fbpx
Browsing Category

Top Stories

ବିଜେପିର ସମ୍ପର୍କ ଅଭିଯାନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ବାରଣାସୀ ଦାୟିତ୍ୱ

ବାରଣାସୀ, ୩ା୧: ବିଜେପିର ସମ୍ପର୍କ ଅଭିଯାନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରଣାସୀ ଦାୟିତ୍ୱ ଧର୍ମେନ୍ଦ୍ରଙ୍କୁ…

ରାଜଧାନୀ ଭୁବନେଶ୍ୱର ହେଲା ODF++ ସହର

ଭୁବନେଶ୍ୱର, ୩ା୧(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ସମ୍ପୂର୍ଣ୍ଣ ବାହ୍ୟ ମଳ ମୁକ୍ତ ସହର ODF++ ଭାବେ ଘୋଷିତ ହୋଇଛି । ଭୁବନେଶ୍ୱରକୁ ODF++ ସହର ଭାବେ ଘୋଷଣା କରିଛି ବିଏମସି । ବିଏମସି କମିସନର ପ୍ରେମଚନ୍ଦ୍ର…

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, ୩ା୧(ଓଡ଼ିଶା ଭାସ୍କର): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜ୍ୟର…

ଦୈତାରୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଗଞ୍ଜାମ, ୩ା୧(ଓଡ଼ିଶା ଭାସ୍କର): ଗଞ୍ଜାମ ଛତ୍ରପୁରର ପୂର୍ବତନ ବିଧାୟକ ଦୈତାରୀ ବେହେରାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏହାସହ ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରକୁ…

୧୦ତାରିଖ ସୁଦ୍ଧା ସିସିଟିଭି ଲଗାଯାଇ ଥିବାର ରିପୋର୍ଟ ଦେବାକୁ ନିର୍ଦ୍ଦେଶ

କଟକ, ୩ା୧(ଓଡ଼ିଶା ଭାସ୍କର): ସବୁ +୨ କଲେଜକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଚିଠି ଲେଖିଛନ୍ତି । ୧୦ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇ ଥିବାର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।…