fbpx
Browsing Category

Top Stories

ରାଜ୍ୟରୁ ୧୧୭୮ କରୋନା ପଜିଟିଭ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ପୁଣି ଦୈନିକ ସଂକ୍ରମଣ ହଜାରେ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ…

କାଶୀପୁରରେ ରୂପ ବଦଳାଉଛି କଲେରା ଜୀବାଣୁ: ଏବେ ‘ଶିଗେଲା’ ଭାଇରସ୍ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଆତଙ୍କ ସୃଷ୍ଟି କରିଥିବା ହଇଜାକୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । କାଶୀପୁରରେ ରୂପ ବଦଳାଉଛି କଲେରା ଜୀବାଣୁ । ସେଠାରେ ଚିହ୍ନଟ ହୋଇଛି ନୂଆ ଜୀବାଣୁ ।…

ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ଶପଥ ନେବେ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯୋଗ ଦେବାକୁ…

ପେଟ୍ରୋଲ ଏବଂ ଡିଜେଲ ଉପରେ ଆଜି ମଧ୍ୟ ଜାରି ରହିଛି ରିହାତି, ଜାଣନ୍ତୁ ଆପଣଙ୍କ ସହରରେ ତେଲ ଦର କେତେ?

ଭୁବନେଶ୍ୱର: ଦୁଇ ମାସ ବିତିଗଲାଣି କିନ୍ତୁ ପେଟ୍ରୋଲ-ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଦେଖାଯାଇ ନାହିଁ। ଏହି ମଧ୍ୟରେ ମଧ୍ୟରେ ଅଶୋଧିତ ତୈଳର ମୂଲ୍ୟ ମଧ୍ୟ ପରିବର୍ତ୍ତନ ହେଉଥିବା ଦେଖାଯାଉଛି। କିଛି ଦିନ ପୂର୍ବରୁ…

୧୨ ଘଣ୍ଟା ପାଇଁ ବନ୍ଦ ରହିବ ଓଡ଼ିଶାର ଏହି ସହର: ଜାଣନ୍ତୁ କାହିଁକି?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ୧୨ ଘଣ୍ଡିଆ ଢେଙ୍କାନାଳ ବନ୍ଦ ପାଳନ । ବିଭିନ୍ନ ସଙ୍ଗଠନ ପକ୍ଷରୁ ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ କରାଯାଉଛିି । ଏନଏଚ ୫୫ର ଦୂରାବସ୍ଥା ପ୍ରତିବାଦରେ ଢେଙ୍କାନାଳ ବନ୍ଦ ପାଳନ…

(Video) ପୁଣି ଚମକିଲେ ନୀରଜ ଚୋପ୍ରା: ବିଶ୍ୱ ଆଥଲେଟିକ ଚାମ୍ପିଅନସିପର ଫାଇନାଲରେ ପହଞ୍ଚିଲେ ଗୋଲଡେନ୍ ବଏ

ନୂଆଦିଲ୍ଲୀ: ଅଲିମ୍ପିକର ଗୋଲ୍ଡେନ ବଏ ନୀରଜ ଚୋପ୍ରା ବିଶ୍ୱ ଆଟଲେଟିକ ଚାମ୍ପିଅନସିପ ଫାଇନାଲରେ ପହଞ୍ଜିଛନ୍ତି । ଯୋଗ୍ୟତାପର୍ଯ୍ୟାୟ ରାଉଣ୍ଡର ପ୍ରଥମ ଉଦ୍ୟମରେ ଫାଇନାଲରେ ପହଞ୍ଚିଛନ୍ତି ନୀରଜ । ୮୮.୩୯ ମିଟର ଫିଙ୍ଗି…

ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ପରେ ଉପକୃତ ଏତିକି ଲକ୍ଷ ଗରିବ ପରିବାର

ପୁରୀ: ଜିଲାର ପ୍ରାୟ ୪ ଲକ୍ଷ ଗରିବ ପରିବାରକୁ ବକେୟା ଦୁଇ ମାସର ଗହମ ମିଳିବ। ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଓ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ସେମାନଙ୍କୁ ଗତ ଫେବୃୟାରୀ ଓ ମାର୍ଚ୍ଚ ମାସର ଗହମ ଯୋଗାଇ…

ଆଜି ପ୍ରକାଶ ପାଇବ CBSE ପରୀକ୍ଷା ରେଜଲ୍ଟ

ନୂଆଦିଲ୍ଲୀ : ଆଜି ପ୍ରକାଶ ପାଇବାକୁ ଯାଉଛି ସିବିଏସଇ ପରୀକ୍ଷା ରେଜଲ୍ଟ । ସିବିଏସଇର ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ ଆଜି ପ୍ରକାଶ ପାଇବ । ସକାଳ ୧୦ଟାରେ ଦ୍ୱାଦଶ ଓ ଅପରାହ୍ନ ୨ଟାରେ ଦଶମ ରେଜଲ୍ଟ ବାହାରିବ ବୋଲି…

ରାଶିଫଳ(ଶୁକ୍ରବାର,୨୨ ଜୁଲାଇ,୨୦୨୨)

ମେଷ - ଆଜି କର୍ମକ୍ଷେତ୍ରରେ ଅବ୍ୟବସ୍ଥା, ପାରିବାରିକ ଜୀବନକୁ ପ୍ରଭାବିତ କରିବ । ଅବଶ୍ୟ ବହୁଳାଂଶରେ ସୁଫଳ ପାଇପାରିବେ । ମିତ୍ରତା ବନ୍ଧନରେ ଆବଦ୍ଧ ହେବା ସହ ସାମ୍ବାଦିକତା, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ…

ରାଷ୍ଟ୍ରପତି ନିର୍ବାଚନ ରେଜଲ୍ଟ: ଭାରତବର୍ଷର କେଉଁ ରାଜ୍ୟରୁ ଦ୍ରୌପଦୀଙ୍କୁ କେତେ ଓ ଯଶୱନ୍ତଙ୍କୁ କେତେ ଭୋଟ ମିଳିଲା, ଦେଖନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ: ଆଜି ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତକୁ ମିଳିଛି ନୂଆ ରାଷ୍ଟ୍ରପତି । ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ବିଜୟ ଲାଭ କରିଛନ୍ତି । ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ…