fbpx
Browsing Category

Top Stories

ସୁଶାନ୍ତଙ୍କ ମୃତ୍ୟୁରେ ନବୀନଙ୍କ ଶୋକ, ଦୁଃଖରେ ବୁଡିଲା ବଲିଉଡ ଜଗତ

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଅତି କମ୍ ବୟସରେ ସଫଳତାର ଶିଡି ଚଢିଥିବା ଅଭିନେତାଙ୍କ ଆତ୍ମହତ୍ୟା ଖବରକୁ କେହି ବି ସହଜରେ ବିଶ୍ୱାସ କରିପାରୁନାହାନ୍ତି । ତେବେ…

ସୁଶାନ୍ତ ୧୦ ଦିନ ପୂର୍ବରୁ ମା’ଙ୍କ ନାଁରେ ଲେଖିଥିଲେ ଶେଷ ପୋଷ୍ଟ

ବଲିଉଡ ଜଗତର ସଫଳ ଅଭିନେତା ମଧ୍ୟରେ ସାମିଲ ଥିବା ସୁଶାନ୍ତ ସିଂ ରାଜପୁତ ଆଜି ଆତ୍ମହତ୍ୟା କରିଛନ୍ତି । ଆଜି ତାଙ୍କର ମୃତ ଦେହ ଫ୍ୟାନରେ ଝୁଲୁଥିବା ଦେଖିବାକୁ ମିଳିଛି । ଏନେଇ ସୁଶାନ୍ତଙ୍କ ଜଣେ ଚାକର ପୋଲିସକୁ ଫୋନ୍ କରି…

ଭଲ ଖବର: ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୪ ।୬(ଓଡିଶା ଭାସ୍କର): ଆଜି ରାଜ୍ୟରେ ଆଉ ୧୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ସୁସ୍ଥ ସଂଖ୍ୟା ୨,୭୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ

ମୁମ୍ବାଇ,୧୪ ।୬: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଜି ଆତ୍ମହତ୍ୟା କରିଛନ୍ତି । ମୁମ୍ବାଇର ବାନ୍ଦ୍ରା ସ୍ଥିତ ଘରେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ତାଙ୍କ ଘରର ଚାକର କହିଛି । ତେବେ ସୁଶାନ୍ତ ମୃତ୍ୟୁକୁ…

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା, ନିଜ ଘରେ ଲଗାଇଲେ ଫାଶୀ

ମୁମ୍ବାଇ,୧୪ ।୬: ବଲିଉଡ ଜଗତର ସଫଳ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କର ଆଜି ମୃତ୍ୟୁ ଘଟିଛି । ମୁମ୍ବାଇ ବାନ୍ଦ୍ରା ସ୍ଥିତ ବାସଭବନରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ସେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା…