Browsing Category

Top Stories

କରୋନା ଯୋଦ୍ଧାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧ମିନିଟ ନୀରବ ପ୍ରାର୍ଥନା, ଦେଖନ୍ତୁ ଭିଡ଼ିଓ

ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । କରୋନା ଲଢ଼େଇରେ ସାମିଲ ହୋଇଥିବା ସମସ୍ତ କରୋନା ଯୋଦ୍ଧାଙ୍କ ପାଇଁ ୧ମିନିଟ ନୀରବ ପ୍ରାର୍ଥନା କରିବା ନେଇ…

ଖୁସି ଖବର: ରାଜ୍ୟରେ ଆଉ ୧୨୫୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୫୭୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ଆଉ ୨ ପ୍ଲାଜମା ବ୍ୟାଙ୍କ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ, ୫ା୮(ଓଡ଼ିଶା ଭାସ୍କର): ବ୍ରହ୍ମପୁର ଓ ବୁର୍ଲାରେ ନୂଆ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଛି । ଭିଡ଼ିଓ କନଫରେନ୍ସ ଜରିଆରେ ୨ଟି ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ…

କିପରି ଦେଖାଯିବ ରାମ ମନ୍ଦିର, ଦେଖନ୍ତୁ ଏହାର କିଛି ଝଲକ

ଅଯୋଧ୍ୟା, ୫ା୮: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିରର ଭୂମିପୂଜନ ଆଜି ହୋଇଛି । ଭୂମିପୂଜନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାସହ ସେଠାରେ ରୂପା ଇଟା ପୋତି ଶିଳାନ୍ୟାସ କରାଯାଇଛି । ହେଲେ ରାମ ମନ୍ଦିର କିପରି…

ଭୁବନେଶ୍ୱରରୁ ଆଜି ୧୩୭ କରୋନା ପଜିଟିଭ ଚିହ୍ନଟ , ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ

ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଆଜି ପୁଣି ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।…

କରୋନା କବଜାରେ ପ୍ରସିଦ୍ଧ ଗାୟକ, ଜାଣନ୍ତୁ କିଏ

ମୁମ୍ବାଇ, ୫ା୮: ଦେଶରେ କରୋନା ଆକ୍ରାନ୍ତ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ସେଥିରୁ ବାଦ ପଡ଼ି ନାହାନ୍ତି ପ୍ରସିଦ୍ଧ ଗାୟକ ଏସପି ବାଳସୁବ୍ରମଣ୍ୟମ । ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଥିବା ସେ ନିଜେ ସୂଚନା…

ରାମ ମନ୍ଦିର ରାଷ୍ଟ୍ରୀୟ ଭାବନାର ପ୍ରତୀକ ହେବ: ପ୍ରଧାନମନ୍ତ୍ରୀ

ଅଯୋଧ୍ୟା, ୫ା୮: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିରର ଭୂମି ପୂଜନ ହେବା ପରେ ସେଠାରେ ନରେନ୍ଦ୍ର ମୋଦି ଉଦବୋଧନ ଦେଇଛନ୍ତି । ସେ ବିଶ୍ୱ ସାରା ଥିବା ରାମ ଭକ୍ତମାନଙ୍କୁ କୋଟି କୋଟି ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ସେ…