Browsing Category
Top Stories
ତାତିରୁ ମିଳିବ ଆଶ୍ୱସ୍ତି: ଆଗାମୀ ତିନିଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗୋଟିଏ ପଟେ ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଉପକୂଳ ଓଡ଼ିଶାରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ରୌଦ୍ରତାପ । ତେବେ ଏହାରି…
ଭାଣିଜୀର କଟା ପାଦ ନେଇ ଥାନାରେ ପହଞ୍ଚିଲେ ମାମୁଁ: କହିଲେ ଏମିତି…
ବିହାର: ବାବୁ ମତେ ନ୍ୟାୟ ଦିଅ! ମୋ ଭାଣିଜୀକୁ ନ୍ୟାୟ ଦିଅ! ଏମିତି ବାହୁନି ବାହୁନି କାନ୍ଦୁଛନ୍ତି ବିହାର ଭୋଜପୁର ଅଞ୍ଚଳର ଜଣେ ବ୍ୟକ୍ତି । ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଦେବା ପାଇଁ ଆଇନ ଆଗରେ ଗୁହାରି କରୁଛି ଜଣେ…
ଅନୁଭବ-ବର୍ଷା ବିବାଦ: ଷ୍ଟାର ଦମ୍ପତିଙ୍କ କଳହରେ ଆସିଲା ପୁଣି ନୂଆ ଟ୍ୱିଷ୍ଟ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସିନେ ତାରକା ତଥା ରାଜନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଦାମ୍ପତ୍ୟ କଳହରେ ଦିନକୁ ଦିନ ନୂଆ ଟ୍ୱିଷ୍ଟ ଯୋଡ଼ି ହେବାରେ ଲାଗିଛି । ତେବେ ବର୍ଷା ତାଙ୍କର ସ୍ୱାମୀ…
‘ରଣବୀର ଭର୍ସେସ ୱାଇଲ୍ଡ’: ବେୟର ଗ୍ରିଲ୍ସଙ୍କ ସହ ଦୁଃସାହସିକ ଯାତ୍ରା କଲେ ରଣବୀର ସିଂ
ନୂଆଦିଲ୍ଲୀ: ରଣବୀର ସିଂଙ୍କୁ କିଏ ବା ନଜାଣେ । ଅଭିନେତା ଭାବେ ରଣବୀର ସିଂ ଜଣେ ଚମତ୍କାର କଳାକାର । ରଣବୀର ସିଂ ନିଜର ଅତରଙ୍ଗୀ ପୋଷାକ ପାଇଁ ମଧ୍ୟ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି । ତେବେ ସିମ୍ବା ଓ ପଦ୍ମାବତ ଭଳି…
ବେଇମାନୀ ଯୋଗୁଁ ହାରିଲା କି ଭାରତ?: ପୁଣି ଅମ୍ପାୟାରିଂକୁ ନେଇ ଉଠିଲା ଆଙ୍ଗୁଠି
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ହରାଇଛି ଭାରତ । ୭ ୱିକେଟରେ ପ୍ରଥମ ଟି-୨୦ ଜିତି ସିରିଜରେ ୧-୦ରେ ଆଗୁଆ ରହିଛି ଦକ୍ଷିଣ ଆଫ୍ରିକା । ତେବେ ମ୍ୟାଚ ପରେ ଭାରତର ପରାସ୍ତକୁ…
ଖାକି ବର୍ଦ୍ଦି ଉପରେ ମନ୍ତ୍ରୀଙ୍କ ସମ୍ପର୍କୀୟର ଦବଙ୍ଗଗିରି: ହୋମଗାର୍ଡ ମାଗୁଛନ୍ତି ନ୍ୟାୟ
ବରେଲି: ବାରମ୍ବାର ଆଇନ ସହ ଖେଳିବାରେ ଲାଗିଛନ୍ତି ହାତରେ ପାୱାର ଥିବା କିଛି ବେଲଗାମ ନେତାମନ୍ତ୍ରୀ ଆଉ ସେମାନଙ୍କ ସମ୍ପର୍କୀୟ । ଯାହାର ଆଉଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ବରେଲି ଜିଲ୍ଲାରେ ।…
ଆଜି ରାଜ୍ୟରୁ ଚିହ୍ନଟ ହେଲେ ୨୦ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର…
୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକ ହରାଇଲେ ୩.୧୫ ଲକ୍ଷ କୋଟି
ନୂଆଦିଲ୍ଲୀ: ଗତକାଲି ଭାରତୀୟ ଶେୟାର ବଜାରରେ ଉନ୍ନତି ପରିଲକ୍ଷିତ ହୋଇଥିଲାବେଳେ ଆଜି ଶୁକ୍ରବାର କିନ୍ତୁ ପୁଣି କ୍ଷତି ଦେଖିବାକୁ ମିଳିଛି । ବୈଶ୍ୱିକ ସ୍ତରରେ ଆର୍ଥକ ମାନ୍ଦାବସ୍ତା କାରଣରୁ ଅନେକ ଦେଶର ଶେୟାର ବଜାର…
ଆସନ୍ତା ଜୁଲାଇ ୨ରୁ ବିଧାନସଭା ଅଧିବେଶନ ଆରମ୍ଭ, ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ଜୁଲାଇ ମାସ ୨ ତାରିଖରୁ ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ । ଅଧିବେଶନ…
କୋଲାକାତା ବାଂଲାଦେଶ ହାଇକମିଶନ ନିକଟରେ ଗୁଳିକାଣ୍ଡ: ୨ ମୃତ
କେଲକାତା: କୋଲକାତାରେ ଅବସ୍ଥିତ ବାଂଲାଦେଶ ହାଇକମିଶନ ପରିସରରେ ଘଟିଛି ବଡ ଧରଣର ଗୁଳିକାଣ୍ଡ । ଏହି ଘଟଣାରେ ଦୁଇ ଜଣ ସାଧାରଣ ଜନତା ପ୍ରାଣ ହରାଇଥିବା ଜାଣିବାକୁ ମିଳିଛି । ତେବେ ଗୁଳିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା…