fbpx
Browsing Category

Top Stories

ମୋ ସରକାରରେ ସାମିଲ ହେଲା ଆଉ ଦୁଇ ବିଭାଗ

ଭୁବନେଶ୍ୱର, ୨୬ା୨(ଓଡ଼ିଶା ଭାସ୍କର): ମୋ ସରକାରରେ ଆଜି ଆଉ ଦୁଇ ବିଭାଗ ସାମିଲ ହୋଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସାମିଲ ହୋଇଥିବା ସୂଚନା ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ, ୨୬ା୨: ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ସହ ବିଭିନ୍ନ ପ୍ରସ୍ତାବ ଉପରେ ମୋହର ବାଜିଛି । ଜାମ୍ମୁକାଶ୍ମୀରରେ କେନ୍ଦ୍ରୀୟ ଆଇନ ପ୍ରଚଳନ ନିର୍ଦ୍ଦେଶକୁ ମଞ୍ଜୁରି…

ଅନାମ ନାଏକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୨୬ ।୨(ଓଡିଶା ଭାସ୍କର): ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାଏକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ଅନାମଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ଓଡିଶା ହାଇକୋର୍ଟ । ଆୟବର୍ହିଭୂତ ସମ୍ପତ୍ତି ଠୂଳ…

ଘରେ ପଶି ୧୦୦ଗ୍ରାମ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର, ୨୬ା୨(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । ଚୋରିଠୁ ଆରମ୍ଭ କରି ବ୍ରାଉନସୁଗାର, ଗଞ୍ଜେଇ ଭଳି ନିଶା ଦ୍ରବ୍ୟ ଚୋରା ଚାଲାଣ ଏବଂ ଏହାଠାରୁ ମଧ୍ୟ ଜଘନ୍ୟ କାଣ୍ଡ…

ହିଂସାକାଣ୍ଡକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଲେ ସୋନିଆ

ନୂଆଦିଲ୍ଲୀ, ୨୬ା୨: ଦିଲ୍ଲୀ ହିଂସାକାଣ୍ଡକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ଏତତ୍ ବ୍ୟତୀତ ସେ…