fbpx
Browsing Category

Top Stories

କାଲି ଯାଏଁ ଗୃହ ମୁଲତବି

ଭୁବନେଶ୍ୱର,୧୪ ।୨(ଓଡିଶା ଭାସ୍କର): ୨୦୨୦ ମସିହା ପାଇଁ ଆଜିଠାରୁ ବଜେଟ୍ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଆସନ୍ତାକାଲି ଯାଏଁ ଗୃହକୁ ମୁଲତବି ରହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ତେବେ ଆଜି ଗୃହରେ…

ଅନୁପଙ୍କ ନାମରେ ଠୋସ୍ ପ୍ରମାଣ ପାଇଲା ପୋଲିସ

ଝାରସୁଗୁଡା,୧୪ ।୨(ଓଡିଶା ଭାସ୍କର): ୨୦୧୬ରେ ହୋଇଥିବା ଏକ ହତ୍ୟା ମାମଲାରେ ପୂର୍ବତନ ବିଜେଡି ନେତା ଅନୁପ ସାଏଙ୍କ ବିରୋଧରେ ପୋଲିସକୁ ଆଜି ଠୋସ୍ ପ୍ରମାଣ ମିଳିଛି । ଛତିଶଗଡ ପୋଲିସଙ୍କ ସୂଚନା ଅନୁସାରେ ଅନୁପ ହେଉଛନ୍ତି…

ଗୃହରେ ବଜେଟ୍ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୧୪ ।୨(ଓଡିଶା ଭାସ୍କର): ୨୦୨୦ ପାଇଁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ଗୃହରେ ଦିବଙ୍ଗତ ସଦସ୍ୟ ଓ ସହିଦ ବିୟୋଗରେ ଶ୍ରଦ୍ଧାଞ୍ଜଳି ଦେବା ସହ ପ୍ରଥମ ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍ ।…

୫% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୧୪ ।୨(ଓଡିଶା ଭାସ୍କର): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ କର୍ମଚାରୀଙ୍କ ପାଇଁ ୫% ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର । ଏହା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ…