Browsing Category

ଖେଳ

ଟିମ୍ ଇଣ୍ଡିଆରୁ ବାହାରେ ଥିବା ବିଜୟ ଶଙ୍କର ବଖାଣିଲେ ନିଜ ଯନ୍ତ୍ରଣା, ନିଜକୁ ଏହି ଅଲରାଉଣ୍ଡରଙ୍କ ସହ କଲେ ତୂଳନା

ନୂଆଦିଲ୍ଲୀ ୧୬ ।୦୫: ଦୁଇ ବର୍ଷ ପୂର୍ବେ ବିଜୟ ଶଙ୍କରଙ୍କୁ ୨୦୧୯ ବିଶ୍ୱ କପ୍ ପାଇଁ ଭାରତୀୟ ଦଳରେ ଚୟନ କରାଯାଇଥିଲା । ମନୋନୟନକାରୀ କମିଟି ତାଙ୍କୁ ଅମ୍ବତି ରାୟୁଡୁଙ୍କ ସ୍ଥାନରେ ସୁଯୋଗ ଦେଇଥିଲେ । ମାତ୍ର ବିଶ୍ୱ କପ…

ପୂର୍ବତନ କ୍ରିକେଟର ରମେଶ ପାୱାର ଭାରତୀୟ ମହିଳା କ୍ରିକେଟ୍ ଦଳର କୋଚ ନିଯୁକ୍ତ

ନୂଆ ଦିଲ୍ଲୀ,୧୩/୦୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରମେଶ ପାୱାରଙ୍କୁ ଭାରତୀୟ ମହିଳା କ୍ରିକେଟ୍ ଦଳର ପ୍ରମୁଖ କୋଚ ଭାବରେ ନିଯୁକ୍ତ କରିବାକୁ ଘୋଷଣା କରିଛି । ଏହି ପଦବୀ ପାଇଁ ବିସିସିଆଇ ୩୫ ରୁ…

ଆଇସିସି ଟି-୨୦ ବିଶ୍ୱକପରେ ଫେରିପାରନ୍ତି ଲାସିଥ ମାଲିଙ୍ଗା

ଶ୍ରୀଲଙ୍କାର ଦ୍ରୁତ ବୋଲର ଲାସିଥ ମାଲିଙ୍ଗା ଜଣେ ଶ୍ରେଷ୍ଠ ଦ୍ରୁତ ବୋଲର ଭାବରେ ପରିଗଣିତ । ନିଜର ଚମତ୍କାର କ୍ୟାରିୟରରେ ସେ ଅନେକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଦଳ ପାଇଁ ୱିକେଟ୍ ହାସଲ କରିଛନ୍ତି । ମାଲିଙ୍ଗା ଟେଷ୍ଟ ଏବଂ…

ଦେଶରେ ଖେଳାଯିବ ନାହିଁ ବାକି ଥିବା ଆଇପିଏଲ ମ୍ୟାଚ, ସ୍ପଷ୍ଟ କଲେ ସୌରଭ ଗାଙ୍ଗୁଲି

ନୂଆ ଦିଲ୍ଲୀ, ୧୦/୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୪ ତମ ସଂସ୍କରଣର ଅବଶିଷ୍ଟ ୩୧ ଟି ମ୍ୟାଚ୍ କେବେ ଏବଂ କେଉଁଠାରେ ହେବ ସେନେଇ ଦ୍ୱନ୍ଦ ଲାଗିରହିଛି । ଟୁର୍ଣ୍ଣାମେଣ୍ଟର ଅବଶିଷ୍ଟ ମ୍ୟାଚ୍ ପରିଚାଳନା…

ଅଲମ୍ପିକ୍ ଯୋଗ୍ୟତା ହାସଲ କଲେ ପ୍ରଥମ କିନ୍ନର, ପୁରୁଷରୁ ହୋଇଥିଲେ ମହିଳା

ହାମିଲଟନ, ୧୦ା୫: ପ୍ରଥମ ଥର ପାଇଁ ଜଣେ କିନ୍ନର ଅଲମ୍ପିକରେ ଅଂଶଗ୍ରହଣ କରିବେ । ୪୩ ବର୍ଷୀୟା ଲୌରେଲ ହବାର୍ଡ ବୟୋଜ୍ୟେଷ୍ଠ ଭାରୋତ୍ତୋଳିକା ଭାବେ ଅଲମ୍ପିକ ପାଇଁ ଯୋଗ୍ୟତା ହାସଲ କରିଛନ୍ତି । ସେ ଜଣେ ପୁରୁଷ ହୋଇ ଜନ୍ମ…

କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଲେ ପୀୟୁଷ ଚାୱାଲଙ୍କ ବାପା

ନୂଆଦିଲ୍ଲୀ, ୧୦/୦୫(ଓଡିଶା ଭାସ୍କର) : କରୋନା ମହାମାରୀ ଗୋଟିଏ ପରେ ଗୋଟିଏ ଜୀବନ ନେବାରେ ଲାଗିଛି । ଆଜି କରୋନାରେ ଆଖି ବୁଜିଛନ୍ତି କ୍ରିକେଟର୍ ପୀୟୁଷ ଚାୱାଲଙ୍କ ବାପା । ଆଜି ସକାଳୁ ପୀୟୁଷଙ୍କ ବାପା ପ୍ରମୋଦ…

କରୋନାରେ ଭାରତୀୟ ହକିର ପୂର୍ବତନ କୋଚ୍ ଏମ.କେ କୌଶିକଙ୍କ ପରଲୋକ

ନୂଆଦିଲ୍ଲୀ.୮ ।୪: କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ସୃଷ୍ଟି କରିଛି । ଏହାରି ମଧ୍ୟରେ ପୂର୍ବତନ ଭାରତୀୟ ହକି ଖେଳାଳି ତଥା ପ୍ରଶିକ୍ଷକ ଏମ.କେ କୌଶିକଙ୍କ ପରଲୋକ ହୋଇଛି । ସେ କରୋନାରେ ସଂକ୍ରମିତ ହୋଇଥିଲେ ।…

ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନସିପ ଏବଂ ଇଂଲଣ୍ଡ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା

ନୂଆ ଦିଲ୍ଲୀ, ୦୭/୦୫: ନିଉଜିଲ୍ୟାଣ୍ଡ ବିପକ୍ଷରେ ହେବାକୁ ଥିବା ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନସିପ ଫାଇନାଲ ଏବଂ ଇଂଲଣ୍ଡ ଟେଷ୍ଟ ସିରିଜ୍ ପାଇଁ ଖେଳାଳୀ ଘୋଷଣା କରିଛି ଟିମ ଇଣ୍ଡିଆ । ଏଥର ରବିନ୍ଦ୍ର ଜାଡେଜା, ହନୁମା…

ଇରଫାନ ପଠାନଙ୍କ ଉପରେ ବୋହୂର ଅବୈଧ ସମ୍ପର୍କ ଅଭିଯୋଗ ଆଣିଲେ ବୃଦ୍ଧ ଦମ୍ପତି, ଜାରି କଲେ ଭିଡିଓ

ଅହମ୍ମଦାବାଦ,୭ ।୫: ଭାରତର ପୂର୍ବତନ କ୍ରିକେଟର ଇରଫାନ ପଠାନଙ୍କ ଉପରେ ଅହମ୍ମଦାବାଦ ପୋଲିସ ବିଭାଗର ଅବସରପ୍ରାପ୍ତ କର୍ମଚାରୀ ସୟେଦ ଇବ୍ରାହିମ ତାଙ୍କ ବୋହୂ ସହ ଅବୈଧ ସମ୍ପର୍କ ରଖିବା ଅଭିଯୋଗ ଆଣିଛନ୍ତି । ଅଭିଯୋଗକାରୀ…

ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ପାଇଁ ଚିନ୍ତାରେ ବିସିସିଆଇ, ୟୁଏଇରେ ହୋଇପାରେ ମ୍ୟାଚ !

ନୂଆଦିଲ୍ଲୀ ୦୫ । ୦୫ (ଓଡ଼ିଶା ଭାସ୍କର) : ଦେଶରେ କରୋନା ଦିନକୁଦିନ ବଢ଼ିବାରେ ଲାଗିଛି । କରୋନା ମହାମାରୀ ଯୋଗୁ ଆଇପିଏଲ-୧୪ର ଅବଶିଷ୍ଟ ମ୍ୟାଚ୍‌କୁ ସ୍ଥଗିତ ରଖାଯାଇଛି । ଆଇପିଏଲ ଖେଳାଳିମାନେ ସଂକ୍ରମିତ ହେବା ପରେ…