fbpx
Browsing Category

Top Stories

ଦେଶରେ ୨୪ଘଣ୍ଟାରେ ୪୧୮ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୫ା୬: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୭୩ହଜାର ୧୦୫ ଥିବା ବେଳେ ମୃତ୍ୟୁ ସଂଖ୍ୟା ୧୪ହଜାର ୮୯୪ କୁ ବୃଦ୍ଧି ପାଇଛି…

ରାଜ୍ୟରେ ୧୮ଜିଲ୍ଲାରୁ ଆଉ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୫ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୮ ଜିଲ୍ଲାରୁ ଆଉ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୭୪ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।…

ଏନକାଉଣ୍ଟରରେ ଟଳିଲେ ୨ ଆତଙ୍କବାଦୀ

ଶ୍ରୀନଗର,୨୫/୬: ଜମ୍ମୁ-କାଶ୍ମୀର ଆଜି ପୁଣି ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସେନାର ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପାରରେ ସେନା-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ…

ଓଡ଼ିଶାରେ ଦୁର୍ବଳ ହେଉଛି ମୌସୁମୀ , ଆଜି ଅଳ୍ପ ବର୍ଷିପାରେ

ଭୁବନେଶ୍ୱର,୨୫/୬(ଓଡିଶା ଭାସ୍କର): ଧୀରେ ଧୀରେ ଓଡ଼ିଶାରେ ମୌସୁମୀ ଦୁର୍ବଳ ହେବାରେ ଲାଗିଛି । ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ମଧ୍ୟ ଏଭଳି ସ୍ଥିତି ଲାଗି ରହିବ। ବର୍ଷା ହେବ ନାହିଁ, କିନ୍ତୁ କାଁ ଭାଁ ଗୋଟିଏ ଦୁଇଟି…

ଆଜି ହୀରାକୁଦ ଛାଡିବ ଚଳିତବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର, ୨୫/୬(ଓଡିଶା ଭାସ୍କର) : ଆଜି ହୀରାକୁଦ ଛାଡିବ ଚଳିତବର୍ଷର ପ୍ରଥମ ବନ୍ୟାଜଳ । ସକାଳ ୧୦ଟା ପରେ ଯେକୌଣସି ସମୟରେ ଛଡାଯିବ ବନ୍ୟାଜଳ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଛି।…

କ୍ୟାନସର ରୋଗୀ କରୋନା ସଂକ୍ରମିତ

କଟକ, ୨୪ା୬(ଓଡ଼ିଶା ଭାସ୍କର): କଟକ ସ୍ଥିତ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ପହଞ୍ଚିଲା କରୋନା । ଜଣେ କ୍ୟାନସର ରୋଗୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଜୁନ ୧୯ ରେ କ୍ୟାନସର ପହସ୍ପିଟାଲରେ ଚିକିତ୍ସିତ…

୩୦ଲକ୍ଷ ଚାଷୀଙ୍କୁ ଫସଲ ବୀମା ଯୋଜନାରେ ଅନ୍ତର୍ଭୁକ୍ତ କରିବା ଲକ୍ଷ୍ୟ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): କୃଷି ଓ ସମବାୟ ବିଭାଗର ଉଚ୍ଚସ୍ତରୀୟ ସମନ୍ୱୟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଚାଷୀଙ୍କୁ ଉନ୍ନତ ମାନର ବିହନ ଏବଂ ସାର ଯୋଗାଣ ଉପରେ ଗୁରୁତ୍ୱ ଦିଆଯାଇଛି ।…