fbpx
Browsing Category

Top Stories

ଜିମ ଓ ଯୋଗ କେନ୍ଦ୍ର ପାଇଁ ଜାରି ହେଲା ଗାଇଡ଼ଲାଇନ

ନୂଆଦିଲ୍ଲୀ, ୩ା୮: ଦେଶ ଓ ରାଜ୍ୟରେ ଅନଲକ ୩.୦ ଆରମ୍ଭ ହୋଇଯାଇଛି । ଅନଲକ ୩.୦ରେ ଜିମ୍ ଓ ଯୋଗ କେନ୍ଦ୍ର ଖୋଲିବା ପାଇ ଅନୁମତି ମିଳିଛି । କିନ୍ତୁ କରୋନା ପାଇଁ ସତର୍କତା ଜରୁରୀ ତେଣୁ ଜିମ୍ ଓ ଯୋଗ କେନ୍ଦ୍ର ପାଇଁ…

ପିଏମ ଶ୍ରମଯୋଗୀ ମାନଧନ ଯୋଜନା: ଏଥିରେ ୪୪ ଲକ୍ଷ ଶ୍ରମିକଙ୍କୁ ମାସିକ ମିଳିବ ୩୦୦୦ ଟଙ୍କା, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ?

ନୂଆଦିଲ୍ଲୀ,୩ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅସଙ୍ଗଠିତ କ୍ଷେତ୍ର ପାଇଁ ୩ଟି ପେନସନ ଯୋଜନା ଆରମ୍ଭ କରିଛନ୍ତି । ଏହି ପେନସନଗୁଡିକ କୃଷକ, ବ୍ୟବସାୟୀ ଓ ଶ୍ରମିକମାନଙ୍କ ପାଇଁ ଆରମ୍ଭ କରାଯାଇଛି । ଏଥିରେ…

ଭୁବନେଶ୍ୱରରେ ୧.୪% ଲୋକ ଅଜାଣତରେ କରୋନାରେ ଆକ୍ରାନ୍ତ ହୋଇ ଭଲ ହୋଇଛନ୍ତି: ସେରୋ ସର୍ଭେ

ଭୁବନେଶ୍ୱର, ୩ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ୧.୪ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି । ଆଣ୍ଟିବଡ଼ି ହେଉଛି ଶରୀରରେ ସୃଷ୍ଟି ହୋଇଥିବା ରୋଗ ପ୍ରତିରୋଧ ଶକ୍ତି । ୧.୪ ପ୍ରତିଶତ ଲୋକ ଅଜାଣତରେ…

ରାଜ୍ୟରେ ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩ ।୮(ଓଡିଶା ଭାସ୍କର): ରାଜ୍ୟରେ ପ୍ରଶାସନିକ ସ୍ତରରେ ଆଜି ଛୋଟ ଧରଣର ଅଦଳବଦଳ ହୋଇଛି । ଖୋର୍ଦ୍ଧା ଜିଲ୍ଲାପାଳ ସିତାଂଶୁ କୁମାର ରାଉତଙ୍କର ବଦଳି ହୋଇଛି । ତାଙ୍କ ଜାଗାରେ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ…

ମେଡ଼ିକାଲରେ କରୋନା ଆକ୍ରାନ୍ତଙ୍କୁ ମୋବାଇଲ ବ୍ୟବହାର ପାଇଁ ଅନୁମତି

ଭୁବନେଶ୍ୱର, ୩ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାସହ ଏବେ ବି ବହୁତ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାରି ମଧ୍ୟରେ ଏବେ କରୋନା…

ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୩ ।୮(ଓଡିଶା ଭାସ୍କର): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆଜିଠାରୁ ୩ ଦିନ ଯାଏ ରାଜ୍ୟରେ…