Browsing Category
ଅଲିମ୍ପିକ୍
ପ୍ରମୋଦ ଭଗତଙ୍କୁ ଖେଳ ରତ୍ନ ଓ ଦୀପ୍ ଗ୍ରେସଙ୍କୁ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଟୋକିଓ ପାରା ଅଲିମ୍ପିକ୍ସ ପାଇଁ ମନୋନୀତ ହୋଇଥିବା ଭାରତୀୟ ପାରା ସଟଲର୍ ବା ବ୍ୟାଡମିଣ୍ଟନ୍ ଖେଳାଳି ପ୍ରମୋଦ ଭଗତଙ୍କୁ ରାଜୀବ ଗାନ୍ଧି ଖେଳ ରତ୍ନ ପୁରସ୍କାର ପାଇଁ ସୁପାରିସ୍ କରିଛନ୍ତି…
ଅଲିମ୍ପିକ୍ସରେ ଜାତୀୟ ପତାକା ଧରିବେ ମେରୀ ଓ ମନପ୍ରୀତ୍
ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସକୁ ୧୫ ଦିନ ବାକି ରହିଥିବା ବେଳେ ଭାରତୀୟ ଅଲିମ୍ପିକ ସଂଘ(ଆଇଓଏ) ପକ୍ଷରୁ ବଡ ଘୋଷଣା କରାଯାଇଛି । ମେରୀ କମ୍ ଓ ମନପ୍ରୀତ୍ ସିଂ ଭାରତୀୟ ମାର୍ଚ୍ଚପୋଷ୍ଟର ନେତୃତ୍ୱ ନେବେ ବୋଲି ଆଇଓଏ…
ମାନା ପଟେଲ ରଚିଲେ ଇତିହାସ; ପ୍ରଥମ ମହିଳା ଭାବେ ସନ୍ତରଣରେ ଅଲିମ୍ପିକ୍ସ ଯୋଗ୍ୟତା
ନୂଆଦିଲ୍ଳୀ: ପ୍ରଥମ ମହିଳା ସନ୍ତରଣକାରୀ ଭାବରେ ଟୋକିଓ ଟିକେଟ ହାସଲ କରିଛନ୍ତି ମାନା ପଟେଲ । ୨୧ ବର୍ଷୀୟ ମାନା ପ୍ରଥମ ଭାରତୀୟ ମହିଳା ସନ୍ତରଣକାରୀ ଭାବରେ ଇତିହାସ ରଚିଥିବା ବେଳେ ଚଳିତ ଅଲିମ୍ପିକ୍ସରେ ତୃତୀୟ ଭାରତୀୟ…
ବିଶ୍ୱ ମାନ୍ୟତା ଆଧାରରେ ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କଲେ ଦୂତୀ
ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକକୁ ନେଇ ଓଡ଼ିଶା ପାଇଁ ଆସିଛି ଖୁସି ଖବର ଆସିଛି । ଟୋକିଓ ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ସ୍ପ୍ରିିଣ୍ଟର ଦୂତୀ ଚାନ୍ଦ । ମହିଳା ୧୦୦ ଓ ୨୦୦ ମିଟର ଦୌଡ଼ ବର୍ଗରେ ଦୂତୀ ଯୋଗ୍ୟତା…
ଅଦିତି ଅଶୋକଙ୍କୁ ଟୋକିଓ ଟିକେଟ୍
ବେଙ୍ଗାଲୁରୁ: ମହିଳା ଗଲ୍ଫର ଅଦିତି ଅଶୋକଙ୍କୁ ମିଳିଛି ଟୋକିଓଚ ଟିକେଟ୍ । ଟୋକିଓ ଅଲିମ୍ପିକ୍ସକୁ ଏକ ମାସରୁ କମ୍ ସମୟ ବାକି ରହିଥିବା ବେଳେ ମଙ୍ଗଳବାର ୨୩ ବର୍ଷୀୟ ଅଦିତି ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି ।…
ସାଜନଙ୍କ ପରେ ନଟରାଜ: ଦ୍ୱିତୀୟ ଭାରତୀୟ ଭାବେ ଅଲିମ୍ପିିକ୍ସ ଯୋଗ୍ୟତା
ନୂଆଦିଲ୍ଲୀ: ରିଓ ଅଲିମ୍ପିକ୍ସ ଯାଏଁ ଜଣେବି ଭାରତୀୟ ସନ୍ତରଣକାରୀ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବାରେ ସକ୍ଷମ ହୋଇନଥିବା ବେଳେ ଟୋକିଓ ୨୦୨୦ ପାଇଁ ଦୁଇ ଜଣ ସନ୍ତରଣକାରୀ ଯୋଗ୍ୟତା ହାସଲ କରିବାରେ ସକ୍ଷମ ହୋଇଛନ୍ତି ।…
ରାହିଙ୍କୁ ଶୁଟିଂ ବିଶ୍ୱକପ ସ୍ୱର୍ଣ୍ଣ
ନୂଆଦିଲ୍ଲୀ, (ଓଡ଼ିଶା ଭାସ୍କର): ଭାରତୀୟ ଶୁଟିଂ ଷ୍ଟାର ରାହି ସର୍ଣ୍ଣୋବତ ଚଳିତ ଶୁଟିଂ ବିଶ୍ୱକପରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ଜିତିଛନ୍ତି । ଅଲିମ୍ପିକ୍ସ ପୂର୍ବରୁ ଏହା ଶେଷ ଟୁର୍ଣ୍ଣାମେଣ୍ଟ ହୋଇଥିବା ବେଳେ ଏହି…
ଆର୍ଚ୍ଚେରୀ ବିଶ୍ୱକପ୍: ସ୍ୱର୍ଣ୍ଣ ଜିତିଲେ ଅତନୁ-ଦୀପିକା
ନୂଆଦିଲ୍ଳୀ(ଓଡ଼ିଶା ଭାସ୍କର): ଆର୍ଚ୍ଚେରୀ ବିଶ୍ୱକପ୍ ଷ୍ଟେଜ୍-୩ରେ ମିକ୍ସଡ୍ ଟିମ୍ ସ୍ୱର୍ଣ୍ଣ ଜିତିଛନ୍ତି ଅତନୁ ଦାସ ଓ ଦୀପିକା କୁମାରୀ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି । ନେଦରଲାଣ୍ଡସର ସେଫ୍ ଭାନ୍ ଡେନବର୍ଗ ଓ…
ଖେଳରତ୍ନ ପୁରସ୍କାର ପାଇଁ ଗୋଲ କିପର୍ ପିଆର ଶ୍ରୀଜେଶଙ୍କ ଓ ପୂର୍ବତନ ମହିଳା ଖେଳାଳି ଦୀପିକାଙ୍କ ନାମ ସୁପାରିଶ କଲା ହକି ଇଣ୍ଡିଆ
ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଭାରତୀୟ ପୁରୁଷ ହକି ଦଳର ଭେଟେରାନ ଗୋଲ ରକ୍ଷକ ପିଆର ଶ୍ରୀଜେଶ ଓ ପୂର୍ବତନ ମହିଳା ଖେଳାଳି ଦୀପିକାଙ୍କ ନାମ ସମ୍ମାନ ଜନକ ରାଜିବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ହକି ଇଣ୍ଡିଆ ସୁପାରିଶ…
ସାଜନ ଦିଲ୍ ଜିଣିନେଲେ, ଭାରତ ପାଇଁ ସ୍ୱର୍ଣ୍ଣିମ ରେକର୍ଡ କରି ହାସଲ କଲେ #TokyoOlympic2020 ଟିକେଟ୍
ନୂଆଦିଲ୍ଲୀ: ସବୁରି ଦିଲ୍ ରେ ସାଜନ। ପ୍ରକାଶ କଲେ ନିଜର ଅନନ୍ୟ ଦକ୍ଷତା ଆଉ ପ୍ରଦର୍ଶନ କଲେ ରେକର୍ଡ ସୃଷ୍ଟିକାରୀ ସନ୍ତରଣ। ଦେଶକୁ ଗୌରବର ଗାଥା ଦେଇ ସେ ଯିବେ ଟୋକିଓ ଅଲିମ୍ପିକ୍ସ। ସେ ହେଉଛନ୍ତି କେରଳର ସାଜନ ପ୍ରକାଶ।…