fbpx
Browsing Category

Top Stories

୩ଦିନ ପାଇଁ ସଟଡାଉନ ରହିବ ରାଜ୍ୟର ଏହି ଜିଲ୍ଲା

ନବରଙ୍ଗପୁର, ୭ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ ସବୁ ଜିଲ୍ଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । ସେହିପରି ନବରଙ୍ଗପୁର…

ନୂଆ ଶିକ୍ଷାନୀତିକୁ ନେଇ କଣ କହିଲେ ପ୍ରଧାନମନ୍ତ୍ରୀ? ଜାଣନ୍ତୁ

ନୂଆଦିଲ୍ଲୀ, ୭ା୮: ନୂଆ ଶିକ୍ଷାନୀତିକୁ ନେଇ ମତ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦୀର୍ଘଦିନ ଧରି ନୂଆ ଶିକ୍ଷାନୀତିର ଅପେକ୍ଷା ଥିଲା । ସେ କହିଛନ୍ତି ନୂଆ ଶିକ୍ଷା ନୀତି ନୂଆ ଭାରତର ଆଧାରଶୀଳ ହେବ । ଗତ…

ଟିକ୍ ଟକ୍ ଓ ୱିଚାଟକୁ ନେଇ ଜାଣନ୍ତୁ କଣ ନିଷ୍ପତ୍ତି ନେଲେ ଟ୍ରମ୍ପ?

ନୂଆଦିଲ୍ଲୀ, ୭ା୮: ଭାରତ ପରେ ଆମେରିକା ପକ୍ଷରୁ ଚୀନକୁ ଆଉ ଏକ ଝଟକା । ଟିକ୍ ଟକ୍ ଓ ୱିଚାଟ ଆପ୍ କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଆମେରିକାରେ ୪୫ଦିନ ପରେ ଟିକ୍ ଟକ୍ ଓ…

ରାଜ୍ୟରେ ଆଜି ସର୍ବାଧିକ ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର, ୭ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୧୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ…

କରୋନାରେ ବେହାଲ ଓଡ଼ିଶା: ଆଜି ୨୯ ଜିଲ୍ଲାରୁ ୧୮୩୩ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୭ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୭୧୫ ଜଣ…

ନୂଆ ସିଏଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, ୭ା୮(ଓଡ଼ିଶା ଭାସ୍କର): ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନୂଆ ଦାୟିତ୍ୱ ପାଇଁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଓଡ଼ିଶା ଜନ୍ମିତ ଗିରୀଶ ଚନ୍ଦ୍ର ବର୍ତ୍ତମାନ ଦେଶର ନୂଆ…

ସୁଶାନ୍ତଙ୍କ ମୃତ୍ୟୁ ମାମଲା, ରିୟାଙ୍କୁ ଇଡ଼ିର ଝଟକା

ନୂଆଦିଲ୍ଲୀ, ୭ା୮: ଲୋକପ୍ରିୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ କିଛି ଦିନ ବିତି ଯାଇଥିଲେ ମଧ୍ୟ ଏହି ମାମଲାର ଏପର୍ଯ୍ୟନ୍ତ ପର୍ଦ୍ଦାଫାସ ହୋଇପାରିନାହିଁ । ସେ ଆତ୍ମହତ୍ୟା କରିଥିଲେ ନା ତାଙ୍କୁ କିଏ ହତ୍ୟା…

୨୪ଘଣ୍ଟାରେ ୬୨,୫୩୮ ଆକ୍ରାନ୍ତ ଚିହ୍ନଟ ଓ ୮୮୬ ଜଣ ମୃତ

ନୂଆଦିଲ୍ଲୀ, ୭ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୨,୫୩୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୮୬ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା…