Browsing Category
Top Stories
ପାଠକ ବାପ-ପୁଅଙ୍କ ଜାମିନ ଆବେଦନ ଖାରଜ
ଭୁବନେଶ୍ୱର, ୨୪ା୧୨ (ଓଡିଶା ଭାସ୍କର): ସ୍କାଏକିଙ୍ଗ ଠକେଇ ମାମଲାରେ ପୂର୍ବତନ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକଙ୍କୁ କୋର୍ଟରେ ହାଜର କରାଯାଇଥିଲା । କମିଶନରେଟ ପୋଲିସ ତାଙ୍କୁ କୋର୍ଟରେ ହାଜର କରିଥିଲା । ତେବେ ଏଡିଜେ-୩…
‘ପରୀ’ ମାମଲାରେ ଡେମୋ ଦେଖାଇଲା ସରୋଜ, ବଡ ଖୁଲାସା କଲେ ଅରୁଣ
ନୟାଗଡ,୨୪ ।୧୨(ଓଡିଶା ଭାସ୍କର): ବହୁ ଚର୍ଚ୍ଚିତ ନୟାଗଡ ‘ପରୀ’ ମୃତ୍ୟୁ ମାମଲାରେ ଅଭିଯୁକ୍ତ ସରୋଜକୁ ଯଦୁପୁର ଆଣି ସିନ୍ ରିକ୍ରିଏସନ୍ କରିଛି ଏସଆଇଟି । ଘଟଣାସ୍ଥଳକୁ ଆଣି ସରୋଜକୁ ଡେମୋ କରାଇଛି ଏସଆଇଟି । ପେଖେରୀକୂଳରେ…
ଦେଶର ସର୍ବବୃହତ ହକି ଷ୍ଟାଡିୟମ ହେବ ରାଉରକେଲାରେ
ରାଉରକେଲା, ୨୪ା୧୨ (ଓଡିଶା ଭାସ୍କର): ରାଉରକେଲାରେ ନିର୍ମାଣ କରାଯିବ ଦେଶର ସର୍ବବୃହତ ହକି ଷ୍ଟାଡିୟମ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଷ୍ଟାଡିୟମରେ ଏକକାଳୀନ ୨୦ ହଜାର ଦର୍ଶକ ବସି ଖେଳ…
କରୋନାର ନୂଆ ଷ୍ଟ୍ରେନ ଦ୍ୱିତୀୟ ୱେଭ ନୁହେଁ : DMET
ଭୁବନେଶ୍ୱର,୨୪ ।୧୨(ଓଡିଶା ଭାସ୍କର): ବ୍ରିଟେନରେ ଦେଖାଦେଇଥିବା କରୋନା ଭାଇରସର ନୂଆ ଷ୍ଟ୍ରେନକୁ ନେଇ ସାରା ବିଶ୍ୱର ହଇଚଇ ସୃଷ୍ଟି ହୋଇଛି । ଏନେଇ ଅନେକ ଦେଶ ବ୍ରିଟେନକୁ ଯିବା-ଆସିବା କରୁଥିବା ବିମାନ ଉପରେ…
ରାଜ୍ୟରେ ଆଜି ୨୬୩ ପଜିଟିଭ୍ ଚିହ୍ନଟ, ୪ ମୃତ
ଭୁବନେଶ୍ୱର,୨୪।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୨୬୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୦ ଜଣ ଓ ସ୍ଥାନୀୟ…
ପରୀ ମାମଲାରେ ଚାର୍ଜସିଟ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ,୨୪ ।୧୨(ଓଡିଶା ଭାସ୍କର): ବହୁଚର୍ଚ୍ଚିତ ନୟାଗଡ ଯଦୁପୁର ‘ପରୀ’ ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ ପାଇଁ ଆଜି ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଘଟଣାକୁ ଦୀର୍ଘଦିନ ବିତିଯାଇଥିବାରୁ ହାଇକୋର୍ଟ…
ଜେଲରେ ଓକିଲଙ୍କୁ ଭେଟିପାରିବେ ପ୍ରଦୀପ
ଭୁବନେଶ୍ୱର,୨୪ ।୧୨(ଓଡିଶା ଭାସ୍କର): ଠକେଇ ମାମଲାରେ ଗିରଫ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ମାମଲାରେ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ରିଟ୍ ଆବେଦନର ବିଚାର କରି ଅନ୍ତରୀଣ ନିର୍ଦ୍ଦେଶ…
ବ୍ରିଟେନ୍ ଫେରନ୍ତା ୨ କରୋନା ପଜିଟିଭ୍ ଦିଲ୍ଲୀ ଏୟାରପୋର୍ଟରୁ ଗାଏବ୍
ନୂଆଦିଲ୍ଲୀ,୨୪ ।୧୨: ବ୍ରିଟେନରେ ଦେଖାଦେଇଥିବା କରୋନା ଭାଇରସର ନୂଆ ଷ୍ଟ୍ରେନକୁ ନେଇ ସାରା ବିଶ୍ୱର ହଇଚଇ ସୃଷ୍ଟି ହୋଇଛି । ଏନେଇ ଅନେକ ଦେଶ ବ୍ରିଟେନକୁ ଯିବା-ଆସିବା କରୁଥିବା ବିମାନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ।…
୧୦ ଡିଗ୍ରୀ ତଳେ ରାଜ୍ୟର ୧୧ ସହର
ଭୁବନେଶ୍ୱର, ୨୪ା୧୨ (ଓଡିଶା ଭାସ୍କର): ରାଜ୍ୟର ୧୧ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ୪.୫ ଡିଗ୍ରୀ ସେଲସିୟସ ସହ ଫୁଲବାଣୀ ରାଜ୍ୟର ସବୁଠାରୁ ଥଣ୍ଡା ସହରର ମାନ୍ୟତା ପାଇଛି ।
ଅନ୍ୟ ସହରମାନଙ୍କ ମଧ୍ୟରେ…
ପୁଣି ମାଓ ତାଣ୍ଡବ: ଘରୁ ଡାକିନେଇ ଜଣଙ୍କୁ ହତ୍ୟା
ଚିତ୍ରକୋଣ୍ଡା, ୨୪ା୧୨: ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଜଣଙ୍କୁ ହତ୍ୟା କରିଛନ୍ତି । ମାଓବାଦୀମାନେ ତାଙ୍କୁ ଘରୁ ଡାକି ନେଇ ଧାରୁଆ ଅସ୍ତ୍ର ଦ୍ୱାରା ହତ୍ୟା କରିଛନ୍ତି । ଆନ୍ଧ୍ରପ୍ରଦେଶର ପେଦାବାଇଲୁ ବ୍ଲକ…