Browsing Category

Top Stories

ପରଲୋକରେ ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର, ୨୦/୭(ଓଡିଶା ଭାସ୍କର): ପରଲୋକରେ ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି। ସେ ଭୁବନେଶ୍ୱର ସ୍ଥିତ କେୟାର ହସ୍ପିଟାଲ ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା।

କରୋନା ନେଇ ଟି-୨୦ କ୍ରିକେଟ ବିଶ୍ୱକପ ସ୍ଥଗିତ

ନୂଆଦିଲ୍ଲୀ, ୨୦ା୭: ଦେଶ ଓ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଚଳିତବର୍ଷ ଆୟୋଜନ ହେବ ନାହିଁ ଟି-୨୦ ବିଶ୍ୱକପ । ଟି-୨୦ କ୍ରିକେଟ ବିଶ୍ୱକପ ସ୍ଥଗିତ…

ଯାତ୍ରୀବାହୀ ଘରୋଇ ବସ୍ ପାଇଁ ଟାକ୍ସ ରିହାତି କଲେ ସରକାର

ଭୁବନେଶ୍ୱର, ୨୦ା୭(ଓଡ଼ିଶା ଭାସ୍କର): ଯାତ୍ରୀବାହୀ ଘରୋଇ ବସ କ୍ଷେତ୍ରରେ ଟାକ୍ସ ରିହାତି କରିଛନ୍ତି ରାଜ୍ୟ ସରକାର । ଏନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଯାତ୍ରୀବାହୀ ବସ୍…

ରାଜ୍ୟରେ ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୦ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୨୯୦୯କୁ ବୃଦ୍ଧି ପାଇଛି । ଗଞ୍ଜାମ ଜିଲ୍ଲାରୁ ୧୧୮, ନୟାଗଡ଼ରୁ ୫୩,…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଗଞ୍ଜାମ ଜିଲ୍ଲା ପାଇଁ ଆଉ ୨୫ କୋଟି

ଗଞ୍ଜାମ, ୨୦ା୭(ଓଡ଼ିଶା ଭାସ୍କର): କରୋନା ସ୍ଥିତି ରାଜ୍ୟରେ ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । କରୋନାରେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହୋଇଛି । ଗଞ୍ଜାମ ଜିଲ୍ଲାରେ କରୋନା ନିପାତ କରିବା ପାଇଁ…

କରୋନା ମୃତକଙ୍କ ଅନ୍ତିମ ସଂସ୍କାର ପାଇଁ ୭୫୦୦

ଭୁବନେଶ୍ୱର, ୨୦ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି । ଏହାରି ମଧ୍ୟରେ କରୋନାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଲେ ଅନ୍ତିମ…

କୋଭିଡ ସେବକଙ୍କ ପାଇଁ ପ୍ରୋତ୍ସାହନ ରାଶି, ଜାଣନ୍ତୁ କାହାକୁ ମିଳିବ କେତେ?

ଭୁବନେଶ୍ୱର,୨୦ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ମାଡି ମାଡି ଚାଲିଥିବା ବେଳେ ସେମାନଙ୍କର ସେବା ଲାଗିପଡିଛନ୍ତି କରୋନା ଯୋଦ୍ଧା । ଏନେଇ ରାଜ୍ୟରେ କୋଭିଡ ସେବକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…