fbpx
Browsing Category

Top Stories

ବଡ଼ ଖବର: ରାଜ୍ୟର ୨୮ ଜିଲ୍ଲାରୁ ୧୬୪୩ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୮ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି୨୮ ଜିଲ୍ଲାରୁ ୧୬୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୧୮ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୨୫ଜଣ…

ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ

ନୂଆଦିଲ୍ଲୀ, ୮ା୮: ଦେଶର ନୂଆ ସିଏଜି ଭାବେ ଶପଥ ଗ୍ରହଣ କରିଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ । ଓଡ଼ିଆ ଆଇଏଏସ ଅଫିସର ଗିରୀଶ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି

କେରଳ, ୮ା୮: କେରଳରେ ଗତକାଲି ଏୟାର ଇଣ୍ଡିଆ ବିମାନର କ୍ରାସ ଲ୍ୟାଣ୍ଡିଂ ହୋଇଥିଲା । ଏହି ଦୁର୍ଘଟଣାରେ ୨ ପାଇଲଟଙ୍କ ସମେତ ୧୭ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ବିମାନରେ ଥିବା ୧୨୧ ଯାତ୍ରୀ ଆହତ ହୋଇଛନ୍ତି ଓ ୧୫ଜଣ ଗୁରୁତର…

୨୪ଘଣ୍ଟାରେ ୬୧,୫୩୭ ଆକ୍ରାନ୍ତ ଚିହ୍ନଟ ଓ ୯୩୩ ଜଣ ମୃତ

ନୂଆଦିଲ୍ଲୀ, ୮ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୧,୫୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୩୩ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା…

ହୀରାକୁଦ ଡ୍ୟାମ୍‌ର ଖୋଲିଲା ଆଉ ଗୋଟିଏ ଗେଟ୍

ସମ୍ବଲପୁର, ୮/୮(ଓଡିଶା ଭାସ୍କର): ସମ୍ବଲପୁରରେ ଖୋଲିଲା ହୀରାକୁଦ ଡ୍ୟାମ୍‌ର ଗୋଟିଏ ଗେଟ୍।ଏବେ ମୋଟ ୮ଟି ଗେଟ୍ ଦେଇ ଡ୍ୟାମ୍‌ରୁ ଜଳ ନିଷ୍କାସନ ଜାରି ରହିଛି। ଲଘୁଚାପ ଯୋଗୁଁ ରାଜ୍ୟର କେତେକ ଜିଲ୍ଲା ରେ ବର୍ଷା ହେଉଛି।…

ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମୃଦୁ ଭୂମିକମ୍ପ

ଗଞ୍ଜାମ,୮/୮(ଓଡିଶା ଭାସ୍କର): ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଗଞ୍ଜାମର ପାତ୍ରପୁର ବ୍ଲକ ଓ ଗଜପତିର କିଛି ଅଞ୍ଚଳରେ ଭୂମିକମ୍ପ ହୋଇଛି। ରିକ୍ଟର ସ୍କେଲରେ ୩.୮ ତୀବ୍ରତାର ଭୂମିକମ୍ପ…

ଚେୟାରରେ ବସି କାମ କଲାବେଳେ କରୁଛନ୍ତି କି ଏହି ଭୁଲ୍‌

‌ଅଫିସ ହେଉ ବା ଘର, ଲୋକମାନଙ୍କୁ ଦୀର୍ଘ ସମୟ ଚେୟାରରେ ବସିବାକୁ ପଡିଥାଏ । ଏପରିକି ୮ରୁ ୯ ଘଣ୍ଟା ପର୍ଯ୍ୟନ୍ତ ବସି ରହି କାର୍ଯ୍ୟ କରିବାକୁ ପଡ଼ିଥାଏ। ତେଣୁ ଯଦି ଏପରି କରୁଥାନ୍ତି ତେବେ କେତେକ ଦିଗ ପ୍ରତି ନଜର ଦେବା…

ପ୍ରତିଦିନ ଛତୁଆ ଖାଇଲେ ଶରୀର ପାଇଁ କଣ ଲାଭଦାୟକ ହୋଇଥାଏ ଜାଣନ୍ତୁ

ଛତୁଆ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଏଥିରେ କ୍ୟାଲସିୟମ୍‌, ଫାଇବର ଓ ମ୍ୟାଗ୍ନେସିୟମ୍ ଭଳି ପୋଷାକତତ୍ୱ‌ ରହିଛି। ଛତୁଆ ଖାଇଲେ ଆମକୁ ଅନେକ ରୋଗରୁ ମୁକ୍ତି ମିଳିଥାଏ।ଆସନ୍ତୁ ଜାଣିବା ନିୟମିତ ଛତୁଆ ଖାଇବା…