fbpx
Browsing Category

Top Stories

ସୁପ୍ରିମକୋର୍ଟରେ ପୁଣି ରଥଯାତ୍ରା ମାମଲା

ପୁରୀ, ୧୯ା୬(ଓଡ଼ିଶା ଭାସ୍କର): ରଥଯାତ୍ରା ନେଇ ପୁନଃବିଚାର ପାଇଁ ସୁପ୍ରିମକୋର୍ଟରେ ଆବେଦନ ହୋଇଛି । ପୁନଃବିଚାର ଆବେଦନ କରିଛନ୍ତି ଆଇନଜୀବୀ ପ୍ରଣୟ କୁମାର ମହାପାତ୍ର । କେବଳ ପୁରୀରେ ରଥଯାତ୍ରା କରିବାକୁ ସେ ନିବେଦନ…

ଓଡ଼ିଶାଠାରୁ ୫୦୦କିମି ଦୂରରେ ଅଛନ୍ତି ପଙ୍ଗପାଳ

ଭୁବନେଶ୍ୱର, ୧୯ା୬(ଓଡ଼ିଶା ଭାସ୍କର): ପଙ୍ଗପାଳଙ୍କ ସ୍ଥିତି ନେଇ କୃଷି ନିର୍ଦ୍ଦେଶକ ଏମ୍ ମୁଥୁକୁମାର ସୂଚନା ଦେଇ କହିଛନ୍ତି ଯେ ପଙ୍ଗପାଳ ଦଳ ବର୍ତ୍ତମାନ ଛତିଶଗଡ଼ ଓ ମଧ୍ୟପ୍ରଦେଶ ସୀମାରେ ଅଛନ୍ତି । ଓଡ଼ିଶାଠାରୁ ୫୦୦କିମି…

ପିପିଇ କିଟ୍ ପିନ୍ଧି ରାଜ୍ୟସଭା ନିର୍ବାଚନରେ ଭୋଟ୍ ଦେବାକୁ ପହଞ୍ଚିଲେ କରୋନା ପଜିଟିଭ୍ ବିଧାୟକ

ଦେଶର ୮ଟି ରାଜ୍ୟର ୧୯ଟି ଆସନରେ ଆଜି ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଚାଲିଛି । ମଧ୍ୟପ୍ରଦେଶରେ ଆଜି ୩ଟି ଆସନ ପାଇଁ ମତଦାନ ଚାଲିଥିବା ବେଳେ ସେଠାରେ ଏକ ବିଶେଷ ଦୃଶ୍ୟ ଦେଖିବାକୁ ମିଳିଛି । କରୋନାରେ ଆକ୍ରାନ୍ତ…

ଆସନ୍ତକାଲି ସକାଳ ସୁଦ୍ଧା ନିଆଯିବ ନିଷ୍ପତ୍ତି: ଗଜପତି

ପୁରୀ, ୧୯ା୬(ଓଡ଼ିଶା ଭାସ୍କର): ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହେବା ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ପୁଣି ସନ୍ଧ୍ୟା ୬ଟାରେ ବୈଠକ ବସିବ । ଛତିଶାନିଯୋଗ…

ଚାପରେ ଆସିବା ପରେ ୧୦ ଭାରତୀୟ ଯବାନଙ୍କୁ ଛାଡିଲା ଚୀନ୍

ପୂର୍ବ ଲଦାଖର ଗଲୱାନ ଉପତ୍ୟକା ଅଞ୍ଚଳରେ ଭାରତ-ଚୀନ ମଧ୍ୟରେ ହୋଇଥିବା ସଂଘର୍ଷ ବେଳେ ଅଟକ ରଖିଥିବା ୧୦ ଭାରତୀୟ ଯବାନଙ୍କୁ ମୁକ୍ତ କରିଛି ଚୀନ୍ । ପିଟିଆଇର ରିପୋର୍ଟ ଅନୁଯାୟୀ, ଚୀନ ସେନା ୨ ମେଜର ସମେତ ୧୦ ଭାରତୀୟ…

ଭୁବନେଶ୍ୱରରୁ ଆଜି ୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୯ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ୧୭ଜିଲ୍ଲାରୁ ଆଜି ଆଉ ନୂଆ ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୭ଜଣ ଭୁବନେଶ୍ୱରର । ଏହାସହ ୭ଜଣଙ୍କ ମଧ୍ୟରେ ୪ଜଣ ହୋମ କ୍ୱାରେଣ୍ଟିନରୁ ଚିହ୍ନଟ…