Browsing Category
Top Stories
ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତି
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତି ନିଯୁକ୍ତ ହୋଇଛନ୍ତି । ବାର୍ ରୁ ୨ ଜଣ ଓ ୨ ଜଣ ଜୁଡ଼ିସିଆଲ ଅଫିସର୍ , ବିଚାରପତି ହେବେ । ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ବିଚାରପତି ହେବେ । ତାଙ୍କ…
ବୁର୍ଲା ଭିସୁଟରେ ଗଣ୍ଡଗୋଳ, ୧୨ ଛାତ୍ରଙ୍କୁ ରଷ୍ଟିକେଟ୍
ବୁର୍ଲା(ଓଡ଼ିଶା ଭାସ୍କର): ବୁର୍ଲା ଭିସୁଟରେ ୩ ବର୍ଷର ଇଞ୍ଜିନିୟରିଂ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ନିଆଯାଇଛି ବଡ଼ କାର୍ଯ୍ୟାନୁଷ୍ଠାନ । ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି…
ମତଦାନ ଆରମ୍ଭରୁ ‘ଖେଲା’ ଆରମ୍ଭ, ମମତାଙ୍କ ବିଧାୟକଙ୍କ ଉପରେ ଲାଗିଲା ଇଭିଏମ୍ ବନ୍ଦ କରିବା ଅଭିଯୋଗ
କୋଲକାତା: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରେ ସକାଳ ୭ଟାରୁ ଉପନିର୍ବାଚନ ଆରମ୍ଭ ହୋଇଯାଇଛି । ତେବେ ମତଦାନ ଆରମ୍ଭ ରୁ ହିଁ ଦୁଇ ଦଳ ମଧ୍ୟରେ କାଦୁଅ ଫିଙ୍ଗାଫିଙ୍ଗି ଆରମ୍ଭ ହୋଇଯାଇଛି । ତେବେ ଭବନୀପୁର ଆସନରେ…
ପିପିଲି ଉପନିର୍ବାଚନ: ଦିନ ୧୧ଟା ସୁଦ୍ଧା ୨୪.୭୬% ମତଦାନ
ପିପିଲି(ଓଡ଼ିଶା ଭାସ୍କର): ପିପିଲି ଉପନିର୍ବାଚନରେ ମତଦାନ ଜୋରଦାର୍ ଭାବରେ ଆଗେଇ ଚାଲିଛି । ତେବେ ଦିନ ୧୧ଟା ସୁଦ୍ଧା ୨୪.୭୬% ମତଦାନ ହୋଇଛି । ସେହିପରି ସକାଳ ୯ଟା ସୁଦ୍ଧା ୭.୮% ମତଦାନ ହୋଇଥିଲା । ତେବେ କୋଭିଡ୍ କଟକଣା…
ଭବାନୀପୁରରେ ଚାଲିଛି ମତଦାନ: ମମତା ଓ ପ୍ରିୟଙ୍କାଙ୍କ ମଧ୍ୟରେ କଡ଼ା ଟକ୍କର, ସମସେରଗଞ୍ଜରେ ଟିଏମସି ନେତା ଗିରଫ୍
କୋଲକତା: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି । ଏହି ଆସନ ପାଇଁ ୨ ଲକ୍ଷରୁ ଅଧିକ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ବାଛୁଛନ୍ତି ।…
ଆଜି ରାଜ୍ୟରୁ ବାହାରିଲେ ୬୦୨ ପଜିଟିଭ, ଜାଣନ୍ତୁ କେଉଁଠୁ କେତେ
ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା…
ପିପିଲି ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ୭.୮% ମତଦାନ
ପିପିଲି(ଓଡ଼ିଶା ଭାସ୍କର): ଆଜି ପିପିଲି ଉପନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ । ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ପିପିଲି ପାଇଁ ନେତା ବାଛୁଛନ୍ତି ମତଦାତା । ସକାଳ ୯ଟା ସୁଦ୍ଧା ୭.୮ ପ୍ରତିଶତ ମତଦାନ ହୋଇଥିବା…
ମେଡିକାଲରେ ଭର୍ତ୍ତି ହେଲେ ଅଭିନେତ୍ରୀ ଶ୍ୱେତା ତିୱାରୀ, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ: ଟିଭି ଅଭିନେତ୍ରୀ ଶ୍ୱେତା ତିୱାରୀଙ୍କୁ ଦୁର୍ବଳତା ଓ ଲୋ ବ୍ଲଡ ପ୍ରେସର କାରଣରୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଶ୍ୱେତାଙ୍କ ଟିମ୍ ପକ୍ଷରୁ କୁହାଯାଇଛି ଯେ, ଅଭିନେତ୍ରୀ ଲଗାତାର ନିଜର ବ୍ୟସ୍ତବହୁଳ କାମରେ…
ପାର୍କିଂରେ ପ୍ରେମିକ ସହିତ ଶାରୀରିକ ସମ୍ପର୍କ ରଖୁଥିବା ବେଳେ ପହଞ୍ଚିଗଲା ସ୍ୱାମୀ, ଆଉ ତା’ପରେ…
ଆମେରିକାର ମେରିଲ୍ୟାଣ୍ଡର ଜଣେ ବ୍ୟକ୍ତି ନିଜ ପତ୍ନୀଙ୍କୁ ଲଗାତାର ଅନେକ ବର୍ଷ ଧରି ମାଡ଼ ମାରୁଥିବାର ଅଭିଯୋଗ ହୋଇଛି । ରିପୋର୍ଟ ମୁତାବକ, ଅଭିଯୁକ୍ତ ବ୍ୟକ୍ତି ନିଜ ପତ୍ନୀଙ୍କୁ ତାଙ୍କ ପ୍ରେମିକଙ୍କ ସହ ସମ୍ବନ୍ଧ…
ପିପିଲି ଉପନିର୍ବାଚନ: ଇଭିଏମ ଅଚଳ
ପିପିଲି(ଓଡ଼ିଶା ଭାସ୍କର): ପିପିଲି ଉପନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ସକାଳ ୭ଟାରୁ ସନ୍ଧ୍ୟା ୭ଟା ଯାଏଁ ଚାଲିବ ଭୋଟ୍ । ଏହାରି ମଧ୍ୟରେ ପିପିଲିର ଏକ ବୁଥରେ ଇଭିଏମ ଅଚଳ ହୋଇଛି, ଫଳରେ ମତଦାନ…