Browsing Category

Top Stories

ଜନ୍ମ-ମୃତ୍ୟୁ ରେଜିଷ୍ଟ୍ରେସନ ପାଇଁ ଆବଶ୍ୟକ ନାହିଁ ଆଧାର କାର୍ଡ! ସରକାରଙ୍କ ତରଫରୁ ଲୋକଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ: ରେଜିଷ୍ଟ୍ରାର ଜେନେରାଲଙ୍କ କାର୍ଯ୍ୟାଳୟକୁ ଦେଶରେ ଜନ୍ମ ଏବଂ ମୃତ୍ୟୁ ପଞ୍ଜିକରଣ ସମୟରେ ଆଧାର ପ୍ରାମାଣିକିକରଣ କରିବାକୁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ତେବେ ଏଭଳି ପଞ୍ଜୀକରଣ ପାଇଁ ଆଧାର…

ଆଙ୍ଗୁଠି ଫୁଟାଉଥିଲେ ହୋଇପାରେ ଆର୍ଥ୍ରାଇଟିସ୍‌ ସମସ୍ୟା: ରିପୋର୍ଟ

ଆଙ୍ଗୁଠି ଫୁଟାଇବା ବହୁତ ଖରାପ ଅଭ୍ୟାସ । ଯଦି ଏହି ଅଭ୍ୟାସ ଦୀର୍ଘ ବର୍ଷ ଧରି ଲାଗି ରହେ ତେବେ ଭବିଷ୍ୟତରେ ଗୁରୁତର ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ଏପରି ତଥ୍ୟ ବିଷୟରେ କାନାଡା ୟୁନିଭର୍ସିଟି…

ଜନ୍ମବେଦୀରେ ସରି ଆସୁଛି ଲୀଳାଖେଳା: ଆଜି ବାହୁଡିବେ ମହାବାହୁ

ପୁରୀ : ଜନ୍ମବେଦୀରେ ସରିସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ରତ୍ନବେଦୀ ଛାଡି ଜନ୍ମବେଦୀକୁ ଯାଇଥିବା ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କର ନବଦିନାତ୍ମକ ଲୀଳାଖେଳା ସାରି ବୁଧବାର ବଡଦାଣ୍ଡକୁ ବାହୁଡିବେ । ଏଥିନେଇ…

୮୪ ଜଣଙ୍କୁ ସେବା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି, ଦେଖନ୍ତୁ ସମ୍ପୂର୍ଣ୍ଣ ଲିଷ୍ଟ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୮୪ ଜଣ ସେନା ଅଧିକାରୀଙ୍କୁ ସେବା ପୁରସ୍କାର ପ୍ରଦାନ କରିଛନ୍ତି । ଏହି ଅବସରରେ ୫୨ ଜଣଙ୍କୁ ଅତି ବିଶିଷ୍ଟ ସେବା ମେଡାଲ, ୩ ଜଣଙ୍କୁ ଉତ୍ତମ ଯୁଦ୍ଧ ସେବା ମେଡାଲ ଓ ୨୯ ଜଣଙ୍କୁ…

ଆପଣଙ୍କ ପିଲା ଚଗଲା ହେଉଛି କି ? ପାଠ ପଢ଼ୁନଥିଲେ ଆପଣାନ୍ତୁ ଏହି ଟିପ୍ସ

ସମସ୍ତ ଅଭିଭାବକ ମାନଙ୍କର ସ୍ବପ୍ନ ଥାଏ ଯେ ସେମାନଙ୍କର ପିଲା ପାଠ ପଢ଼ି ଭଲ ମଣିଷ ହେବ। ହେଲେ ଆଜିକାଲି ଅଧିକରୁ ଅଧିକ ପିଲା ପାଠପଢ଼ାରେ କମ ଡିଜିଟାଲ ଦୁନିଆରେ ଅଧିକ ମନ ଲଗାଉଛନ୍ତି। ତେଣୁ ଅଭିଭାବକ ମାନଙ୍କର ଚିନ୍ତା…

ଆସନ୍ତା ୨୯ ତାରିଖ ଛୁଟି ଘୋଷଣା: ବନ୍ଦ ରହିବ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ, ବ୍ୟାଙ୍କ ଓ କୋର୍ଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୯ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ, ରାଜ୍ୟରେ କାର୍ଯ୍ୟରତ ସମସ୍ତ ବ୍ୟାଙ୍କ, ବ୍ୟାଙ୍କିଂ ପ୍ରତିଷ୍ଠାନ, ରାଜସ୍ୱ ଓ ମାଜିଷ୍ଟ୍ରିଆଲ କୋର୍ଟ (ଏକଜିକ୍ୟୁଟିଭ୍) ବନ୍ଦ ରହିବ ।…

ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ରର ଚିଠି : IAS ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା କ୍ୟାଡରର ଜଣେ ଆଇଏଏସ୍ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁସଚିବ ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।…

କଶ୍ମୀର ଠାରୁ କେରଳ ପର୍ଯ୍ୟନ୍ତ ରହିଥିବା ସ୍ଥିତି କାରଣରୁ ଉପନିବେଶ ଯୁଗର ଦେଶଦ୍ରୋହ ଆଇନକୁ ବଜାୟ ରଖିବା ନିହାତି ଆବଶ୍ୟକ ହୋଇଯାଇଛି: ଆଇନ…

ନୂଆଦିଲ୍ଲୀ: ଦେଶଦ୍ରୋହ ଆଇନକୁ ବଜାୟ ରଖିବା ପାଇଁ ପ୍ୟାନେଲ ପକ୍ଷରୁ କରାଯାଇଥିବା ସୁପାରିଶକୁ ରକ୍ଷା କରି ଆଇନ କମିଶନ ଅଧ୍ୟକ୍ଷ ଜଷ୍ଟିସ ଋତୁ ରାଜ ଆୱସ୍ତି ନିଜର ମନ୍ତବ୍ୟ ପ୍ରଦାନ କରିଛନ୍ତି । ଜଷ୍ଟିସ ଆୱସ୍ତି…

କେନ୍ଦୁପତ୍ର ଉପରୁ ଜିଏସ୍‍ଟି ପ୍ରତ୍ୟାହାର ପାଇଁ ପୁଣି ଥରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୁଣି ଥରେ ଚିଠି ଲେଖିଛନ୍ତି । ରାଜ୍ୟର ୮ଲକ୍ଷ ଗରିବ କେନ୍ଦୁପତ୍ର…

ସାଧାରଣ ଉପଭୋକ୍ତାଙ୍କୁ ଶସ୍ତା ଦରରେ ହରଡ଼ ଡାଲି ଯୋଗାଇକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ: ଉପଭୋକ୍ତାଙ୍କ ସୁବିଧା ପାଇଁ ଜାତୀୟ ବଫର ଷ୍ଟକ୍‍ରୁ ହରଡ଼ ଡାଲି ଯୋଗାଇଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଆମଦାନୀ କରାଯାଇଥିବା ହରଡ଼ ଡାଲି ଭାରତୀୟ ବଜାରରେ ନିର୍ଦ୍ଧାରିତ ଓ ଲକ୍ଷ୍ୟ ଆଧାରିତ…