Browsing Category
Top Stories
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଚେତାବନୀ: ହେଡଫୋନ୍ ହେବ କାଳ, ୨୦୫୦ ସୁଦ୍ଧା ୨୫୦ କୋଟି ଲୋକ ବଧିର ହୋଇପାରନ୍ତି
ନୁଆଦିଲ୍ଲୀ: ପ୍ରଥମ ଥର ପାଇଁ ଫ୍ରାନ୍ସରେ ଏହିପରି ଗବେଷଣା କରାଯାଇଛି, ଯାହା ପୁରା ବିଶ୍ୱବାସୀଙ୍କୁ ଚକିତ କରିଛି । ଏହି ଗବେଷଣାରେ ୧୮ ରୁ ୭୫ ବର୍ଷ ବୟସ ମଧ୍ୟରେ ୧୮୬,୪୬୦ ଲୋକ ସାମିଲ କରାଯାଇଥିଲା । ଗବେଷଣା ଅନୁଯାୟୀ,…
କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଘୋଷଣା: ୧୪ ସାମଗ୍ରୀ ଉପରେ ଲାଗିବନି GST
ନୂଆଦିଲ୍ଲୀ: ପୁଣି ମହଙ୍ଗା ମାଡ଼ରେ ଘାଣ୍ଟି ହେବେ ସାଧାରଣ ଜନତା । ପୂର୍ବରୁ ତୈଳ ଦର ଓ ରନ୍ଧନ ଗ୍ୟାସ୍ ଦର ବୃଦ୍ଧିରେ ଛଟପଟ ହେଉଥିବା ଦେଶବାସୀଙ୍କୁ ଏବେ ଡାଲି ଭାତ ଉପରେ ମଧ୍ୟ ଟିକସ ଗଣିବାକୁ ପଡ଼ିବ । ଚଳିତ ମାସ ୧୮…
ନୂଆ ସବ୍-ଭାରିଆଣ୍ଟ ବଢାଉଛି ସଂକ୍ରମଣ: ହଟସ୍ପଟ୍ ପାଲଟିଛି ଖୋର୍ଦ୍ଧା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଉପରତଳ ହେବାରେ ଲାଗିଥିବା ବେଳେ ପ୍ରତିଦିନ ଶତାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲା କରୋନାର ହଟସ୍ପଟ୍ ପାଲଟିଥିବାବେଳେ ଏହାକୁ ରେଡଜୋନ୍…
ମୃତ୍ୟୁ ପ୍ରମାଣପତ୍ର ଦେବା ପାଇଁ ଲାଞ୍ଚ ନେଉଥିଲେ, ମାଡି ବସିଲା ଭିଜିଲାନ୍ସ
ଢେଙ୍କାନାଳ,(ଭାସ୍କର ନ୍ୟୁଜ୍): ମୃତ୍ୟୁ ପ୍ରମାଣପତ୍ର ଦେବା ପାଇଁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମେଡିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ଭିଜିଲାନ୍ସ ଜାଲରେ ଛନ୍ଦି…
ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼: ବିଜୟ ନିକଟତର ଋଷି ସୁନକ
ନୂଆଦିଲ୍ଲୀ: ବ୍ରିଟେନର ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଭବ ଋଷି ସୁନକ ଏହି ୟୁରୋପୀୟ ଦେଶର ପ୍ରଧାନମନ୍ତ୍ରୀ ଦୌଡ଼ରେ ଆଉ ପାଦେ ଆଗେଇଛନ୍ତି । ମଙ୍ଗଳବାର ଅନୁଷ୍ଠିତ ୪ର୍ଥ ପର୍ଯ୍ୟାୟ ଭୋଟରେ ସୁନକ ସବୁଠାରୁ…
ରାଶିଫଳ(ବୁଧବାର,୨୦ ଜୁଲାଇ,୨୦୨୨)
ମେଷ- ଅଶୁଭ ଗ୍ରହ ପ୍ରଭାବ ରହିବ ଫଳରେ କୌଣସି ପ୍ରକାରର ଧୋକା ମିଳିବ, ଆଜି ଲାଲ ମନ୍ଦାର ମଙ୍ଗଳା ମନ୍ଦିରରେ ଦିଅନ୍ତୁ, ଗଛିତ ଅର୍ଥବ୍ୟୟ ବଢିବ ଫଳରେ ମନ ଅଶାନ୍ତ ରହି ସଠିକ ନିଷ୍ପତି ନେଇ ନପାରି ମନ ଦୁଃଖ ହେବ,…
ଆଜିଠୁ +୨ ନାମଲେଖା ଆବେଦନ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜିଠୁ ଆରମ୍ଭ ହୋଇଛି +୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା । SAMS ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆବେଦନ କରିବେ । ଏନେଇ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ…
ଟିକିଏ ଏପଟ ସେପଟ ହେଲେ ଚାଲିଯିବ ଜୀବନ: ଦେଖନ୍ତୁ କିଭଳି ରେଳ ଲାଇନ ଅତିକ୍ରମ କରୁଛନ୍ତି ଲୋକେ
ନୂଆଦିଲ୍ଲୀ: ଟିକିଏ ସମୟ ଏପଟ ସେପଟ ହୋଇଥିଲେ ଜୀବନଟା ଚାଲି ଯାଇଥାନ୍ତା । ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏଥିରେ କିଛି ଲୋକ ରେଲୱେ ଟ୍ରାକ କ୍ରସ କରୁଥିବାର ଦେଖାଯାଇଛି । ତେବେ ଏହି…
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ବିଧାୟକ ପ୍ରତିନିଧିଙ୍କୁ ଗିରଫ କଲା ଇଡି
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମଙ୍ଗଳବାର ମନି ଲଣ୍ଡ୍ରିଂ ମାମଲାରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାୟକ ପ୍ରତିନିଧି ପଙ୍କଜ ମିଶ୍ରଙ୍କୁ ଗିରଫ କରିଛି । ଗିରଫ ପୂର୍ବରୁ ଇଡି ମିଶ୍ରଙ୍କୁ…
ଅଗଷ୍ଟ ୫ ତାରିଖ ସୁଦ୍ଧା ରାଜ୍ୟର ସ୍କୁଲ ପିଲାଙ୍କୁ ମିଳିବ ମାଗଣା ଜୋତା ଓ ପୋଷାକ, OSEPA ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସ୍କୁଲ ପିଲାଙ୍କୁ ମିଳିବ ମାଗଣା ପୋଷାକ ଓ ଜୋତା । ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଜଣେ ପିଲା ପିଛା ୪୦୦ ଟଙ୍କା ମୂଲ୍ୟର ଦୁଇ ହଳ ପୋଷାକ, ୨୦୦ ଟଙ୍କା ମୂଲ୍ୟର ହଳେ ଜୋତା ଓ ଦୁଇହଳ ମୋଜା ଯୋଗାଇ…