fbpx
Browsing Category

Top Stories

ଓଡ଼ିଶା ପ୍ରବେଶ କରିବା ପୂର୍ବରୁ କରୋନା ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ, ୭ା୫(ଓଡ଼ିଶା ଭାସ୍କର): ରାଜ୍ୟ ବାହାରେ ଲକ୍ ଡାଉନ ପାଇଁ ବହୁ ପ୍ରବାସୀ ଓଡ଼ିଆ ଫସି ରହିଛନ୍ତି । ଏନେଇ ଓଡ଼ିଶାକୁ ଆସିବାକୁ ସରକାର ବହୁ ପଦକ୍ଷେପ ନେଇଛନ୍ତି । କିନ୍ତୁ ଓଡ଼ିଶାକୁ ପ୍ରବେଶ କରିବା ପୂର୍ବରୁ କରୋନା ଟେଷ୍ଟ…

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଭୁବନେଶ୍ୱର, ୭ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ମୟୁରଭଞ୍ଜର ।…

ଭାଇଜାଗ ଗ୍ୟାସ୍ ଟ୍ରାଜେଡ଼ି, ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ୱର, ୭ା୫(ଓଡ଼ିଶା ଭାସ୍କର): ବିଶାଖପାଟଣାରେ ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଅସୁସ୍ଥତା ଦ୍ରୁତ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାର…

ଭାଇଜାଗ ଗ୍ୟାସ୍ ଟ୍ରାଜେଡ଼ି, ଗ୍ୟାସ ଲିକ୍ ନିୟନ୍ତ୍ରଣାଧୀନ: ଆନ୍ଧ୍ର ଡିଜିପି

ବିଶାଖପାଟଣା, ୭ା୫: ଭାଇଜାକରେ ବିଷାକ୍ତ ଗ୍ୟାସ ଲିକ୍ ହୋଇଥିଲା । ଏହି ଗ୍ୟାସ ଲିକ୍ ଘଟଣା ନିୟନ୍ତ୍ରଣକୁ ଆସିଛି ବୋଲି ଆନ୍ଧ୍ରପ୍ରଦେଶ ଡିଜିପି ସୂଚନା ଦେଇଛନ୍ତି । ସେ କହିଛନ୍ତି ଆଉ ବିଷାକ୍ତ ଗ୍ୟାସ୍ ନିର୍ଗତ ହେଉନାହିଁ…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୭ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ଜଣାପଡ଼ିଛି । ଏହାସହ ଓଡ଼ିଶାରେ ୬୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ…

ଭାଇଜାଗ ଗ୍ୟାସ୍ ଟ୍ରାଜେଡ଼ି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ବିଶାଖପାଟଣା, ୭ା୫: ଆଜି ଆନ୍ଧ୍ରପ୍ରଦେଶ ବିଶାଖପାଟଣାରେ ଏକ ଅଭାବନୀୟ ଘଟଣା ଘଟିଛି । ସେଠାରେ ବିଷାକ୍ତ ଗ୍ୟାସ ଲିକ ୍ ହୋଇଥିବା ସୂଚନା ରହିଛି । ଏହି ଗ୍ୟାସ ଲିକ୍ ଘଟଣାରେ ସକାଳେ ମୃତ୍ୟୁ ସଂଖ୍ୟା ୫ ଥିବା ବେଳେ…

ରେଡ଼ ଜୋନରେ ଗଞ୍ଜାମ ଜିଲ୍ଲା

ଗଞ୍ଜାମ, ୭ା୫(ଓଡ଼ିଶା ଭାସ୍କର): ଗଞ୍ଜାମ ଜିଲ୍ଲାକୁ ରେଡ଼ ଜୋନ ଘୋଷଣା କରିଛନ୍ତି ସରକାର । ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେବାରୁ ସରକାର ଏହୀପରି ନିଷ୍ପତ୍ତି ନେଇଛନ୍ତି । ଆଜି ଦିନକରେ ଗଞ୍ଜାମ…

ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣା, ସୁରକ୍ଷା ପାଇଁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୭ା୫: ଆନ୍ଧ୍ରପ୍ରଦେଶ ବିଶାଖପାଟଣାରେ ବିଷାକ୍ତ ଗ୍ୟାସ ଲିକ୍ ଘଟଣା ଘଟିଥିଲା । ଏହି ଗ୍ୟାସ ଲିକ ଘଟଣାରେ ୮ଜଣଙ୍କ ମୃତ୍ୟୁ ହେବା ସହ ବହୁ ଲୋକ ଗୁରୁତର ଭାବେ ଆହତ ମଧ୍ୟ ହୋଇଛନ୍ତି । ଏହି ଘଟଣାରେ ଦୁଃଖ…

ଦେଶରେ ୫୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୭ା୫: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ହଜାରକୁ ବୃଦ୍ଧି ପାଇଛି । ଦେଶରେ କରୋନାରେ ୫୨ହଜାର ୯୫୨ଜଣ…