Browsing Category

Top Stories

ଦେଶରେ ୨ ହଜାର ତଳକୁ ଖସିଲା ଦୈନିକ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଦୈନିକ ମୃତ୍ୟୁ ୨ ହଜାର ତଳକୁ ଖସିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୫୯୭…

ଆମେରିକାରେ ଉଦଘାଟିତ ହେଲା ବିଶ୍ୱର ଦ୍ୱିତୀୟ ଗୁଣ୍ଡିଚା ମନ୍ଦିର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଶ୍ୱର ଦ୍ୱିତୀୟ ଗୁଣ୍ଡିଚା ମନ୍ଦିର ଉଦଘାଟିତ ହୋଇଛି ଆମେରିକାରେ । ଆମେରିକାର ମିନ୍ନେସୋଟା ସ୍ଥିତ ମାପେଲ ଗ୍ରୋଭ ସହରର ହିନ୍ଦୁ ମନ୍ଦିର ପରିସରରେ ନୂତନ ଭାବେ ନିର୍ମିତ ହୋଇଛି ଶ୍ରୀ…

ମାଡ଼ି ଆସୁଛି କରୋନାର ନୂଆ ଭାରିଆଣ୍ଟ ‘ଲାମ୍ବଡା’, ୨୯ଟି ଦେଶରେ କାୟା ମେଲାଇଥିବା ନେଇ ଚେତାବନୀ ଦେଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ସାମାନ୍ୟ ଥମିଥିବା ବେଳେ ଦେଶବାସୀ ତୃତୀୟ ଲହରକୁ ନେଇ ଆଶଙ୍କା ମଧ୍ୟରେ ରହିଛନ୍ତି । ତେବେ ଏହି ସମୟରେ ପୁଣି କରୋନାର ଏକ ନୂଆ ଭାରିଆଣ୍ଟ ସାମନାକୁ ଆସିଛି । ଏହି ଭାରିଆଣ୍ଟ…

ରାଜ୍ୟରେ ପୁଣି ବଢ଼ିଲା କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪…

ରାଜ୍ୟରେ କମିବାରେ ଲାଗିଛି ସଂକ୍ରମଣ: ଆଜି ଚିହ୍ନଟ ହେଲେ ୩୮୦୬ କରୋନା ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି ।…

କଡ଼ା ସୁରକ୍ଷା ମଧ୍ୟରେ ଯାଉଥିଲେ ମୁଖ୍ୟମନ୍ତ୍ରୀ, ହଠାତ୍ ଜଣେ ମହିଳାଙ୍କୁ ଦେଖି ମଝି ରାସ୍ତାରେ ଅଟକାଇଲେ ଗାଡ଼ି, ଜାଣନ୍ତୁ ଏହାପରେ କ’ଣ ହେଲା

ନୂଆଦିଲ୍ଲୀ: ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଚାଲିଛି । ‘ମୁଖ୍ୟମନ୍ତ୍ରୀ ହେବ ତ ଏମିତି’ ଏହି ଦୁଇପଦ କଥା ସମସ୍ତଙ୍କ ମୁହଁରେ ଶୁଣିବାକୁ ମିଳୁଛି । ସମସ୍ତେ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮.୫୭ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୫୭ ହଜାର ୩୦୩ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୮୧ ଲକ୍ଷ ୭୯…

ବଦଳିଲା କେବୁଲ ଟିଭି ନେଟୱର୍କ ଆଇନ, ଏଣିକି ନାଗରିକ ମାନଙ୍କର ଆପତ୍ତି ଓ ଅଭିଯୋଗର ସମାଧାନ ଲାଗି ଏକ ବୈଧାନିକ ବ୍ୟବସ୍ଥା ରହିବ

ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): କେବୁଲ ଟେଲିଭିଜନ ନେଟୱର୍କ ନିୟମାବଳୀ, ୧୯୯୪ରେ ସଂଶୋଧନ କରିଛନ୍ତି କେନ୍ଦ୍ର ସରକାର । ଏ ସଂକ୍ରାନ୍ତରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । କେବୁଲ ଟେଲିଭିଜନ ନେଟୱର୍କ ଆଇନ, ୧୯୯୫…

NH ରେ ଗ୍ୟାସ୍ ଟାଙ୍କି ଲିକ୍; ସାରା ଅଞ୍ଚଳରେ ଆତଙ୍କ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏକ ବଡ଼ ଦୁର୍ଘଟଣା।    ୧୬ନମ୍ବର ଜାତୀୟ ରାଜପଥରେ ଏସିଡ ଟ୍ୟାଙ୍କର ଲିକ୍ ହୋଇଯାଇଛି। ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଚମ୍ପାଗଡ଼ ନିକଟରେ ଗଞ୍ଜାମରୁ କୋଲକାତା ଅଭିମୁଖେ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨ ଡୋଜ ଟିକା ନେଇଥିବା ସବୁ କର୍ମଚାରୀ ଆସିପାରିବେ ଅଫିସ୍

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ ଜାରି ରହିଛି କରୋନା ପ୍ରକୋପ । ଅବଶ୍ୟ ଏବେ ସଂକ୍ରମଣରେ ହ୍ରାସ ପରିଲକ୍ଷିତ ହେଉଥିଲେ ବି ଟଳିନି ସଙ୍କଟ । ରାଜ୍ୟ ସରକାର କରୋନା ବିରୋଧୀ ଲଢ଼େଇ ପାଇଁ ଲକଡାଉନ୍ ଭଳି ପଦକ୍ଷେପ…