fbpx
Browsing Category

Top Stories

ଡଙ୍ଗା ବୁଡ଼ି ୨ ମୃତ

ପାରାଦୀପ, ୧୨ା୬(ଓଡ଼ିଶା ଭାସ୍କର): ମହାନଦୀ ମୁହାଣରେ ଏକ ମାଛଧରା ଡ଼ଙ୍ଗା ଓଲଟି ପଡ଼ିଛି । ଯାହାଫଳରେ ସେଥିରେ ଥିବା ୨ଜଣ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଛି । ୧୩ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିବା ସୂଚନା ମିଳିଛି ।…

ପୁୁଣି ବଢିଲା ପେଟ୍ରୋଲ-ଡିଜେଲ ଦାମ୍, ଆଉ କମିବାର ନାହିଁ ଆଶା

କରୋନା ସଙ୍କଟ ମଧ୍ୟରେ ଲଗାତାର ଭାବେ ପୁଣି ବଢିଛି ପେଟ୍ରୋଲ-ଡିଜେଲ ଦାମ୍ । ଗତ ୬ ଦିନରେ ଲିଟର ପିଛା ପେଟ୍ରୋଲ ୩.୩୧ ଟଙ୍କା ଓ ଡିଜେଲ ୩.୪୨ ଟଙ୍କା ବୃଦ୍ଧି ଘଟିଛି । ଆଜି ପେଟ୍ରୋଲ ଦାମ ଲିଟର ପିଛା ୫୭ ପଇସା ବଢିଥିବା…

ପୋଲିସ କର୍ମଚାରୀଙ୍କୁ କରୋନା, ଥାନା ସିଲ୍

ମାଲକାନଗିରି, ୧୨ା୬(ଓଡ଼ିଶା ଭାସ୍କର): ମାଲକାନଗିରିରେ ପୋଲିସ କର୍ମଚାରୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି । ତେଣୁ ମୋଟୁ ଥାନା ଅଧିକାରୀ ଓ ସମସ୍ତ କର୍ମଚାରୀଙ୍କୁ ସଙ୍ଗରୋଧରେ ରଖାଯାଇଛି । ଏଥିସହିତ…

ରାଜ୍ୟରେ କମିଛି ସଡ଼କ ଦୁର୍ଘଟଣା: ପରିବହନ ମନ୍ତ୍ରୀ

ଭୁବନେଶ୍ୱର, ୧୨ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ନୂଆ ମୋଟର ଯାନ ଆଇନ ଲାଗୁପରେ ସଡ଼ ଦୁର୍ଘଟଣା କମିଛି । ଦୁର୍ଘଟଣା ଜନିତ ମୃତ୍ୟୁହାର ସହ ଆହତଙ୍କ ସଂଖ୍ୟା ମଧ୍ୟ କମିଛି । ସଡ଼କ ଦୁର୍ଘଟଣା ହ୍ରାସ ନେଇ ପରିବହନ ମନ୍ତ୍ରୀ…

ବର୍ଷାରେ ଫିକା ପଡ଼ିବ କି ରଜ !

ଭୁବନେଶ୍ୱର, ୧୨ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଗତକାଲି ଦକ୍ଷିଣ ଓଡ଼ିଶାରେ ମୌସୁମୀ ଛୁଇଁବା ସହ ବର୍ଷା ହୋଇଛି । ଏହାସହ ରାଜ୍ୟର…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୨ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ୫୫ବର୍ଷିୟ ପୁରୁଷ । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି…

ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୨ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି । ସଙ୍ଗରୋଧ କେନ୍ଦ୍ରରୁ ୧୦୭ ଓ ସ୍ଥାନୀୟ ଅଞ୍ଚଳରୁ…