Browsing Category

ଘୋଷଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାରେ ମଠମାନଙ୍କର ଭୂମିକା କ’ଣ, ଆସନ୍ତୁ ଜାଣିବା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମସ୍ତ ପରମ୍ପରା, ରୀତିନୀତି ସହିତ ମଠମାନଙ୍କର ସମ୍ପର୍କ ବହୁ ପୁରୁଣା । ତେବେ ସମୟସ୍ରୋତରେ କିଛି ପରମ୍ପରା ହଜିଯାଇଥିଲେ ମଧ୍ୟ କିଛି ଏବେ ବି ଜୀବିତ ରହିଛି ।…

ରଥଯାତ୍ରାକୁ ନେଇ ଘନଘନ ବୈଠକ: ଡିଜିଟାଲ ଦର୍ଶନ ଉପରେ ଗୁରୁତ୍ୱ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚଳିତବର୍ଷ କୋଭିଡ କଟକଣାରେ ବିନାଭକ୍ତରେ ଅନୁଷ୍ଠିତ ହେବ ରଥଯାତ୍ରା । ରଥଯାତ୍ରା ଅୟୋଜନକୁ ନେଇ ଘନଘନ ବୈଠକ ଜାରି ରହୁଛି। ଗୁରୁବାର ଗଜପତି ମହାରାଜାଙ୍କ ଅଧକ୍ଷତାରେ ଭରଚୁଆଲ୍ ବୈଠକ…

ଚତୁର୍ଦ୍ଦଶୀରେ ସରିଲା ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ(ଓଡ଼ିଶା ଭାସ୍କର): ଆଷାଢ଼ କୃଷ୍ଣ ଚତୁର୍ଦ୍ଦଶୀରେ ଗୁରୁବାର ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ ହୋଇଛି । ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ବନକଲାଗି କରାଯାଇଛି । ଏଥିସହ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ଖଡିପ୍ରସାଦ…

କେମିତି ଆରମ୍ଭ ହେଲା ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା, କଣ ରହିଛି ପୁରାଣ ମାନ୍ୟତା, ଜାଣନ୍ତୁ ଏହା ପଛର ଇତିହାସ

ଓଡ଼ିଶା ଭାସ୍କର ବ୍ୟୁରୋ: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ରହିଲା ଆଉ ମାତ୍ର କେଇଟା ଦିନ । ଚଳିତ ବର୍ଷର ରଥଯାତ୍ରା ଜୁଲାଇ ୧୨ ତାରିଖରେ ପାଳନ ହେବାକୁ ଯାଉଛି । ଏଥିପାଇଁ ବଡ଼ଦାଣ୍ଡରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ୟ୍ୟାୟରେ…

ରଥଯାତ୍ରା ସମୟରେ ବଡ଼ଦାଣ୍ଡ ହେବ ଗ୍ରୀନ ଜୋନ୍, ସେପଟେ ଆରମ୍ଭ ହେଲାଣି ସେବାୟତଙ୍କ କୋଭିଡ ଟେଷ୍ଟ

ପୁରୀ(ଓଡ଼ିଶା ଭାସ୍କର): ଚଳିତମାସ ୧୨ ତାରିଖରେ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କିନ୍ତୁ କୋଭିଡ କଟକଣା ଭିତରେ ରଥଯାତ୍ରା ହେବ । ରଥଯାତ୍ରା ସମୟରେ ପୁରୀ ବଡ଼ଦାଣ୍ଡ ଗ୍ରୀନ ଜୋନ ହେବ । କେବଳ ଜରୁରୀକାଳୀନ…

ଅଣସର ତ୍ରୟୋଦଶୀରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ସମ୍ପନ୍ନ

ପୁରୀ(ଓଡ଼ିଶା ଭାସ୍କର): ଅଣସର ତ୍ରୟୋଦଶୀ ଅବସରରେ ମହାପ୍ରଭୁଙ୍କ ଘଣାଲାଗି, ଖଳିଲାଗି ସହ ଖଡ଼ିପ୍ରସାଦ ବିଜେ ନୀତି ସମ୍ପାଦିତ ହୋଇଛି । ସେପଟେ ରଥନିର୍ମାଣ କାର୍ଯ୍ୟ ପ୍ରାୟତଃ ଶେଷ ହୋଇଛି । ସମସ୍ତ ସେବାୟତଙ୍କୁ ଟିକାକରଣ…

ରଥଯାତ୍ରାରେ ଛେରାପହଁରା କରିବେ ଗଜପତି

ପୁରୀ(ଓଡ଼ିଶା ଭାସ୍କର): କରୋନା କାଳରେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କଟକଣାରେ ପାଳିତ ହେବ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା । ଏଥର ରଥଯାତ୍ରାରେ ଛେରାପହଁରା କରିବେ ଗଜପତି ମହାରାଜା । ଛେରାପହଁରା ନେଇ ଗଜପତି ମହାରାଜା…

ପୁରୀ ବ୍ୟତୀତ ଅନ୍ୟ କେଉଁଠି ବି ହୋଇପାରିବ ନାହିଁ ରଥଯାତ୍ରା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆସନ୍ତା ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ମଧ୍ୟ କରୋନା ମହାମାରୀ ଜାରି ରହିଥିବାରୁ ବିନା ଭକ୍ତରେ ଯାତ୍ରା ଅନୁଷ୍ଠିତ ହେବ । ତେବେ ଇତି ମଧ୍ୟରେ ସୁପ୍ରିମକୋର୍ଟ ଆଜି ଏକ ବଡ଼ ନିଷ୍ପତି…

ସରିଲା ଛତିଶାନିଯୋଗ ବୈଠକ, ଜାଣନ୍ତୁ ରଥଯାତ୍ରା ନେଇ କ’ଣ ହେଲା ନିଷ୍ପତ୍ତି?

ପୁରୀ (ଓଡ଼ିଶା ଭାସ୍କର): କରୋନାର ଦ୍ୱିତୀୟ ଲହର ହ୍ରାସ ପାଉଥିଲେ ବି ସମ୍ପୂର୍ଣ୍ଣ ଶେଷ ହୋଇନି ସଂକ୍ରମଣ । ଏହାରି ମଧ୍ୟରେ ପୁରୀ ରଥଯାତ୍ରାକୁ ନେଇ ଶେଷ ହୋଇଛି ଛତିଶାନିଯୋଗ ବୈଠକ । ଛତିଶାନିଯୋଗ ବୈଠକରେ ଆୟୋଜିତ…

ରଥଯାତ୍ରା ପରିଚାଳନା ସମ୍ପର୍କରେ ଶନିବାର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ: ଆସନ୍ତାକାଲି ଅପରାହ୍ନ ସାଢ଼େ ୪ଟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପରିଚାଳନାକୁ ନେଇ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ବରିଷ୍ଠ…