fbpx
Browsing Category

Top Stories

ମେ ୨୦ରୁ ମାଟ୍ରିକ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର, ୯ା୫(ଓଡ଼ିଶା ଭାସ୍କର): ମେ ୨୦ରୁ ମାଟ୍ରିକ ଖାତା ଦେଖା ଆରମ୍ଭ ହେବ । ମେ ୧୯ ସୁଦ୍ଧା କେନ୍ଦ୍ରରେ ପରୀକ୍ଷା ନିରୀକ୍ଷକ ପହଞ୍ଚିବେ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଚନ ଦାସ । ଆଜି…

ଓଡ଼ିଶାକୁ ଟ୍ରେନରେ ଆସିବେ ଶ୍ରମିକ: ପରିବହନ ମନ୍ତ୍ରୀ

ନୂଆଦିଲ୍ଲୀ, ୯ା୫: ସୁପ୍ରିମକୋର୍ଟଙ୍କ ରାୟ ପରେ ଓଡ଼ିଶା ଆସିବ ଟ୍ରେନ । ଆନ୍ଧ୍ର, ତାମିଲନାଡ଼ୁ, ମହାରାଷ୍ଟ୍ର, ଗୁଜୁରାଟରୁ ଟ୍ରେନ ଆସିବ । ବସରେ ନୁହେଁ ସମସ୍ତ ପ୍ରବାସୀ ଓଡ଼ିଆ ଟ୍ରେନରେ ଆସିବେ । ଯେଉଁମାନେ ଚାହିଁବେ…

ଆଖି ମାଧ୍ୟମରେ ଶରୀରରେ ପ୍ରବେଶ କରୁଛି କରୋନା ଭାଇରସ୍!

ବର୍ତ୍ତମାନ ସମୟରେ ସାରା ବିଶ୍ୱ କରୋନା ଭାଇରସ୍ ବିରୋଧରେ ସଂଘର୍ଷ କରୁଛି । ପ୍ରତିଦିନ କରୋନାକୁ ନେଇ କିଛି ନୂଆ ନୂଆ ତଥ୍ୟ ସାମାନକୁ ଆସିବାରେ ଲାଗିଛି । ଏହାରି ମଧ୍ୟରେ ହଂକଂ ବିଶ୍ୱବିଦ୍ୟାୟଳ ଦ୍ୱାରା କରୋନାକୁ ନେଇ…

ଆଜି ଚିହ୍ନଟ ହୋଇଥିବା ୧୭ଜଣଙ୍କ ମଧ୍ୟରୁ ୧୬ଜଣ ସୁରତ ଫେରନ୍ତା

ଭୁବନେଶ୍ୱର, ୯ା୫(ଓଡ଼ିଶା ଭାସ୍କର): ଆଜି ସକାଳେ ରାଜ୍ୟରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ୧୭ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ଜଣ ସୁରତ ଫେରନ୍ତା । ସୁରତରୁ ଫେରିଥିବା ୧୬ଜଣ ଯାକ ପୁରୁଷ ବୋଲି…

ବଡ ନିଷ୍ପତ୍ତି: ହ୍ୱାଟ୍ସଆପ୍ ମାଧ୍ୟମରେ ହେବ ସ୍କୁଲ ଆଡ଼ମିସନ

କରୋନା ଯୋଗୁଁ ଦେଶରେ ୧୯୮୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୯ ହଜାରରୁ ଅଧିକ ଏଥିରେ ଆକ୍ରାନ୍ତ ହୋଇଛନ୍ତି । ଏହାର ମୁକାବିଲା କରିବା ପାଇଁ ସରକାର ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରୁଛନ୍ତି । କରୋନା କେବଳ ଯେ ମଣିଷ…

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି

ନୂଆଦିଲ୍ଲୀ, ୯ା୫: କରୋନାରେ ଦେଶରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯ହଜାର ୬୬୨କୁ ବୃଦ୍ଧି…

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭

ଭୁବନେଶ୍ୱର, ୯/୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ମୟୁରଭଞ୍ଜ ଜିଲ୍ଲାର।…

ଆଜି ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪

ଭୁବନେଶ୍ୱର, ୯/୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି ।  ୧୪ ପଜିଟିଭଙ୍କ ମଧ୍ୟରୁ ଗଞ୍ଜାମରୁ ୧୨ ଜଣ, ସୁନ୍ଦରଗଡ…