fbpx
Browsing Category

Top Stories

ସୁନା ଓ ରୂପା ଦରରେ ଅହେତୁକ ବୃଦ୍ଧି: ସୁନା ରେଟ୍ ୫୦ହଜାର ଓ ରୂପା ୬୧ହଜାର

ନୂଆଦିଲ୍ଲୀ, ୨୨ା୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଲୋକମାନେ ଏବେ କରୋନା ଭଳି ମହାମାରୀ ସହ ଲଢ଼େଇ କରୁଛନ୍ତି । ଏହାରିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଭଳି ଦେଶରେ…

ଚଳିତଥର ତିନି ରଥକୁ ନଭଙ୍ଗାଯାଇ ସଂଗ୍ରହାଳୟରେ ରଖିବା ନେଇ ନିଷ୍ପତ୍ତି

ପୁରୀ, ୨୨ା୭(ଓଡ଼ିଶା ଭାସ୍କର): ପୁରୀରେ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଶେଷ ହୋଇସାରିଛି । କିନ୍ତୁ ଏବର୍ଷର ତିନୋଟି ରଥକୁ ନଭାଙ୍ଗିବାକୁ ସ୍ଥିର କରାଯାଇଛି । ଜଗନ୍ନାଥ ବଲ୍ଲଭ ପରିସରରେ ୩ରଥକୁ ରଖାଯିବା ପାଇଁ…

ଚଳିତବର୍ଷ କରୋନା ପାଇଁ କମିବ ସିଲାବସ୍: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୨ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କରୋନା ପାଇଁ ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ ବେଶ ପ୍ରଭାବ ପଡ଼ିଛି । ତେଣୁ ସବୁ ପରିସ୍ଥିତିକୁ ଦୃଷ୍ଟିରେ ରଖି…

ଭୁବନେଶ୍ୱରରୁ ଆଜି ୯୧ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ

ଭୁବନେଶ୍ୱର, ୨୨ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୧୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରର ୯୧ଜଣ ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୯୧ କରୋନା ଆକ୍ରାନ୍ତଙ୍କ…

ପୁଣେର ସେରମ ଇନଷ୍ଟିଚ୍ୟୁଟ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନଭେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଆସିପାରେ କରୋନା ଭ୍ୟାକ୍ସିନ୍

ଭୁବନେଶ୍ୱର, ୨୨ା୭(ଓଡ଼ିଶା ଭାସ୍କର): କୋଭିଡ଼ ଟିକା ଅଗ୍ରଗତି ସମ୍ପର୍କରେ ଭିଡ଼ିଓ କନଫରେନ୍ସ ଜରିଆରେ ଆଜି ପୁଣେର ସେରମ ଇନଷ୍ଟିଚ୍ୟୁଟ ସିଇଓ ଆଦାର ପୁନାୱାଲାଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

୭ଦିନ ପାଇଁ ରାୟଗଡ଼ା ସଟଡାଉନ

ରାୟଗଡ଼ା, ୨୨ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏନେଇ ପ୍ରାୟ ସବୁ ଜିଲ୍ଲାରେ କରୋନା ମୁକାବିଲା ନେଇ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି । ଏହାରି ମଧ୍ୟରେ…