Browsing Category

Top Stories

ରାଜ୍ୟରେ ପୁଣି ବଢ଼ିଲା କରୋନା ସଂକ୍ରମଣ, ଆଜି ୩୩୭୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, (ଓଡିଶା ଭାସ୍କର): ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୩ ହଜାର ତଳକୁ ହ୍ରାସ ପାଇଥିବା ବେଳେ ଆଜି ୩ ହଜାର ଉପରକୁ ବଢ଼ିଯାଇଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହ୍ରାସ ପାଇଥିବା ବେଳେ ଉପକୂଳବର୍ତ୍ତୀ…

ଆଜି ପୁଣି ରାଜ୍ୟରେ ୪୮ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୫୩ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୫୩ ହଜାର ୮୪୬ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୨୫ ଲକ୍ଷ ୮୦…

ଆନ୍ତର୍ଜାତୀୟ ଗ୍ରହାଣୁ ଦିବସ, ଜୁନ ୩୦ରେ କାହିଁକି ପାଳନ କରାଯାଏ

ଓଡ଼ିଶା ଭାସ୍କର ବ୍ୟୁରୋ: ପ୍ରତି ବର୍ଷ ଜୁନ ମାସ ୩୦ ତାରିଖକୁ ଅନ୍ତର୍ଜାତୀୟ ଗ୍ରହାଣୁ ଦିବସ ରୂପେ ପାଳନ କରାଯାଉଛି । ଏଥି ପାଇଁ ପୃଥିବୀର ୧୯୪ ଟି ଦେଶରେ ବିଭିନ୍ନ ସଚେତନତା କାର୍ୟ୍ୟକ୍ରମ ଆୟୋଜନ କରାଯାଉଛି । ୨୦୧୪…

ଅଦିତି ଅଶୋକଙ୍କୁ ଟୋକିଓ ଟିକେଟ୍

ବେଙ୍ଗାଲୁରୁ: ମହିଳା ଗଲ୍ଫର ଅଦିତି ଅଶୋକଙ୍କୁ ମିଳିଛି ଟୋକିଓଚ ଟିକେଟ୍ । ଟୋକିଓ ଅଲିମ୍ପିକ୍ସକୁ ଏକ ମାସରୁ କମ୍ ସମୟ ବାକି ରହିଥିବା ବେଳେ ମଙ୍ଗଳବାର ୨୩ ବର୍ଷୀୟ ଅଦିତି ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି ।…

ଏହି ୧୧ ଜିଲ୍ଳାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ରାଜ୍ୟର ୧୧ଟି ଜିଲ୍ଲାରେ ବୁଧବାର ଟିକାକରଣ ବନ୍ଦ ହେବାକୁ ଯାଉଛି । ରାଜ୍ୟ ସରକାରଙ୍କ ନିକଟରେ ଆବଶ୍ୟକ ପରିମାଣରେ ଟିକା ମହଜୁଦ ନଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏହି…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଉତ୍କଳ ଗ୍ରନ୍ଥାଗାର ସଂଘ ପକ୍ଷରୁ କୃତଜ୍ଞତା

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ମନ୍ତ୍ରୀ ଓ ଶିକ୍ଷା ସଚିବଙ୍କୁ କୃତଜ୍ଞତା ଜ୍ଞାପନ କରିଛି ଉତ୍କଳ ଗ୍ରନ୍ଥାଗାର ସଂଘ । ଜୁନ୍ ୪, ୨୦୨୧ରେ ରାଜ୍ୟରେ ରହିଥିବା ସରକାରୀ ମହାବିଦ୍ୟାଳୟରେ…

ସବୁ ରାଜ୍ୟକୁ କେନ୍ଦ୍ର ଗୃହ ସଚିବଙ୍କ ଚିଠି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ଗୃହ ସଚିବଙ୍କ ଚିଠି । ସବୁ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା । ଜୁଲାଇ ୩୧ ଯାଏଁ କୋଭିଡ୍ ନିୟନ୍ତ୍ରଣ ପ୍ରତି ଦୃଷ୍ଟି…

ମହିଳା ଦିନିକିଆ ରାଙ୍କିଙ୍ଗ: ଟପ୍-୫ରେ ମିଥାଲି

ଦୁବାଇ: ଭାରତୀୟ ମହିଳା ଦିନିକିଆୂ ଦଳର ଅଧିନାୟିକା ମିଥାଲି ରାଜ ସଦ୍ୟ ପ୍ରକାଶିତ ଦିନିକିଆ ରାଙ୍କିଙ୍ଗରେ ଟପ୍-୫ରେ ପ୍ରବେଶ କରିଛନ୍ତି । ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ମିଥାଲି ୭୬ ରନର ଇନିଂସ ଖେଳିବା ସହିତ…

କରୋନା ଔଷଧ ମାମଲାକୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ସୋନୁ ସୁଦ୍; କଣ କହିଲେ ଜାଣନ୍ତୁ

ମୁମ୍ବାଇ : କରୋନା ସମୟରେ ଲକ୍ଷ ଲକ୍ଷ ଲୋକଙ୍କୁ ଘରେ ପହଞ୍ଚାଇ ବେଶ୍ ପ୍ରଶଂସା ସାଉଁଟିଥିଲେ ସୋନୁ ସୁଦ୍ । ତେବେ ପରବର୍ତ୍ତୀ ସମୟରେ ସାଧାରଣ ଲୋକଙ୍କ ନିକଟରେ କରୋନା ଔଷଧ ପହଞ୍ଚାଇ ବିବାଦ ଘେରକୁ ଟାଣି ହୋଇ ଆସିଥିଲେ…