନ ଆରମ୍ଭ ହେବ । ଜୁନ…

ତାମିଲନାଡୁରେ BJPକୁ ବଡ ଝଟକା, ପାର୍ଟି ଛାଡି NTKରେ ସାମିଲ ହେଲେ ବୀରପ୍ପାନଙ୍କ ଝିଅ ବିଦ୍ୟା ରାନୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଏବେ ଆଉ କିଛି ଦିନ ବାକି ଅଛି । ଏଭଳି ପରିସ୍ଥିତିରେ ସମସ୍ତ ଦଳ ପ୍ରଚାର କରୁଛନ୍ତି । ଏଭଳି ପରିସ୍ଥିତିରେ ତାମିଲନାଡୁରେ ଫୁଲ ଫୁଟାଇବାକୁ ଚେଷ୍ଟା କରୁଥିବା ଭାରତୀୟ ଜନତା ପାର୍ଟି…

ଆତଙ୍କୀଙ୍କ କୌଣସି କାର୍ଯ୍ୟକଳାପକୁ ବରଦାସ୍ତ କରିବନି ଭାରତ, ପାକିସ୍ତାନକୁ କଡ଼ା ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି । ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ ହେଉଛି…