fbpx
BSKY
BJD SHG SKY
BJD YOUTH SKY
Browsing Category

ରାଜନୀତି

ମମତାଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ, ୫ା୫: ଆଜି ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ମମତା ବାନାର୍ଜୀ ଶପଥ ଗ୍ରହଣ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମମତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟପାଳ…

ତୃତୀୟ ଥର ପାଇଁ ଦିଦିଙ୍କ ହାତରେ ପଶ୍ଚିମବଙ୍ଗର ଶାସନ ଡୋରି

କୋଲକାତା, ୫ା୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଆଜି ମମତା ବାନାର୍ଜୀ ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।…

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମମତା

କୋଲକାତା, ୫ା୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଆଜି ମମତା ବାନାର୍ଜୀ ଶପଥ ଗ୍ରହଣ କରିବେ । ଅନ୍ୟ ମନ୍ତ୍ରୀମାନଙ୍କର ଶପଥ ଗ୍ରହଣ ଆସନ୍ତା ୬ ଓ ୭ ତାରିଖ ଦିନ ଅନୁଷ୍ଠିତ ହେବ । ଶପଥ ଗ୍ରହଣ ଉତ୍ସବରେ…

ପଶ୍ଚିମବଙ୍ଗରେ ହୋଇଥିବା ହିଂସାକୁ ନେଇ ରାଜ୍ୟପାଳଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ୦୪ । ୦୫ (ଓଡ଼ିଶା ଭାସ୍କର) : ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗି ଥିବା ବେଳେ ପଶ୍ଚିମବଙ୍ଗରେ ହିଂସା ଥମିବାର ନାମ ନେଉନାହିଁ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପଶ୍ଚିମବଙ୍ଗ ନିର୍ବାଚନରେ…

ପଶ୍ଚିମବଙ୍ଗ ହିଂସାକାଣ୍ଡରେ ୧୧ ଜଣଙ୍କର ମୃତ୍ୟୁ

ପଶ୍ଚିମବଙ୍ଗ ୦୪ । ୦୫ (ଓଡ଼ିଶା ଭାସ୍କର) : ପଶ୍ଚିମବଙ୍ଗରେ ନିର୍ଵାଚନ ସାରି ଯାଇଥିଲେ ମଧ୍ୟ ହିଂସାକାଣ୍ଡ ଥମିବାର ନାମ ନେଉନାହିଁ । ଉଭୟ ନିର୍ବାଚନ ଏବଂ ଫଳାଫଳ ସମୟରେ ହିଂସାକାଣ୍ଡ ଅଧିକ ହେବାରେ ଲାଗିଛି । ମେ' ୨…

ପିପିଲି ଉପନିର୍ବାଚନ ୪ ମାସ ଘୁଞ୍ଚାଇବା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

ଭୁବନେଶ୍ୱର ୦୩ ।୦୫ (ଓଡ଼ିଶା ଭାସ୍କର) : ପିପିଲି ଉପନିର୍ବାଚନ ଘୁଞ୍ଚାଇବା ପାଇଁ ହାଇକୋର୍ଟରେ ଏକ ମାମଲା ଦାୟର କରାଯାଇଛି । ବରିଷ୍ଠ ଆଇନଜିବୀ ସୂର୍ଯ୍ୟକାନ୍ତ ପାଢୀ ଏନେଇ ଏକ ଜନସ୍ୱାର୍ଥ ମାମଲା ରୁଜୁ କରିଛନ୍ତି ।…

ନିର୍ବାଚନ ଫଳାଫଳ ଘୋଷଣା ପରେ ହିଂସାକାଣ୍ଡ: ୪ ଜଣଙ୍କ ମୃତ୍ୟୁ, ବିଜେପି ପାର୍ଟି ଅଫିସ ଭଙ୍ଗାରୁଜା

କୋଲକାତା, ୩ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ ବାଜିମାତ୍ କରିଛି । ତେବେ ନିର୍ବାଚନ ଫଳାଫଳ ଘୋଷଣା ପରେ ଆଜି ପଶ୍ଚିମବଙ୍ଗରେ ହିଂସାକାଣ୍ଡ ଦେଖିବାକୁ ମିଳିଛି ।…

IFS ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର ୦୩ ।୦୫ (ଓଡ଼ିଶା ଭାସ୍କର) : IFS ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର । ତାଙ୍କର ବାଧ୍ୟତାମୂଳକ ଅବସରକୁ ନେଇ ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଛି । ୧୯୮୭ ବ୍ୟାଚର IFS ଥିଲେ ଅଭୟ ପାଠକ । ତାଙ୍କ ଅବସର…

ମେ ୭ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଷ୍ଟାଲିନ୍

ଚେନ୍ନାଇ, ୩ା୫: ଆସନ୍ତା ୭ ତାରିଖରେ ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଡିଏମକେ ଅଧ୍ୟକ୍ଷ ଏମକେ ଷ୍ଟାଲିନ୍ । ପ୍ରଥମ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବେ ଷ୍ଟାଲିନ୍ । ତେବେ ଡିଏମକେକୁ…