fbpx
Browsing Category

Top Stories

ଆଜିଠୁ ଗଞ୍ଜାମରେ ଆରମ୍ଭ ହେବ ପ୍ଲାଜମା ଥେରାପି

ଗଞ୍ଜାମ,୨୧/୭(ଓଡିଶା ଭାସ୍କର): କରୋନା ମୁକାବିଲା ପାଇଁ ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି ପ୍ଲାଜମା ଥେରାପି । ଶୀତଳାପଲ୍ଲୀରେ ଥିବା ଟାଟା କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଚିକିତ୍ସା କରାଯିବ ।…

ପରଲୋକରେ ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜୀ ଟଣ୍ଡନ

ଲକ୍ଷ୍ନୌ, ୨୧/୭: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜୀ ଟଣ୍ଡନଙ୍କ ପରଲୋକ ଘଟିଛି।  ଲାଲଜୀ ଟଣ୍ଡନଙ୍କ ପୁଅ ଆଶୁତୋଷ ଟଣ୍ଡନ ଏନେଇ ସୂଚନା ଦେଇଛନ୍ତି। ଲକ୍ଷ୍ନୌର ଏକ ହସ୍ପିଟାଲରେ ଲାଲଜୀ ଟଣ୍ଡନ ଚିକିତ୍ସିତ ହେଉଥିଲେ।ଦୁଇଦିନ…

କିସ୍‌ମିସ୍‌ ଖାଇବା ଦ୍ୱାରା କଣ ସବୁ ଫାଇଦା ମିଳିଥାଏ ଜାଣନ୍ତୁ

ଅଙ୍ଗୁରୁକୁ ଶୁଖାଇ କିସ୍‌ମିସ୍‌ ତିଆରି କରାଯାଇଥାଏ।କିସ୍‌ମିସ୍‌ ଏକ  ଡ୍ରାଏଫ୍ରୁଟ୍।  ଏହାକୁ ଖାଇଲେ, ଅନେକ ରୋଗରୁ ଉପଶମ ମିଳିଥାଏ। ଏଥିରେ ପ୍ରଚୁର ପରିମାଣରେ ଆଇରନ୍‌, ପୋଟାସିୟମ୍‌, କ୍ୟାଲ୍‌ସିୟମ୍‌,…

କେଶ ପାଇଁ ତୁଳସୀ କେତେ ଉପଯୋଗୀ, ଆସନ୍ତୁ ଜାଣିବା

ହିନ୍ଦୁ ଧର୍ମରେ ତୁଳସୀ ଗଛକୁ ପୂଜା କରିବା ସହ ଏହାକୁ ପବିତ୍ର ବୋଲି ମନାଯାଏ । ଧାର୍ମିକ ମହତ୍ତ୍ୱ ସହ ଏଥିରେ ଭରିରହିଛି ଅନେକ ଔଷଧୀୟ ଗୁଣ । ଏହା ଅନେକ ପ୍ରକାର ସଂକ୍ରମଣରୁ ରକ୍ଷା କରେ। ଖୁବ କମ୍‍ ଲୋକ ଏହା ଜାଣିଥିବେ…

ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, ୨୦/୭(ଓଡ଼ିଶା ଭାସ୍କର): ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ କରିଛନ୍ତି। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ଅଗଣିତ…

ପରଲୋକରେ ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର, ୨୦/୭(ଓଡିଶା ଭାସ୍କର): ପରଲୋକରେ ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି। ସେ ଭୁବନେଶ୍ୱର ସ୍ଥିତ କେୟାର ହସ୍ପିଟାଲ ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା।

କରୋନା ନେଇ ଟି-୨୦ କ୍ରିକେଟ ବିଶ୍ୱକପ ସ୍ଥଗିତ

ନୂଆଦିଲ୍ଲୀ, ୨୦ା୭: ଦେଶ ଓ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଚଳିତବର୍ଷ ଆୟୋଜନ ହେବ ନାହିଁ ଟି-୨୦ ବିଶ୍ୱକପ । ଟି-୨୦ କ୍ରିକେଟ ବିଶ୍ୱକପ ସ୍ଥଗିତ…

ଯାତ୍ରୀବାହୀ ଘରୋଇ ବସ୍ ପାଇଁ ଟାକ୍ସ ରିହାତି କଲେ ସରକାର

ଭୁବନେଶ୍ୱର, ୨୦ା୭(ଓଡ଼ିଶା ଭାସ୍କର): ଯାତ୍ରୀବାହୀ ଘରୋଇ ବସ କ୍ଷେତ୍ରରେ ଟାକ୍ସ ରିହାତି କରିଛନ୍ତି ରାଜ୍ୟ ସରକାର । ଏନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଯାତ୍ରୀବାହୀ ବସ୍…

ରାଜ୍ୟରେ ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୦ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୨୯୦୯କୁ ବୃଦ୍ଧି ପାଇଛି । ଗଞ୍ଜାମ ଜିଲ୍ଲାରୁ ୧୧୮, ନୟାଗଡ଼ରୁ ୫୩,…