Browsing Category

Top Stories

ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ୨ ନୂଆ ମନ୍ତ୍ରୀ ସାମିଲ ହେବା ସ୍ପଷ୍ଟ

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ କାଉଣ୍ଟଡାଉନ ଆରମ୍ଭ ହୋଇଛି । ସମ୍ପସାରଣ ପୂର୍ବରୁ କିଛି ମନ୍ତ୍ରୀ ଇସ୍ତଫା ଦେଇଥିବା ବେଳେ ଓଡ଼ିଶାର ୨ ନୂଆ ମନ୍ତ୍ରୀ ସାମିଲ ହେବା ସ୍ପଷ୍ଟ ହୋଇଛି । ଏନେଇ…

କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ପ୍ରତାପ ଷଡ଼ଙ୍ଗୀଙ୍କ ଇସ୍ତଫା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟ୍ ସମ୍ପ୍ରସାରଣକୁ ନେଇ ଘନେଇଛି ରାଜନୀତି । ମନ୍ତ୍ରିମଣ୍ଡଳ ସମ୍ପ୍ରସାଣର ପୂର୍ବରୁ ଜଣଙ୍କ ପରେ ଜଣେ ମନ୍ତ୍ରୀ ଇସ୍ତଫା ଦେବାରେ ଲାଗିଛନ୍ତି । ଏହାରି ମଧ୍ୟରେ…

କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଶିକ୍ଷାମନ୍ତ୍ରୀ ପୋଖରିଆଲ ଓ ଶ୍ରମମନ୍ତ୍ରୀ ଗଙ୍ଗୱାରଙ୍କ ଇସ୍ତଫା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟ୍ ସମ୍ପ୍ରସାରଣକୁ ନେଇ ଘନେଇଛି ରାଜନୀତି । ଏହାରି ମଧ୍ୟରେ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି ରମେଶ ପୋଖରିଆଲ ନିଶଙ୍କ । କେନ୍ଦ୍ର…

ମାନବ ଶୃଙ୍ଖଳ ମଧ୍ୟରେ ଦିଲୀପଙ୍କ ବାସଭବନକୁ ନିଆଯାଉଛି ତାଙ୍କର ମରଶରୀର

ନୂଆଦିଲ୍ଲୀ: ବଲିଉଡର କିମ୍ବଦନ୍ତୀ ଅଭିନେତା ଦିଲୀପ କୁମାରଙ୍କ ମୃତ୍ୟୁ ଦେଶବାସୀଙ୍କ ମନରେ ଗଭୀର ଦୁଃଖ ଆଣିଦେଇଛି । ୯୮ ବର୍ଷରେ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦିଲୀପଙ୍କର ଦେହାନ୍ତ…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟ୍ ସମ୍ପ୍ରସାରଣକୁ ନେଇ ସବୁଆଡେ ଚର୍ଚ୍ଚା । ଆଜି ସନ୍ଧ୍ୟା ୬ଟାରେ କେନ୍ଦ୍ର କ୍ୟାବିନେଟରେ ଅଦଳବଦଳ ନେଇ କାଉଣ୍ଟଡାଉନ୍ ଆରମ୍ଭ ହୋଇସାରିଛି । ଏହାରି ମଧ୍ୟରେ…

ପୁରୀରେ କେନ୍ଦ୍ରୀୟ ଟିମ୍, କୋଭିଡ୍ ସ୍ଥିତିର କରିବେ ସମୀକ୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କୋଭିଡ୍ ସ୍ଥିତିର ଅନୁଧ୍ୟାନ କରିବା ପାଇଁ ଆସିଥିବା କେନ୍ଦ୍ରୀୟ କୋଭିଡ୍ ଟିମ୍ ଆଜି ପୁରୀରେ ପହଞ୍ଚିଛନ୍ତି । ପୁରୀରେ ପହଞ୍ଚିବା ପରେ ଟିମର ସଦସ୍ୟମାନେ ଜିଲ୍ଲାର କୋଭିଡ୍ ସଂକ୍ରମଣ…

ମୋଦୀଙ୍କ ଘରେ ସମ୍ଭାବ୍ୟ ମନ୍ତ୍ରୀ! ୩ ଜଣଙ୍କୁ କ୍ୟାବିନେଟ୍ ପାହ୍ୟା ସମ୍ଭାବନା, ଜାଣନ୍ତୁ କାହାକୁ?

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରୀମଣ୍ଡଳ ଆଜି ସନ୍ଧ୍ୟାରେ ଅଦଳବଦଳ ହେବ । ସନ୍ଧ୍ୟାରେ ନୂଆ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ଶପଥ ଗ୍ରହଣ କରିବାର ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି…

ଅସଞ୍ଜତ ଅବସ୍ଥାରୁ ଅଶାନ୍ତ ଗଞ୍ଜାମ, ଗୋଷ୍ଠୀ ସଂଘର୍ଷରେ ୬ ଗୁରୁତର

ହିଞ୍ଜିଳିକାଟୁ(ଓଡ଼ିଶା ଭାସ୍କର): ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପଞ୍ଚୁଦୋଳ ସାହି ଅଶାନ୍ତ ହୋଇପଡ଼ିଛି । ମଙ୍ଗଳବାର ବିଳମ୍ବିତ ରାତିରେ ଗାଁରେ ଖଣ୍ଡା ବୁଲିବା ସହ ରକ୍ତାକ୍ତ ଗୋଷ୍ଠୀ ସଂଘର୍ଷ ଘଟିଛି ।…

ବିଶ୍ୱ ଚକଲେଟ୍ ଦିବସ: ଜାଣନ୍ତୁ ଏହାର ଚମତ୍କାରୀ ଫାଇଦା

ପ୍ରତିବର୍ଷ ଜୁଲାଇ ୭ରେ ବିଶ୍ୱ ଚକଲେଟ୍ ଦିବସ ପାଳନ କରାଯାଏ । ପ୍ରଥମଥର ପାଇଁ ୨୦୦୯ ମସିହାରେ ଏହାର ପାଳନ କରାଯାଇଥିଲା । ଏହି ଦିନ ଲୋକମାନେ ନିଜ ସାଙ୍ଗ ଓ ସମ୍ପର୍କୀୟମାନଙ୍କୁ ଚକଲେଟ୍ ଓ ଉପହାର ଦେଇଥାନ୍ତି । କିନ୍ତୁ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କୁମାରମଙ୍ଗଲମଙ୍କ ପତ୍ନୀଙ୍କୁ ହତ୍ୟା

ନୂଆଦିଲ୍ଲୀ: ସ୍ୱର୍ଗତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ରଙ୍ଗରାଜନ କୁମାରମଙ୍ଗଲମଙ୍କ ପତ୍ନୀ ଆଡଭୋକେଟ୍ କିଟ୍ଟି କୁମାରମଂଗଲମଙ୍କୁ ହତ୍ୟା କରାଯାଇଛି । ବସନ୍ତ ବିହାରସ୍ଥିତ ତାଙ୍କ ବାସଭବନରେ ମଙ୍ଗଳବାର ରାତିରେ ତାଙ୍କୁ…