fbpx
Browsing Category

Top Stories

କରୋନାକୁ ହରାଇଲେ ୯୫ବର୍ଷର ବୃଦ୍ଧ, ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, ୨୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କରୋନାରେ ଗଞ୍ଜାମ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହୋଇଛି । କିନ୍ତୁ ଗଞ୍ଜାମ ଜିଲ୍ଲାର ସୋରଡ଼ା ବ୍ଲକରେ ଏକ…

ବିଜୟ ମହାନ୍ତିଙ୍କୁ ଶେଷ ବିଦାୟ

ଭୁବନେଶ୍ୱର,୨୧ ।୭(ଓଡିଶା ଭାସ୍କର): ଓଲିଉଡ ଜଗତର ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କର ଗତକାଲି ପରଲୋକ ହୋଇଯାଇଛି । ଏନେଇ ଆଜି ତାଙ୍କ ମରଶରୀରକୁ ଉତ୍କଳ ସଙ୍ଗୀତ ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରୀୟ ସମ୍ମାନ ଦିଆଯାଇଛି ।…

ଲକଡାଉନରେ ମହଙ୍ଗା ପଡିଲା ବଟର ଚିକେନ୍: ୩୨ କିମି ଯିବାରୁ ଲାଗିଗଲା ୧.୨୩ ଲକ୍ଷର ଜୋରିମାନା

ଲକଡାଉନ ସତ୍ୱେ ଲୋକମାନେ ନିଜ ସଉକ ଛାଡିବାକୁ ନାରାଜ । ସେହିପରି ଏକ ଅଜବ ଘଟଣା ଅଷ୍ଟ୍ରେଲିଆର ମେଲବର୍ଣ୍ଣ ସହରରୁ ଆସିଛି, ଯାହାକୁ ଶୁଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ । ସାରା ବିଶ୍ୱରେ କରୋନା ପାଇଁ ଲକ ଡାଉନ…

ରାଜ୍ୟରେ ୧୦୦ ଟପିଲା ମୃତ୍ୟୁ ସଂଖ୍ୟା: କରୋନା ନେଲା ଆଉ ୬ ମୁଣ୍ଡ

ଭୁବନେଶ୍ୱର,୨୧ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଏହାରି ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ଆଜି…

ଅବସରପ୍ରାପ୍ତ IAS ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ ।୭(ଓଡିଶା ଭାସ୍କର): ଓଡିଶାର ଅବସରପ୍ରାପ୍ତ ଆଇଏଏସ ପ୍ରିୟବ୍ରତ ପଟ୍ଟନାୟକଙ୍କର ଆଜି ମୁମ୍ବାଇ ସ୍ଥିତ ଆପୋଲୋ ମେଡିକାଲରେ ପରଲୋକ ଘଟିଛି । ଚିକିତ୍ସାଧି ଅବସ୍ଥାରେ ହିଁ ତାଙ୍କର ଦେହାନ୍ତ ଘଟିଛି । ମୃତ୍ୟୁ…

ରାଜ୍ୟରେ ମାଡିଚାଲିଛି କରୋନା: ଆଜି ପୁଣି ୬୪୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୧ ।୭(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୨୩ଟି ଜିଲ୍ଲାରୁ ୬୪୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୧ଜଣ…